ମଣିପୁରରେ ଆଉ ୫ ଦିନ ବଢିଲା ଇଣ୍ଟରନେଟ୍ ପ୍ରତିବନ୍ଧକ
ଇମ୍ଫାଲ,୭।୧୦: ମଣିପୁରରେ ହିଂସା ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ରାଜ୍ୟରେ ଇଣ୍ଟରନେଟ୍ ଉପରେ ଥିବା ପ୍ରତିବନ୍ଧକକୁ ଆହୁରି ୫ ଦିନ ବୃଦ୍ଧି କରିଛି। ମଣିପୁର ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି, ସୁରକ୍ଷା ବାହିନୀ ସହ…
ଆଇସିସି ବିଶ୍ୱକପ ୨୦୨୩: ନେଦରଲାଣ୍ଡ୍ସକୁ ହରାଇଲା ପାକିସ୍ତାନ
ହାଇଦ୍ରାବାଦ, ୬।୧୦-ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ପାକିସ୍ତାନ ୮୧ ରନରେ ନେଦରଲାଣ୍ଡ୍ସକୁ ହରାଇ ଅଭିଯାନ ଆରମ୍ଭ କରିଛି। ପାକିସ୍ତାନ ୪୯ ଓଭରରେ ୨୮୬ ରନକରି ଅଲ୍ଆଉଟ ହୋଇ ଯାଇଥିବାବେଳେ ନେଦରଲାଣ୍ଡ୍ସ ଇନିଂସ ୪୧ ଓଭରରେ ୨୦୫ରେ ସୀମିତ…
ଭାରତ ଗସ୍ତରେ ଆସିବେ ତାଞ୍ଜାନିଆର ରାଷ୍ଟ୍ରପତି ସାମିଆ ହାସନ
ନୂଆଦିଲ୍ଲୀ,୬।୧୦: ତାଞ୍ଜାନିଆର ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ଅକ୍ଟୋବର ୮ରୁ ତିନି ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ହାସନ ନୂଆଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ବର୍ହିବ୍ୟାପାର ମନ୍ତ୍ରଣାଳୟ ଶୁକ୍ରବାର ଏହି ସୂଚନା ଦେଇଛି। ବର୍ହିବ୍ୟାପାର…
କରୋନା ଆତଙ୍କ: ନୂଆ ଭାରିଆଣ୍ଟରେ ସଂକ୍ରମିତ ହେଲେଣି ୨ହଜାରରୁ ଅଧିକ ଲୋକ
ସିଙ୍ଗାପୁର,୬।୧୦: କରୋନାର କରାଳ ରୂପ ଏପର୍ଯ୍ୟନ୍ତ ଥମି ନାହିଁ। କରୋନା ପୁଣି ଥରେ ସିଙ୍ଗାପୁରରେ ଆତଙ୍କ ସୃଷ୍ଟି କରିଛ। ପ୍ରତିଦିନ ଏଠାରେ ୨୦୦୦ମାମଲା ସାମ୍ନାକୁ ଆସୁଛି। ସିଙ୍ଗାପୁରର ସ୍ବାସ୍ଥ୍ୟମନ୍ତ୍ରୀ ଓଙ୍ଗ ୟେ କୁଙ୍ଗ ଶୁକ୍ରବାର ଚେତାବନୀ ଦେଇଛନ୍ତି, ଦେଶ କୋଭିଡ-୧୯ର ଆଉ…
ନେଦରଲାଣ୍ଡସ୍ ଆଗରେ ୨୮୭ ରନ୍ର ବିଜୟ ଟାର୍ଗେଟ୍
ହାଇଦ୍ରାବାଦ,୬।୧୦: ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପର ଦ୍ୱିତୀୟ ମ୍ୟାଚ୍ରେ ନେଦରଲାଣ୍ଡସ୍ ଅଧିନାୟକ ସ୍କଟ ଏଡୱାର୍ଡସ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପାକିସ୍ତାନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ୪୯…
ଫ୍ରିବିଜ ରାଜନୀତି: ନିର୍ବାଚନରେ ଉପହାର ପ୍ରଦାନ ନେଇ ରାଜନୈତିକ ଦଳକୁ ରୋକାଯାଇପାରିବ ନାହିଁ
ନୂଆଦିଲ୍ଲୀ,୬।୧୦: ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଧାନସଭା ନିର୍ବାଚନ ପୂର୍ବରୁ ଫ୍ରିବିଜ ବାଣ୍ଟିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। କୋର୍ଟ ଉଭୟ ରାଜ୍ୟ ସରକାରଙ୍କ ଠାରୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ ଜେ ବି ପାରଦିଓ୍ବାଲା…
