ଭୁଲିଗଲେ ଓଡ଼ିଆ ଅସ୍ମିତା, ବେଙ୍ଗଲୀ ଭାଷାରେ ଆରୋପ ପ୍ରତ୍ୟାରୋପ କଲେ ଶାସକ ବିରୋଧୀ ବିଧାୟକ
ଭୁବନେଶ୍ୱର,୨୮ା୧୧: ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି, ଯେତେବେଳେ ବିଧାୟକମାନେ ଓଡ଼ିଆ ଭାଷା ପରିବର୍ତ୍ତେ ବଙ୍ଗାଳି ଭାଷାରେ ଯୁକ୍ତିତର୍କରେ ମାତିଥିଲେ। ଏହି ଘଟଣାକୁ ଦେଖି ସାଧାରଣରେ ‘ଓଡ଼ିଆ ଅସ୍ମିତା’ କଥା ମନେପଡିଛି। ବିଦ୍ୟାଳୟରେ…
ଡିସେମ୍ବର ପହିଲାରୁ ହେବ ଏହି ୫ ବଡ଼ ପରିବର୍ତ୍ତନ: ଆପଣଙ୍କ ପକେଟ୍ ଉପରେ ପଡିବ ସିଧାସଳଖ ପ୍ରଭାବ
ନୂଆଦିଲ୍ଲୀ,୨୮।୧୧: ଡିସେମ୍ବର ପହିଲାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ସିଧାସଳଖ ଆପଣଙ୍କ ୱାଲେଟ, ଆପଣଙ୍କ ଟିକସ ଏବଂ ଆପଣଙ୍କ ଦୈନନ୍ଦିନ ସୁବିଧା ଉପରେ ପ୍ରଭାବ ପକାଇବ। ମାସର ଆରମ୍ଭ ନୂତନ ସରକାର ଏବଂ ବଜାର ନିର୍ଦ୍ଦେଶାବଳୀ ସହିତ ଏକ ଡାଏରୀ…
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶୋଚନୀୟ ପରାଜୟ ପରେ BCCI ର ବଡ ନିଷ୍ପତି
ଭୁବନେଶ୍ୱର,୨୮ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ରେ ଭାରତର ୦-୨ରେ ଶୋଚନୀୟ ପରାଜୟ ସତ୍ତ୍ୱେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ତିନି ଫର୍ମାଟ୍ରେ ନିଜ ଦାୟିତ୍ୱ ଜାରି ରଖିବେ। ଏ ନେଇ କୌଣସି ପରିବର୍ତ୍ତନ ଉପରେ ବିସିସିଆଇ ବିଚାର କରୁନାହିଁ ବୋଲି…
ବିଧାନସଭାରେ ଉଠିଲା ଭୁବନେଶ୍ୱର କେଭି-୩ ବୋମାମାଡ଼ ପ୍ରସଙ୍ଗ
ଭୁବନେଶ୍ୱର,୨୮ା୧୧: ରାଜଧାନୀ ଭୁବନେଶ୍ୱରରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ସାମ୍ନାରେ ବୋମାମାଡ଼ ଘଟଣା ଶୁକ୍ରବାର ବିଧାନସଭାରେ ଉଠିଛି। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଗୃହରେ ଏହି ପ୍ରସଙ୍ଗ ଉଠାଇ ଘଟଣାର ସତ୍ୟାସତ୍ୟ ଜଣାଇବାକୁ ଦାବି କରିଛନ୍ତି। ଏହାର ଉତ୍ତରରେ ବାଚସ୍ପତି…
ଏତିକି ଛାତ୍ରଛାତ୍ରୀ ଥିବା ସ୍କୁଲ୍ ଖୋଲିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୮ା୧୧: ରାଜ୍ୟରେ ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ଗୁରୁବାର ସ୍ପଷ୍ଟ କରିଛନ୍ତି। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।…
ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍ଙ୍କ ବିରୋଧରେ ଚାଲିବ ମାମଲା
କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। କେଭି…
