Home Middle

ଉଚ୍ଚଶିକ୍ଷା ପାଇଁ ଭାରତୀୟ ଛାତ୍ରଙ୍କ ପ୍ରଥମ ପସନ୍ଦ ହେଉଛି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩ା୧୧: ଭାରତୀୟ ଛାତ୍ରମାନଙ୍କ ପାଇଁ ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଆମେରିକା ଶୀର୍ଷ ସ୍ଥାନ ହୋଇଛି। ଆମେରିକାର ଦୂତାବାସ ବିଜ୍ଞପ୍ତିରୁ ଏହା ପ୍ରକାଶ। ରିପୋର୍ଟ ଅନୁଯାୟୀ, ୨୦୨୨-୨୩ ଶିକ୍ଷାବର୍ଷରେ ଭାରତରୁ ଆମେରିକା ଯାତ୍ରା କରିଥିବା ବିଦେଶୀ ଛାତ୍ରଙ୍କ ସଂଖ୍ୟା ୩୫ ପ୍ରତିଶତ ବୃଦ୍ଧି…

ଚାରି କାନ୍ଥ ଭିତରେ ଜାତି ସୂଚକ ଟିପ୍ପଣୀ ଦେବା ନୁହେଁ ଅପରାଧ: ହାଇକୋର୍ଟ…

ଚଣ୍ଡିଗଡ,୧୩।୧୧ : ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହା ସ୍ପଷ୍ଟ କରିଛନ୍ତି ଜଣେ ବ୍ୟକ୍ତିଙ୍କୁ ଅପମାନିତ କରିବା କିମ୍ବା ଧମକ ଦେବା ଏସସି / ଏସଟି ଅଧିନିୟମ ଅନୁଯାୟୀ ଅପରାଧ ହେବ ନାହିଁ, ଯଦି ଏପରି ମନ୍ତବ୍ୟ ସର୍ବସାଧାରଣ ସ୍ଥଳରେ କିମ୍ବା…

ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କୁ ଚାବୁକ୍‌ ମାଡ, ଭିଡିଓ ଭାଇରାଲ…

ରାୟପୁର,୧୩।୧୧ : ଦୀପାବଳି ପରଦିନ ଗୌରା-ଗୌରୀଙ୍କୁ ପୂଜା କରିବାର ପରମ୍ପରା ରହିଛି। ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ନିଜେ ପ୍ରତ୍ୟେକ ଥର ଏହି ରୀତିନୀତିର ଏକ ଅଂଶ ହୋଇଥାନ୍ତି। ଏହି କାରଣରୁ, ରବିବାର ରାତିରେ ଦୀପାବଳି ପାଳନ କରାଯିବା ପରେ ସୋମବାର…

ଆଇସିସି ହଲ ଅଫ ଫେମ୍‌ରେ ସେହ୍ବାଗଙ୍କ ସମେତ ୩ କ୍ରିକେଟର…

ନୂଆଦିଲ୍ଲୀ,୧୩।୧୧ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ବିରେନ୍ଦର ସେହ୍ବାଗଙ୍କ ସମେତ ତିନିଜଣ ପୂର୍ବତନ କ୍ରିକେଟର ଆଇସିସି ହଲ ଅଫ ଫେମରେ ସ୍ଥାନ ପାଇଛନ୍ତି। ସେହ୍ବାଗଙ୍କ ବ୍ୟତୀତ ଦେଶର ପୂର୍ବତନ ମହିଳା କ୍ରିକେଟର ଡାଏନା ଏଡୁଲଜୀ ମଧ୍ୟ ଏହି ବିଶେଷ…

ରାତି ୮ଟା ପରେ ବାଣ ଫୁଟାଇବା ପଡିଲା ମହଙ୍ଗା, ୫୫୪ ମାମଲା ରୁଜୁ କଲା ପୋଲିସ…

ଚେନ୍ନାଇ,୧୩।୧୧ : ସୁପ୍ରିମକୋର୍ଟଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟ ପରେ ବାଣ ଫୁଟାଉଥିବା ନେଇ ତାମିଲନାଡୁ ପୋଲିସ ଉଲ୍ଲଂଘନକାରୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ଚେନ୍ନାଇ ପୋଲିସ କହିଛି, ଦୀପାବଳିରେ ୫୫୪ ମାମଲା ରୁଜୁ ହୋଇଛି। ସୁପ୍ରିମକୋର୍ଟ ବାଣ ଫୁଟାଇବା ପାଇଁ ଦୁଇ…