ଦେଶର ନିମ୍ନ କୋର୍ଟରେ ବଢିଛି ମହିଳା ବିଚାରପତିଙ୍କ ନିଯୁକ୍ତି ସଂଖ୍ୟା: ଡି ଓ୍ବାଇ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ,୬।୧୦: ଭାରତର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ କୋର୍ଟ କାର୍ଯ୍ୟକାଳ ଆରମ୍ଭ ହେବା ମାତ୍ରେ ଏକ ଖୁସି ଖବର ବାଣ୍ଟିଛନ୍ତି। ସେ କହିଛନ୍ତି, ସାରା ଦେଶର ନିମ୍ନ ଅଦାଲତରେ ମହିଳା ବିଚାରପତିଙ୍କ ନିଯୁକ୍ତି ସଂଖ୍ୟାରେ ବୃଦ୍ଧି ଘଟିଛି। ଏନେଇ ସିଜେଆଇ…
ଟାଇମ ମାଗାଜିନର ‘ଏମରଜିଂ ଲିଡର୍ସ ୨୦୨୩’ ତାଲିକାରେ ଲୋକପ୍ରିୟ ୟୁଟ୍ୟୁବର ଧ୍ରୁଭ ରାଠୀ, ତାଲିକାରେ ୩ ଭାରତୀୟ
ନୂଆଦିଲ୍ଲୀ,୬।୧୦: ଲୋକପ୍ରିୟ ୟୁଟ୍ୟୁବର ତଥା ଭାରତୀୟ ମୂଳ ଧ୍ରୁଭ ରାଠୀ ଟାଇମ ମାଗାଜିନର ଉଦୀୟମାନ(ଏମରଜିଂ) ଲିଡର୍ସ ୨୦୨୩ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ତାଙ୍କର ଫ୍ୟାକ୍ଟ ଚେକିଂ ଓ ଶିକ୍ଷଣୀୟ କଣ୍ଟେଣ୍ଟ ପାଇଁ ସେ ଏହି ସମ୍ମାନର ଅଧିକାରୀ ହୋଇଛନ୍ତି। ଧ୍ରୁଭ ସୋସିଆଲ…
ବିମାନ ଭିତରେ ଥିବା ଗ୍ରେନେଡ ବିସ୍ଫୋରଣରେ ପ୍ରିଗୋଝିନଙ୍କ ହୋଇଥିଲା ମୃତ୍ୟୁ, ସ୍ପଷ୍ଟ କଲେ ପୁଟିନ
ମସ୍କୋ,୬।୧୦: ଋଷିଆର ଘରୋଇ ସେନା ୱାଗନର୍ ଗ୍ରୁପ ମୁଖ୍ୟ ୟେଭେଗିନ ପ୍ରିଗୋଝିନଙ୍କ ମୃତ୍ୟୁକୁ ନେଇ ଏକ ବଡ ସୂଚନା ମିଳିଛି। ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରିଗୋଝିନଙ୍କ ମୃତ୍ୟୁର ସତ୍ୟତାକୁ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ପ୍ରିଗୋଝିନଙ୍କ ମୃତ୍ୟୁ ଗ୍ରେନେଡ ଦ୍ୱାରା…
ବିହାରରେ ୮୦ପରିବାର ଜଳବନ୍ଦୀ
ପାଟନା,୬।୧୦: ବିହାରର ମୁଙ୍ଗର ସହରରେ ପ୍ରାୟ ୮୦ ପରିବାର ଜଳବନ୍ଦୀରେ ଅଛନ୍ତି। ଏହି ୮୦ପରିବାରରେ ୩୦୦ଲୋକ ରହୁଛନ୍ତି। ଗତ କିଛି ଦିନ ଧରି ଲଗାଣ ବର୍ଷା ହେତୁ ସମଗ୍ର ଗାଁ ପାଣି ଘେରରେ ରହିଛି। ରାସ୍ତାରେ ଦୁଇ ଫୁଟର ପାଣି ଚାଲୁଛି।…
ମୁଣ୍ଡ ନୁଆଇଁଲା କାନାଡା, ୧୦ ଅକ୍ଟୋବର ପୂର୍ବରୁ ନିଜ କୂଟନୀତିଜ୍ଞଙ୍କୁ ପଠାଇଲା ଅନ୍ୟ ଦେଶକୁ
ଟରଣ୍ଟୋ,୬।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଯୋଗୁଁ ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ସମ୍ପର୍କ ଖରାପ ହୋଇଯାଇଛି। ଭାରତ ପକ୍ଷରୁ ଅଲ୍ଟିମେଟମ ଦେବା ପରେ କାନାଡା ଏହାର ଅଧିକାଂଶ କୂଟନୀତିଜ୍ଞଙ୍କୁ ଫେରାଇ ନେଇଛି। କାନାଡାର କୁଟନୀତିଜ୍ଞଙ୍କୁ ଫେରାଇ…
ନିର୍ବାଚନ ପୂର୍ବରୁ ଗେହଲଟଙ୍କ ବଡ ଘୋଷଣା, ରାଜ୍ୟରେ ହେବ ଆଉ ୩ ନୂଆ ଜିଲା
ଜୟପୁର,୬।୧୦: ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ଥାନରେ ର ଆଉ ତିନୋଟି ନୂତନ ଜିଲା ସୃଷ୍ଟି ହେବ ବୋଲି ଗେହଲଟ ସୋସିଆଲ ମିଡିଆ ଏକ୍ସରେ ଏହି ସୂଚନା ଦେଇଛନ୍ତି। ଗେହଲଟ କହିଛନ୍ତି…
Archives