DC ଗୁଳିକାଣ୍ଡ ପରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଦେଶରୁ ବାହାର କରିବାକୁ ପ୍ରତିଜ୍ଞା
ୱାଶିଂଟନ୍,୨୮ା୧୧: ହ୍ୱାଇଟ୍ ହାଉସ୍ ନିକଟରେ ଜଣେ ଆଫଗାନ ନାଗରିକ ଦୁଇ ଜଣ ନ୍ୟାସନାଲ୍ ଗାର୍ଡ କର୍ମଚାରୀଙ୍କ ଉପରକୁ ଗୁଳି ଚଳାଇବା ଘଟଣାର କିଛି ଦିନ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଜି ଏକ ବଡ଼ ଘୋଷଣା କରିଛନ୍ତି। ସେ…
ମହାପ୍ରଭୁଙ୍କ ବଡ଼ ମହାସ୍ନାନ
ପୁରୀ,୨୮ା୧୧: ଶୁକ୍ରବାର ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ଦର୍ଶନ ବେଳେ ଚାଙ୍ଗଡ଼ା ଘର ନିକଟରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରିଦେଇଥିଲେ। ଏହା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। Dharitri – Odisha’s No.1 Odia Daily
ଅନ୍ଲାଇନ୍ ଟିକେଟ୍ ପାଇଁ କାହିଁକି ଦୁର୍ଘଟଣା ବୀମା, ଅଫ୍ଲାଇନ୍ ପାଇଁ ନୁହେଁ? – ରେଳବାଇକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ,୨୮ା୧୧: ଭାରତୀୟ ରେଳବାଇ କେବଳ ଅନ୍ଲାଇନ୍ ଟିକେଟ୍ କିଣୁଥିବା ଯାତ୍ରୀମାନଙ୍କୁ ଦୁର୍ଘଟଣା ବୀମା ସୁବିଧା କାହିଁକି ଯୋଗାଉଛି, କିନ୍ତୁ ଅଫ୍ଲାଇନ୍ରେ ଟିକେଟ୍ ବୁକ୍ କରୁଥିବା ଯାତ୍ରୀମାନଙ୍କୁ କାହିଁକି ନୁହେଁ, ସେ ନେଇ ସୁପ୍ରିମକୋର୍ଟ ରେଳବାଇକୁ ଜବାବ ମାଗିଛନ୍ତି। ନ୍ୟାୟମୂର୍ତ୍ତି ଅହସାନୁଦ୍ଦୀନ ଅମାନୁଲ୍ଲା…
୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ
ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ତିନି ଯୁବକ ଏକ ସ୍କୁଟିରେ…
ଆଫଗାନିସ୍ତାନ ସହ ଭାରତର ୧୦୦ ମିଲିୟନ ଡଲାର ବାଣିଜ୍ୟ ଚୁକ୍ତି
ନୂଆଦିଲ୍ଲୀ,୨୮ା୧୧: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଅର୍ଥନୈତିକ ସହଯୋଗର ଏକ ନୂତନ ପର୍ଯ୍ୟାୟ ଆରମ୍ଭ କରି, ଦୁଇ ଦେଶର ପ୍ରମୁଖ ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ମଧ୍ୟରେ ୧୦୦ ମିଲିୟନ ଡଲାରର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି ପାକିସ୍ତାନର ଆଞ୍ଚଳିକ ବାଣିଜ୍ୟ…
ସିଙ୍ଗଲ୍ ଡୋଜ୍ ଡେଙ୍ଗୁ ଟିକାକୁ ବ୍ରାଜିଲର ମଞ୍ଜୁରୀ
ବ୍ରାସିଲିଆ,୨୮ା୧୧: ବିଶ୍ୱର ପ୍ରଥମ ସିଙ୍ଗଲ୍ ଡୋଜ୍ ଡେଙ୍ଗୁ ଟିକାକୁ ବ୍ରାଜିଲ କର୍ତ୍ତୃପକ୍ଷ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ ବିଶ୍ୱବ୍ୟାପୀ ମଶାଜନିତ ରୋଗ ବ୍ୟାପୁଥିବାବେଳେ ଏହା ଏକ ଐତିହାସିକ ସଫଳତା ବୋଲି ବ୍ରାଜିଲ କହିଛି। ଡେଙ୍ଗୁରେ ଅତ୍ୟଧିକ ଜ୍ୱର…
Archives