କାଲି ଲଘୁଚାପ, ୧୫ରୁ ବର୍ଷିବ

ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା ଦିଆଯାଇଛି।…

ଭୋଟ ପୂର୍ବରୁ ତେଲଙ୍ଗାନା ରଚିଲା ଇତିହାସ, ରାଜ୍ୟରେ ପୁରୁଷଙ୍କୁ ଟପିଲେ ମହିଳା ଭୋଟର…

ହାଇଦ୍ରାବାଦ,୧୩।୧୧ : ତେଲଙ୍ଗାନା ବିଧାନସଭା ନିବ;ାଚନ ପୂର୍ବରୁ ବଡ ଖବର ଆସିଛି। ରାଜ୍ୟରେ ଇତିହାସ ସୃଷ୍ଟି ହୋଇଛି। ତେଲଙ୍ଗାନା ଗଠନ ପରେ ପ୍ରଥମ ଥର ପାଇଁ ମହିଳା ଭୋଟର ପୁରୁଷ ଭୋଟରଙ୍କ ତୁଳନାରେ ଅଧିକ ଅଛନ୍ତି। ବିଧାନସଭା ନିର୍ବାଚନ ପାଇଁ ଭୋଟ…

ଦୀପାବଳିରେ ଦିଲ୍ଲୀର ବାୟୁ ସବୁଠୁ ଭଲ ଥିଲା

ନୂଆଦିଲ୍ଲୀ,୧୩ା୧୧: ଦିଲ୍ଲୀରେ ଯେଉଁଭଳି ଭାବରେ ବାୟୁ ପ୍ରଦୂଷଣ ହେଉଛି ତାହା ପରିବେଶବିତ୍‌ଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ସବୁବର୍ଷ ଦୀପାବଳି ପରଦିନ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସର୍ବାଧିକ ରେକର୍ଡ କରାଯାଇଥାଏ। ମାତ୍ର ଚଳିତ ବର୍ଷ ପ୍ରଦୂଷଣର ମାତ୍ରା କମ୍‌ ରହିଛି। ଯାହାକି…

ଆଣବିକ ଅସ୍ତ୍ରଶସ୍ତ୍ରର ରେଞ୍ଜ ବୃଦ୍ଧି କରୁଛି ଭାରତ, ଚାଇନାକୁ ମିଳିବ କଡ଼ା ଜବାବ…

ନୂଆଦିଲ୍ଲୀ,୧୩।୧୧ : ଆଣବିକ ଅସ୍ତ୍ର ଯେକୌଣସି ଦେଶର ଶକ୍ତି କ୍ଷେତ୍ରରେ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ଅଟେ । ବର୍ତ୍ତମାନ ଭାରତ ସମେତ ବିଶ୍ୱର ୯ ଟି ଦେଶ ପାଖରେ ଆଣବିକ ଅସ୍ତ୍ର ରହିଛି। ଗତ ବର୍ଷ, ୨୦୨୨ ସୁଦ୍ଧା, ଭାରତ ପାଖରେ…

ସିରିଆରେ ଆମେରିକାର ବୋମାମାଡ, ଇରାନ ଶିବିର ଧ୍ୱଂସ…

ଦାମାସକସ,୧୩।୧୧ : ହମାସ ଏବଂ ଇସ୍ରାଏଲ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ କ୍ରମାଗତ ଭାବରେ ହମାସ ଶିବିର ଉପରେ ଆକ୍ରମଣ କରୁଛି। ଏହି ସମୟରେ ଆମେରିକା ସିରିଆରେ ଇରାନ ଶିବିରକୁ ଟାର୍ଗେଟ କରିଛି। ଏହି ବେସଗୁଡିକ ଉପରେ ଏହା…

ପ୍ରଧାନମନ୍ତ୍ରୀଙ୍କ ଆକାଉଣ୍ଟରେ ମାତ୍ର ୫୭୪ ଟଙ୍କା, ନିଜ ନାମରେ ନାହିଁ କାର…

ନୂଆଦିଲ୍ଲୀ,୧୩।୧୧ : ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଉଣ୍ଟରେ ମାତ୍ର ୫୭୪ ଟଙ୍କା ଅଛି। ଏହା ହାସ୍ୟାସ୍ପଦ ନୁହେଁ ଏହା ସତ୍ୟ। ବାସ୍ତବରେ, ୩୧ ମାର୍ଚ୍ଚ, ୨୦୨୩ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ ଘୋଷିତ ସମ୍ପତ୍ତି ଦର୍ଶାଉଛି ସେ କୌଣସି ଶେୟାରରେ କିମ୍ବା ମ୍ୟୁଚୁଆଲ…

ପୋଲିସଙ୍କ ଉପରେ ଆକ୍ରମଣ: ଗୁପ୍ତ ଅପରେଶନରେ ୪ ଆତଙ୍କବାଦୀଙ୍କ ମୁଣ୍ଡଗଡିଲା…

ଇସଲାମାବାଦ,୧୩।୧୧ : ଖାଇବର ପାସ୍ତୁନଖ୍ବାର ଡେରା ଇସମାଇଲ ଖାନ ଜିଲାର କୁଲାଚି ତହସିଲରେ ଅଜ୍ଞାତ ଆକ୍ରମଣକାରୀଙ୍କ ଦ୍ୱାରା ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ସୂଚନାନୁସାରେ, ଘରକୁ ଫେରୁଥିବା ବେଳେ ପୋଲିସ ଜାମିଲ ଶାହାଙ୍କ ଉପରେ ଆକ୍ରମଣ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?