Home Middle

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ ଭବ୍ୟ ମିନି ‘ଐତିହ୍ୟ ଗଣଦୌଡ଼’(ହ୍ୟାରିଟେଜ ରନ) ଅନୁଷ୍ଠିତ ହୋଇଯାଇଛି। ଏହାକୁ ସମ୍ବଲପୁର ଜିଲାପାଳ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E ବିମାନକୁ ଗୁଳି କରି ଖସାଇ ଦିଆଯାଇଥିଲା। ଏହି ଘଟଣା ସମୟରେ ବିମାନରେ ଥିବା…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିସହ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା କରିନାହିଁ ବରଂ ଆମେରିକାକୁ ପରିଣାମ ଭୋଗିବାକୁ ପଡିବ ବୋଲି ଚେତାବନୀ ମଧ୍ୟ ଦେଇଛି।…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା ଅଧିକାର ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି । ମୁଖ୍ୟ ବିଚାରପତି ଡି.କେ.…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍ ଇରାନ ମାଟିରେ ନିଖୋଜ ହୋଇଯାଇଛନ୍ତି । ଇରାନୀ ସାମରିକ ବାହିନୀ ଏବଂ ଇସଲାମିକ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ ପରିବର୍ତ୍ତନ କରି ଚାଇନା ମୁହାଁ ହୋଇଛି। ପେଟ୍ରୋଲିୟମ ମନ୍ତ୍ରଣାଳୟ କହିଛି ଯେ, ଭାରତ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି ସମୟ ମଧ୍ୟରେ ହ୍ବାଇଟ୍‌ ହାଉସ୍‌ରେ ରହିବେ। ଉଚ୍ଚସ୍ତରୀୟ ରୁଦ୍ଧଦ୍ୱାର ବୈଠକର ଅଧ୍ୟକ୍ଷତା କରିବେ।…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ ଜାହାଜଗୁଡ଼ିକୁ ପରିବହନ କରିବାକୁ ଅନୁମତି ଦେଉଛି। ଏହି ମାର୍ଗ ପାରମ୍ପରିକ ମାର୍ଗ ଏବଂ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ବିଶ୍ୱବିଦ୍ୟାଳୟ ସଂରକ୍ଷଣ ସଂଶୋଧନ ଆଇନ ଆସିବା ପରେ ବାଟ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର କାରଣ ହେଉଛି ଏହି ସାମୁଦ୍ରିକ ପଥ ଆମେରିକା ଉପରେ ଚାପ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?