Home Middle

ବହୁ ନଦୀରେ ଆସିବ ବନ୍ୟା, ୨୪ କୋଟି ଲୋକ ପ୍ରଭାବିତ ହେବା ଆଶଙ୍କା, ନେପାଳ ପାହାଡ଼ରେ ଏକ ତୃତୀୟାଂଶ ବରଫ ତରଳିଲା…

ଜେନେଭା,୧।୧୧ : ଜଳବାୟୁ ପରିବର୍ତ୍ତନ ଯୋଗୁ ନେପାଳରେ ଥିବା ପାହାଡରେ ପ୍ରାୟ ଏକ ତୃତୀୟାଂଶ ବରଫ ତରଳି ଯାଇଛି। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ କହିଛନ୍ତି ଏପରି ହେବାକୁ ପ୍ରାୟ ୩୦ ବର୍ଷ ସମୟ ଲାଗିଛି। ଏହି ଅବଧି ମଧ୍ୟରେ,…

ନୀଳନୟନାଙ୍କୁ ମିଳୁଛି ବିମାନରେ ଚାକିରି, ୟୁନାଇଟେଡ ଏୟାରଲାଇନ୍ସରେ ଭେଦଭାବ ଭାଇରାଲ…

ଓ୍ବାଶିଂଟନ,୧।୧୧: ୟୁନାଇଟେଡ ଏୟାରଲାଇନ୍ସରେ ଭେଦଭାବ ଅଭିଯୋଗ ହୋଇଛି। ବାସ୍ତବରେ, ବିମାନର ଦୁଇଜଣ ବିମାନ କର୍ମଚାରୀ ଦାବି କରିଛନ୍ତି ସେମାନଙ୍କ ରୂପ ଯୋଗୁଁ ସେମାନଙ୍କୁ ଭେଦଭାବ କରାଯାଇଛି। ସେମାନେ କହିଛନ୍ତି ଲସ ଆଞ୍ଜେଲସ ଡୋଜର୍ସ ବେସବଲ ଦଳର ସେବା କରୁଥିବା ଚାଟର୍ର୍‌ ଫ୍ଲାଇଟ…

ଭିଟାମାଟି ଛାଡିଲେ ୨୫ ଲକ୍ଷ ଇସ୍ରାଏଲ ନାଗରିକ, ପଚାସଢ଼ା ମୃତଦେହ ଚିହ୍ନିବା କଷ୍ଟକର…

ଜେରୁଜେଲମ,୧।୧୧: ଗାଜା ଯୁଦ୍ଧ ଯୋଗୁ ଏପର୍ଯ୍ୟନ୍ତ ପ୍ରାୟ ୨୫ ଲକ୍ଷ ଇସ୍ରାଏଲ ନାଗରିକ ଭିଟାମାଟି ଛାଡିଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ସ୍ଥାନୀୟ ପରିଷଦ ସହିତ ଦକ୍ଷିଣରେ ଏସବୁ ଲୋକଙ୍କ ଯତ୍ନ ନେବା ପାଇଁ କାର୍ଯ୍ୟ କରୁଛନ୍ତି। ଇସ୍ରାଏଲର ଜଣେ ବରିଷ୍ଠ ଅଧିକାରୀଙ୍କ…

ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ…

ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ବୋମା ମାଡ଼, ୫୦ ମୃତ, ୧୫୦ ଆହତ

ଜେରୁଜେଲମ,୧।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି, ଯେଉଁଥିରେ ବର୍ତ୍ତମାନ ପର୍ଯ୍ୟନ୍ତ ସାଢେ ନଅ ହଜାରରୁ ଅଧିକ ଲୋକ ପ୍ରାଣ ହରାଇ ସାରିଲେଣି। ଏହି ସମୟରେ ପାଲେଷ୍ଟାଇନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ଉତ୍ତର ଗାଜାରେ ଥିବା ଜବାଲିଆ…

ବଢିଲା ଏଲପିଜି ସିଲିଣ୍ଡରର ମୂଲ୍ୟ, ଆପଣଙ୍କ ସହରରେ କେତେ ରହିଛି ଦାମ୍‌ ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ପାର୍ବଣ ଋତୁରେ ଲୋକେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଛନ୍ତି। ଏହି ସମୟରେ ଆଉ ଏକ ଝଟକା ଲାଗିଛି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ରୁ ଅଧିକ ବୃଦ୍ଧି ପାଇଛି। ଗ୍ୟାସର ଏହି ମୂଲ୍ୟ ୧୯ କିଲୋଗ୍ରାମ କମର୍ସିଆଲ ସିଲିଣ୍ଡର (ବାଣିଜ୍ୟିକ ଏଲପିଜି…

କଶ୍ମୀରରେ ୩ ଦିନ ମଧ୍ୟରେ ତୃତୀୟ ଆତଙ୍କବାଦୀ ଆକ୍ରମଣ: ବାରାମୂଳାରେ ହେଡ୍‌ କନ୍‌ଷ୍ଟେବଳଙ୍କୁ ଗୁଳି କରି ହତ୍ୟା

ବାରାମୂଳା,୩୧।୧୦: ଜମ୍ମୁ-କଶ୍ମୀରରେ ଭାରତୀୟ ସେନା ପକ୍ଷରୁ କଠୋର ଆଭିମୁଖ୍ୟ ପରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ଘଟଣା ବଢ଼ିବାରେ ଲାଗିଛି। ନିକଟରେ ସେନାର ଅପରେଶନରେ ଅନେକେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ସେନାର ଆଭିମୁଖ୍ୟ ପରେ ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିବାରେ ଲାଗିଛନ୍ତି। ଏହି…

ବ୍ୟାଙ୍କରେ ପଶିଗଲା ବନ୍ୟା ପାଣି, ନଷ୍ଟ ହେଲା ୪ଶହ କୋଟି ଟଙ୍କା

ମୁମ୍ବାଇ,୩୧।୧୦: ବ୍ୟାଙ୍କରେ ପଶିଗଲା ବନ୍ୟାପାଣି। ନଷ୍ଟ ହୋଇଗଲା ୪୦୦କୋଟି ଟଙ୍କା। ଏପରି ଘଟଣା ଘଟିଛି ମହାରାଷ୍ଟ୍ରର ନାଗପୁରପୁ ସ୍ଥିତ ଏକ ବ୍ୟାଙ୍କରେ। ବ୍ୟାଙ୍କରେ ନାଗ ନଦୀର ବନ୍ୟା ପାଣି ପଶିଯିବାରୁ ପ୍ରାୟ ୪୦୦ କୋଟି ଟଙ୍କା ନଷ୍ଟ ହୋଇଯାଇଛି। ବର୍ତ୍ତମାନ ଏହି…

ପାକିସ୍ତାନର ସେମିଫାଇନାଲ ଆଶା ପୁଣି ବଢ଼ିଲା,ବାଂଲାଦେଶ ଓ୍ବାଲର୍‌ଡ କପରୁ ବାହାର…

ନୂଆଦିଲ୍ଲୀ,୩୧।୧୦ : ବିଶ୍ୱକପ ୨୦୨୩ର ୩୧ ତମ ମ୍ୟାଚରେ ପାକିସ୍ତାନ ୭ ଓ୍ବିକେଟରେ ବାଂଲାଦେଶଙ୍କୁ ପରାସ୍ତ କରିଛି। ପରାଜୟ ସହିତ ବାଂଲାଦେଶ ଓ୍ବାଲର୍‌ଡକପରୁ ବାହାର ହୋଇଛି। ତେବେ ଏହି ମାଚ ଜିତିବା ପରେ ପାକିସ୍ତାନର ସେମିଫାଇନାଲର ଆଶା ପୁଣି ବଢ଼ିଛି। ଦଳ…

କାଲି ହେବନି ବସ ଧର୍ମଘଟ

ଭୁବନେଶ୍ବର ,୩୧।୧୦: ଭବାନୀପାଟଣାରେ ବୁଧବାର ଲକ୍ଷ୍ମୀ ବସର ଶୁଭାରମ୍ଭ ହେବ। ତେବେ ବୁଧବାର ଠାରୁ କଳାହାଣ୍ଡି ସମତେ ଆଖପାଖର ୧୦ ଜିଲାରେ ବସ ଗଡିବନି ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ବୁଧବାର ଡାକରା ଦିଆଯାଇଥିବା ରାଜ୍ୟର ୧୦ ଜିଲାରେ…

ହାତୀ ଛୁଆର ସ୍ବାସ୍ଥ୍ୟ ସଚେତନତା, ସଫା କରି ଖାଉଛି ପତ୍ର, ଦେଖନ୍ତୁ ଭାଇରାଲ ଭିଡିଓ…

ନୂଆଦିଲ୍ଲୀ,୩୧।୧୦ : ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ହାତୀ ଛୁଆର କିଭଳି ନିଜର ସ୍ବାସ୍ଥ୍ୟ ପ୍ରତି ସଚେତନ ତାହା ଦେଖାଯାଇଛି। ହାତୀ ଛୁଆ ଗଛର ପତ୍ର ସଫା କରି ଖାଉଛି। ଶୁଣ୍ଢରେ…

ହାଇକୋର୍ଟ ଗଲେ ପ୍ରତାପ ଜେନା

କଟକ,୩୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ଗଲେ ବିଧାୟକ ପ୍ରତାପ ଜେନା। ତଳକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ପ୍ରତାପ। ସୂଚନାଯୋଗ୍ୟ, ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ମଙ୍ଗଳବାର କୋର୍ଟରେ ହାଜର ହୋଇନାହାନ୍ତି ପ୍ରତାପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri