Home Middle

‘ସନାତନ ଧର୍ମକୁ ସମ୍ମାନ ଦିଏ’: ଉଦୟନିଧିଙ୍କ ମନ୍ତବ୍ୟ ଉପରେ ମମତାଙ୍କ ଟିପ୍ପଣି

ନୂଆଦିଲ୍ଲୀ,୫ା୯: ସନାତନ ଧର୍ମ ଉପରେ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟକୁ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାପସନ୍ଦ କରିଛନ୍ତି। ସେ ତାମିଲନାଡୁ ଓ ଦକ୍ଷିଣ ଭାରତର ଜନସାଧାରଣଙ୍କୁ ସମ୍ମାନ ଦିଅନ୍ତି। ପ୍ରତ୍ୟେକ ଧର୍ମର…

ଜିନ୍‌ପିଙ୍ଗ୍‌ ଆସିବେନି

ବେଜିଂ,୫ା୯: ଜି୨୦ ସମିଟ୍‌ରେ ଯୋଗଦେବା ଲାଗି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଭାରତ ଗସ୍ତରେ ଆସିବେ ନାହିଁ। ନୂଆଦିଲ୍ଲୀରେ ହେବାକୁ ଥିବା ଏହି ସମ୍ମିଳନୀରେ ଚାଇନା ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଯୋଗଦେବେ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏକ…

ଜିଲ ବାଇଡେନ କରୋନା ପଜିଟିଭ, ବାଇଡେନଙ୍କ ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ନେଇ ଉପୁଜିଲା ସନ୍ଦେହ

ଓ୍ବାଶିଂଟନ,୫।୯:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପତ୍ନୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ କରୋନା ପଜିଟିଭ ହୋଇଛନ୍ତି। ସୋମବାର ହ୍ବାଇଟ ହାଉସ କହିଛି ଯେ ଜିଲ ବାଇଡେନଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଥିବାବେଳେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରୀକ୍ଷା ନେଗେଟିଭ…

ସୁପର୍‌-୪ରେ ଭାରତ

ପାଲେକେଲ୍‌,୫ା୯: ଚଳିତ ଏସିଆ କପ୍‌ କ୍ରିକେଟର ସୁପର-୪ରେ ପ୍ରବେଶ କରିଛି ଭାରତ। ସୋମବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ନେପାଳକୁ ୧୦ ଉଇକେଟରେ ପରାସ୍ତ କରିଛି। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ସିରାଜଙ୍କ ଘାତକ ବୋଲିଂକୁ…

ସଫଳତାର ସହ ଦ୍ୱିତୀୟ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍‌୧

ନୂଆଦିଲ୍ଲୀ,୫।୯: ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲ୍‌୧ ସଫଳତାର ସହ ପୃଥିବୀର ଦ୍ୱିତୀୟ କକ୍ଷପଥ ପରିବର୍ତ୍ତନ କରିଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହି ସୂଚନା ଦେଇଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇ ଇସ୍ରୋ କହିଛି, ଭାରତର ପ୍ରଥମ…

ଜଟଣୀ ଖାସ୍‌ମାହଲ ଜମି ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର,୪ା୯(ଅନିଲ ଦାସ): ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଟଣୀ ତହସିଲରେ ଦୀର୍ଘ ବର୍ଷ ଧରି ଖାସମାହଲ ସମସ୍ୟା ରହିଛି । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫-ଟି…

ଭାରତ ଆଗରେ ୨୩୧ ରନ୍‌ ଟାର୍ଗେଟ୍‌

ପାଲେକେଲ୍‌,୪ା୯: ପାଲେକେଲ୍‌ ଷ୍ଟାଡ଼ିୟମରେ ସୋମବାର ଖେଳାଯାଇଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ କରି ନିଦ୍ଧାରିତ ୪୮.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୩୦ ରନ୍‌ କରିଛି। ଫଳରେ…

ପାକିସ୍ତାନୀ ନୈସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ ମୃତ

ଇସଲାମାବାଦ,୪।୯: ପାକିସ୍ତାନୀ ନୈସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦେଶର ବାଲୁଚିସ୍ତାନ ପ୍ରଦେଶରେ ନିୟମିତ ପ୍ରଶିକ୍ଷଣ ସମୟରେ ଏହି ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଅଧିକାରୀଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ନୈସେନା ମୁଖପାତ୍ର ଏ ବିଷୟରେ ସୂଚନା…

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୪।୯: ଜମ୍ମୁ-କଶ୍ମୀରର ରିୟାସି ଜିଲାର ଚସାନା ନିକଟରେ ସୋମବାର ସର୍ଚ୍ଚ ଅପରେଶନ ବେଳେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହଁାମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଡିଜିପି ମୁକେଶ ସିଂ…

ଏସିଆ କପ: ଟସ୍‌ ଜିତିଲା ଭାରତ…

କାଣ୍ଡି,୪।୯: ଏସିଆ କପର ସୋମବାର ପାଲଲେକେ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ ଆରମ୍ଭ କରିବ। ଭାରତର ପ୍ଲେ-୧୧ରେ ଏକ ପରିବର୍ତ୍ତନ ହେଇଛି। ଯସପ୍ରୀତ ବୁମ୍ରାଙ୍କ…

କୁଆଡେ ଗଲା ୧୫ ଲକ୍ଷ: ମୋଦିଙ୍କୁ ଷ୍ଟାଲିନଙ୍କ ପ୍ରଶ୍ନ…

ଚେନ୍ନାଇ,୪।୯ : ଭାଜପା ସୋମବାର ପୋଡକାଷ୍ଟ ସିରିଜର ପ୍ରଥମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଡିଏମକେ ଅଧ୍ୟକ୍ଷ ଏମ.କେ ଷ୍ଟାଲିନ କଡ଼ା ସମାଲୋଚନା କରିଥିବା ନେଇ ଜବାବ ଦେଇଛି। ଦଳ କହିଛି ପିଏମ ମୋଦି କଦାପି ପ୍ରତିଶ୍ରୁତି…

ସ୍ବତନ୍ତ୍ର ଅଧିବେଶନରେ ସରକାରଙ୍କୁ ଘେରିବା ନେଇ କଂଗ୍ରେସର ଯୋଜନା…

ନୂଆଦିଲ୍ଲୀ,୪।୯ : କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ ସେପ୍ଟେମ୍ବର ୫ ରେ କଂଗ୍ରେସ ସଂସଦୀୟ ଦଳ ପାଇଁ ଏକ ରଣନୀତି ପ୍ରସ୍ତୁତ କରିବାର ଯୋଜନା କରିଛନ୍ତି। ବୈଠକରେ ସେ ଅଧ୍ୟକ୍ଷତା କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସରକାର ୧୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri