Home Middle

ଡାଇଜେନ୍‌ ଜେଲ୍‌ ତ୍ରୁଟି

ନୂଆଦିଲ୍ଲୀ,୭।୯: ଡାଇଜେନ୍‌ ଜେଲ୍‌ ସିରପ ପ୍ରସ୍ତୁତ କରୁଥିବା ଔଷଧ କମ୍ପାନୀ ଆବୋଟ ଇଣ୍ଡିଆ ତାର ଗୋଆ ୟୁନିଟ୍‌ରେ ପ୍ରସ୍ତୁତ ହୋଇଥିବା ସିରପ ବୋତଲ ଫେରାଇ ନେବାକୁ ନିର୍ଦ୍ଦେଶ ଦେଇଛି। ସାଧାରଣତଃ ଏହି ସିରପର ରଙ୍ଗ ଗୋଲାପି ହୋଇଥିବାବେଳେ ଏହାର ସ୍ବାଦ ମିଠା…

ଉଦୟନିଧିଙ୍କ ‘ସନାତନ’ ମନ୍ତବ୍ୟକୁ ଗଣହତ୍ୟା କହିବାରୁ ମାଲବ୍ୟଙ୍କ ନଁ।ରେ ମାମଲା

ନୂଆଦିଲ୍ଲୀ/ଚେନ୍ନାଇ,୭ା୯ : ତାମିଲନାଡୁ ମନ୍ତ୍ରୀ ତଥା ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନଙ୍କ ସନାତନ ବିରୋଧୀ ମନ୍ତବ୍ୟକୁ ଗଣହତ୍ୟା ଭାବେ ଅଭିହିତ କରିଥିବାରୁ ଭାଜପା ଆଇଟି ବିଭାଗ ମୁଖ୍ୟ ଅମିତ ମାଲବ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଶୁକ୍ରବାର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.…

ରୁଷିଆଠାରୁ ପ୍ରତି ସେ.ମି. ଭୂମି ଫେରାଇ ଆଣିବୁ

କିଭ୍‌,୭ା୯: ୟୁକ୍ରେନ୍‌ର ନୂଆ ପ୍ରତିରକ୍ଷା ମନ୍ତ୍ରୀ ରୁସ୍ତମ୍‌ ଉମେରାଭ୍‌ ବୁଧବାର ରୁଷୀୟ ସୈନ୍ୟଙ୍କ ନିୟନ୍ତ୍ରଣରେ ଥିବା ନିଜ ଭୂଖଣ୍ଡକୁ ପୁନଃ ଦଖଲ କରିବେ ବୋଲି ଶପଥ ନେଇଛନ୍ତି। ସୋସିଆଲ ମିଡିଆରେ ସେ କହିଛନ୍ତି, ଆମ ଦେଶର ପ୍ରତି ସେଣ୍ଟିମିଟର ଓ ପ୍ରତ୍ୟେକ…

ନେପ୍‌ଚ୍ୟୁନ୍‌ ପଛରେ ଥାଇପାରେ ପୃଥିବୀ ଭଳି ଗ୍ରହ

ଟୋକିଓ, ୭ା୯ (ଆଇଏଏନ୍‌ଏସ୍‌): ବ୍ରହ୍ମାଣ୍ଡରେ ପୃଥିବୀ ଭଳି ଜୀବନସତ୍ତା ଥିବା ଅନ୍ୟ ଗ୍ରହ ସମ୍ପର୍କରେ ମହାକାଶ ବିଜ୍ଞାନୀମାନେ ନିରନ୍ତା ସନ୍ଧାନ ଚଳାଇଛନ୍ତି। ଏଭଳି ସ୍ଥଳେ ଆମ ସୌରମଣ୍ଡଳର ନେପ୍‌ଚ୍ୟୁନ୍‌ (ବରୁଣ ଗ୍ରହ) ପଛରେ ପୃଥିବୀ ଭଳି ଗ୍ରହ ‘ପ୍ଲାନେଟ୍‌ ନାଇନ୍‌’ ରହିଥାଇପାରେ…

‘ଭାରତ’ର ନୂଆ ଅର୍ଥ ବୁଝାଇଲେ ଥରୁର

ନୂଆଦିଲ୍ଲୀ,୭ା୯: ଦେଶର ନାମକୁ ନେଇ ରାଜନୈତିକ ବିବାଦ ମୁଣ୍ଡ ଟେକିଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର ‘ଭାରତ’ର ନୂଆ ଫୁଲ୍‌ ଫର୍ମ ବାହାର କରିଛନ୍ତି। ଜି୨୦ ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ବିଦେଶୀ ନେତାମାନଙ୍କୁ ପଠାଯାଇଥିବା ନୈଶଭୋଜି ନିମନ୍ତ୍ରଣପତ୍ରରେ ‘ପ୍ରେସିଡେଣ୍ଟ…

