ଲଦାଖବାସୀଙ୍କ ସ୍ବରକୁ ଚପାଇଦିଆଯାଉଛି: ରାହୁଲ
ନୂଆଦିଲ୍ଲୀ,୨୬।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର କହିଛନ୍ତି, ଲଦାଖବାସୀଙ୍କ ରାଜନୈତିକ ସ୍ବରକୁ ଚପାଇ ଦିଆଯାଉଛି। ତେଣୁ ଲଦାଖବାସୀଙ୍କ ସମସ୍ତ ଦାବିକୁ ସେ ପାର୍ଲାମେଣ୍ଟର ଆଗାମୀ ଅଧିବେଶନରେ ଉପସ୍ଥାପନ କରିବେ ବୋଲି କହିଛନ୍ତି। ସେହିପରି କେନ୍ଦ୍ର ସରକାର ଲଦାଖବାସୀଙ୍କୁ ଦେଇଥିବା ରୋଜଗାର ପ୍ରତିଶ୍ରୁତି…
୩୦ ବର୍ଷରେ କମିଲେଣି ୬୦% ପକ୍ଷୀ ପ୍ରଜାତି
ନୂଆଦିଲ୍ଲୀ,୨୬।୮: ଗତ ୩୦ ବର୍ଷ ମଧ୍ୟରେ ୩୩୮ ପ୍ରକାର ପକ୍ଷୀଙ୍କ ପ୍ରଜାତି ସଂଖ୍ୟା ପରିବର୍ତ୍ତନ ଏବଂ ୬୦% ପକ୍ଷୀ ପ୍ରଜାତି ହ୍ରାସ ଘଟିଛି। ଏହା ୩୦ ହଜାର ପକ୍ଷୀ ପ୍ରଜାତିର ତଥ୍ୟ ଆଧାରରେ ଜଣାପଡ଼ିଛି। ଷ୍ଟେଟ୍ ଅଫ୍ ଇଣ୍ଡିଆଜ୍ ବାର୍ଡସ୍ର ରିପୋର୍ଟ ଅନୁସାରେ…
ଚନ୍ଦ୍ରୟାନ-୩ ତଥ୍ୟରୁ ଲାଭାନ୍ବିତ ହେବ ବିଶ୍ୱ: ରାଷ୍ଟ୍ରପତି
ଚନ୍ଦ୍ରୟାନ-୩ ଜରିଆରେ ଚନ୍ଦ୍ରରୁ ମିଳିଥିବା ନୂଆ ତଥ୍ୟରୁ ସାରା ବିଶ୍ୱ ଲାଭାନ୍ବିତ ହେବ ବୋଲି ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଶାବ୍ୟକ୍ତ କରିଛନ୍ତି। ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁର୍ମୁ କହିଛନ୍ତି, ଭାରତୀୟ ବୈଜ୍ଞାନିକମାନଙ୍କ ଅଭୂତପୂର୍ବ ସଫଳତା ଯୋଗୁ…
ଚନ୍ଦ୍ରରେ ୮ ମିଟର ଚାଲିଲା ରୋଭର
ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମରୁ ବାହାରିବା ପରଠୁ ରୋଭର ପ୍ରଜ୍ଞାନ ୮ ମିଟର ଚାଲିଛି। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପକ୍ଷରୁ ପ୍ରଜ୍ଞାନର ଗତିବିଧି ଉପରେ ନଜର ରଖାଯାଇଛି। ରୋଭର କରିବାକୁ ଥିବା ସବୁ ପ୍ରୟୋଗକୁ ନିରୀକ୍ଷଣ କରାଯାଉଛି। ପ୍ରପଲସନ୍ ମୋଡୁଲ୍ରେ…
ଆଜି ଇସ୍ରୋର ବୈଜ୍ଞାନିକମାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ଏଥେନ୍ସରୁ ବାହାରି ଶନିବାର ଭାରତରେ ପହଞ୍ଚିଛନ୍ତି। ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତରେ ତାଙ୍କର ଦୁଇ ଦେଶ ଗସ୍ତ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ସିଧା କର୍ନାଟକର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ସମୟରେ…
ଏସିଆ କପ ପାଇଁ ଭାରତର ଐତିହାସିକ ପଦକ୍ଷେପ, ବିସିସିଆଇ ଅଧ୍ୟକ୍ଷ ରୋଜର ବିନ୍ନି, ରାଜୀବ ଶୁକ୍ଲା ଯିବେ ପାକିସ୍ତାନ
ନୂଆଦିଲ୍ଲୀ,୨୬।୮: ପାକିସ୍ତାନ ଏବଂ ଶ୍ରୀଲଙ୍କା ମାଟିରେ ଅନୁଷ୍ଠିତ ହେବ ଏସିଆ କପ। ଏହି ସମୟରେ ଖବର ରହିଛି ଯେ, ବିସିସିଆଇ ଅଧ୍ୟକ୍ଷ ରୋଜର ବିନ୍ନି ଏବଂ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ପାକିସ୍ତାନ ଗସ୍ତ କରିବେ। ସେପ୍ଟେମ୍ବର ୪ରେ ଲାହୋରରେ ଅନୁଷ୍ଠିତ ହେବାକୁ…
ପଞ୍ଜାବରେ ଲାଗିପାରେ ରାଷ୍ଟ୍ରପତି ଶାସନ! ମୁଖ୍ୟମନ୍ତ୍ରୀ ଭଗବନ୍ତଙ୍କୁ ଚେତାବନୀ ଦେଲେ ରାଜ୍ୟପାଳ ବନଓ୍ବାରିଲାଲ
ଚଣ୍ଡିଗଡ,୨୫।୮: ପଞ୍ଜାବ ରାଜ୍ୟପାଳ ବନୱାରିଲାଲ ପୁରୋହିତ ଏବଂ ମୁଖ୍ୟମନ୍ତ୍ରୀ ଭଗବନ୍ତ ମନଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ରାଜ୍ୟପାଳ ବନୱାରିଲାଲ ପୁରୋହିତ ଶୁକ୍ରବାର ଭଗବନ୍ତ ସରକାରଙ୍କୁ ସମ୍ବିଧାନ ବିରୋଧରେ କାର୍ଯ୍ୟ କରିଛନ୍ତି ଏବଂ ତାଙ୍କ ଚିଠିର ଉତ୍ତର ଦେଇ…
ୟୁପିଆଇ ଲାଇଟରେ ବିନା ଇଣ୍ଟରନେଟ୍ରେ ୫୦୦ଟଙ୍କା ଯାଏଁ କରିପାରିବେ ପେମେଣ୍ଟ, ନିର୍ଦ୍ଦେଶାନାମା ଜାରି କଲା ଆରବିଆଇ
ନୂଆଦିଲ୍ଲୀ,୨୫।୮: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ୟୁପିଆଇ ଲାଇଟ ମାଧ୍ୟମରେ ଅଫଲାଇନ କାରବାରକୁ ୨୦୦ରୁ ୫୦୦କୁ ବୃଦ୍ଧି କରିଛି। ଶୁକ୍ରମାର ଏକ ନିର୍ଦ୍ଦେଶାନାମା ଜାରି କରି ଆରବିଆଇ କହିଛି, ଦେଶର ଯେଉଁ ଅଞ୍ଚଳରେ ଇଣ୍ଟରନେଟ ନାହିଁ କିମ୍ବା ନେଟଓ୍ବାର୍କ ଦୁର୍ବଳ ସେଠାରେ…
ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ମାମଲା: ଯାଚିକା ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ଟିପ୍ପଣୀ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଗୁଜୁରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସେ ଏସିରେ ଆବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ଉପରେ…
ମଣିପୁର ବିଧାନସଭା ଅଧିବେଶନେରେ ଯୋଗଦେବେନି ମହିଳା କୁକି ମନ୍ତ୍ରୀ
ଇମ୍ଫାଲ,୨୫।୮: ମଣିପୁର ବିଧାନସଭା ଅଧିବେଶନରେ ଯୋଗ ଦେବେନି କୁକି ସମ୍ପ୍ରଦାୟର ମହିଳା ମନ୍ତ୍ରୀ ନେମଚା କିପଗେନ। ତେବେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ପାହାଡ ଜିଲା ପାଇଁ ପୃଥକ ପ୍ରଶାସନ ଦାବି କରୁଥିବା ସମସ୍ତ ଦଶ ଜଣ କୁକି ବିଧାୟକଙ୍କୁ ସୁରକ୍ଷା…
ଛତିଶଗଡରେ ନିର୍ବାଚନକୁ ନେଇ ସରଗରମ ରାଜନୀତି: ରାଜ୍ୟ ଗସ୍ତରେ ଶାହା, ଖାର୍ଗେ ଓ ରାହୁଲ
ରାୟପୁର, ୨୫।୮: ଛତିଶଗଡରେ ବିଧାନସଭା ନିର୍ବାଚନ ନେଇ ଅଣ୍ଟା ଭିଡିଲେଣି ଭାଜପା, କଂଗ୍ରେସ। ନିର୍ବାଚନ ରଣନୀତି ପ୍ରସ୍ତୁତି ପାଇଁ ରାଜ୍ୟରେ ଡେରା ପକାଇଲେଣି ଶୀର୍ଷ ନେତା। ତେବେ ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, କଂଗ୍ରେସ ରାଷ୍ଟ୍ରିୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ…
ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ନିଜଆଡୁ ନିର୍ବାଚନ କରାଇଲେ ଭାଜପା ବିଧାୟକ
ଭୋପାଳ,୨୫।୮: ୨୪ ଲୋକସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ତାରିଖ ମଧ୍ୟ ଘୋଷଣା କରି ନାହାନ୍ତି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏଠାରେ ଅଗଷ୍ଟ ୨୧ରୁ ଅଗଷ୍ଟ ୨୪ଯାଏଁ ନିର୍ବାଚନ ନେଇ…
Archives