ସୁରକ୍ଷାକର୍ମୀଙ୍କ ସହ ଧସ୍ତାଧସ୍ତି, ୨୫ ଆହତ

ଇମ୍ଫାଲ,୭।୯: ମଣିପୁରର ବିଷ୍ଣୁପୁର ଜିଲା ଫୌଗାକଚୋ ଅଞ୍ଚଳରେ ବୁଧବାର ବିକ୍ଷୋଭକାରୀମାନେ ସୁରକ୍ଷା ବ୍ୟାରିକେଡ୍‌ ହଟାଇବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ସୁରକ୍ଷା କର୍ମୀ ଓ ବିକ୍ଷୋଭକାରୀମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ସୁରକ୍ଷାକର୍ମୀଙ୍କ ଲୁହବୁହା ଗ୍ୟାସ ପ୍ରୟୋଗ ଫଳରେ ୨୫ ଜଣ ଆହତ…

ଆଜି ଆସୁଛନ୍ତି ବାଇଡେନ୍‌

ଓ୍ବାଶିଂଟନ୍‌,୭ା୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ ମଧ୍ୟ ଭାରତ ଗସ୍ତ କରିବାର ଥିଲା। କିନ୍ତୁ ସେ କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ ଆସିପାରିବେ ନାହିଁ ବୋଲି…

ଜି୨୦: ମନ୍ତ୍ରୀଙ୍କୁ ମୋଦି ମନ୍ତ୍ର

ନୂଆଦିଲ୍ଲୀ,୭ା୯: ଭୂରାଜନୀତି କେବଳ ଆମେରିକା ଓ ଚାଇନାରେ କେନ୍ଦ୍ରୀଭୂତ ହୋଇ ରହିନାହିଁ। ଏବେ ଭାରତର ସମୟ ଉପନୀତ। ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଆସନ୍ତା ୯ ଓ ୧୦ରେ ହେବାକୁ ଥିବା ଜି୨୦ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ବୈଶ୍ୱିକ ବିକାଶ’ ଉଦ୍ୟମକୁ…

ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ କେନ୍ଦ୍ର ନିକଟରେ ଦାବି ଜଣାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୬ା୯(ଅନିଲ ଦାସ): ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ଏ ନେଇ ରାଜ୍ୟ ସରକାର ଏକ ପ୍ରସ୍ତାବ ଦେଇଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ଗ୍ରୀନ୍‌ କାର୍ଡ ପାଇବା ପୂର୍ବରୁ ୪ ଲକ୍ଷ ଭାରତୀୟଙ୍କ ହୋଇସାରିଥିବ ମୃତ୍ୟୁ

ଓ୍ବାଶିଂଟନ,୬ା୯: ଆମେରିକାରେ ଗ୍ରୀନ୍‌ କାର୍ଡକୁ ଅପେକ୍ଷା କରିଥିବା ଭାରତୀୟଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ୧୦.୫ ଲକ୍ଷରୁ ଅଧିକ ଭାରତୀୟ ଆମେରିକାରେ ରୋଜଗାର ଭିତ୍ତିକ ଗ୍ରୀନ୍‌ କାର୍ଡ ବା ସବୁଜ କାର୍ଡକୁ ଅପେକ୍ଷା କରିଛନ୍ତି।…

ଭୁଶୁଡ଼ିଲା ୪ ମହଲା କୋଠା, ୪ ମୃତ

କାଇରୋ,୬ା୯: ଇଜିପ୍ଟର ରାଜଧାନୀ କାଇରୋରେ ବୁଧବାର ଏକ ବଡ଼ ଦୁର୍ଘଟଣା ଘଟିଛି। କାଇରୋସ୍ଥିତ ଏକ ୪ ମହଲା କୋଠା ଭୁଶୁଡ଼ିପଡ଼ିବାରୁ ଅତି କମ୍‌ରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ଅଧିକାରୀମାନେ…

ଗଣତନ୍ତ୍ରର ମନ୍ଦିରକୁ ରାଜନୀତିକରଣ କରିବା ଦୁର୍ଭାଗ୍ୟଜନକ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୬।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ଡକାଯିବାକୁ ନେଇ କଂଗ୍ରେସ ସଂସଦୀୟ ଦଳର ମୁଖ୍ୟ ସୋନିଆ ଗାନ୍ଧୀଙ୍କ ଚିଠିର ପ୍ରତିକ୍ରିୟା ଦେଇଛନ୍ତି ସରକାର। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, ସଂସଦର କାର୍ଯ୍ୟକାରିତା ଏବଂ ଆମ ଗଣତନ୍ତ୍ରର ମନ୍ଦିରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri