Home Middle

ଜହ୍ନରେ ଭାରତ: ନ୍ୟୁୟର୍କ ଟାଇମ୍ସ ସ୍କୋୟାରରେ ଖୁସି ବାଣ୍ଟିଲେ ଭାରତୀୟ

ଓ୍ବାଶିଂଟନ୍‌,୨୪।୮: ଚନ୍ଦ୍ରରେ ଚହଳ ପକାଇଛି ଭାରତ। ବହୁ ଦିନର ସ୍ବପ୍ନକୁ ସାକାର କରିଛନ୍ତି ୧୪୦କୋଟି ଭାରତୀୟ। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଚନ୍ଦ୍ରରେ ଇତିହାସ ସୃଷ୍ଟି କରିଛି। ତେବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ର ସଫଳ ଅବତରଣ ପାଇଁ ସବୁ ବିଦେଶୀ…

ଚନ୍ଦ୍ରାୟନ-୩ ସଫଳତା ନେଇ ସାରା ପୃଥିବୀର ମିଡ଼ିଆ ପ୍ରଶଂସାରେ ଶତମୁଖ, ପାକିସ୍ତାନ ଦୁଃଖୀ !…

ନୂଆଦିଲ୍ଲୀ,୨୪।୮ : ଭାରତୀୟ ମହାକାଶ ଗବେଷଣା ସଂଗଠନର (ଇସ୍ରୋ) ମିଶନ ଚନ୍ଦ୍ରୟାନ-୩ ସଫଳତାର ସହିତ ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଏହା ସହିତ ଭାରତ ପୃଥିବୀର ପ୍ରଥମ ଦେଶ ହୋଇପାରିଛି ଯାହା ଚନ୍ଦ୍ରର ଦକ୍ଷିଣ ଧ୍ରୂବରେ ନିଜର ମହାକାଶଯାନ ଅବତରଣ କରିଛି।…

ଦୁର୍ନାତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ଲାଗି ବିଭାଗୀୟ ଅନୁମତିକୁ ଅପେକ୍ଷା କରିଛି ସିବିଆଇ: ସିଭିସି ରିପୋର୍ଟ…

ନୂଆଦିଲ୍ଲୀ,୨୪।୮ : କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଏହାର ଏକ ରିପୋର୍ଟରେ କହିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମକଦ୍ଦମା ଦାୟର କରିବାକୁ ୫୦୦ରୁ ଅଧିକ ସିବିଆଇ ଅନୁରୋଧ ବିଭିନ୍ନ ସରକାରୀ ବିଭାଗରେ ବିଚାରାଧୀନ ଅଛି। ୨୦୨୨ପାଇଁ ସିଭିସିର ବାର୍ଷିକ ରିପୋର୍ଟରେ କୁହାଯାଇଛି…

ଦୂରଗାମୀ ରକେଟ ଉତକ୍ଷେପଣ କଲେ କିମ୍‌ …

ପ୍ୟୋଙ୍ଗୟାଙ୍ଗ,୨୪।୮ : ଉତ୍ତର କୋରିଆ ଗୁରୁବାର ସକାଳେ ଏକ ଦୂରଗାମୀ ରକେଟ ଉତକ୍ଷେପଣ କରିଛି। ଦକ୍ଷିଣ କୋରିଆ ଏହି ସୂଚନା ଦେଇଛି। ଏଥି ସହିତ ଜାପାନ ଦାବି କରିଛି ଗୁରୁବାର ସକାଳେ ଉତ୍ତର କୋରିଆ ଏକ ସନ୍ଦିଗ୍ଧ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ…

ନିର୍ବାଚନୀ ବିତର୍କରେ ସାମିଲ ହେଲେ ନାହିଁ ଟ୍ରମ୍ପ୍‌…

ଓ୍ବାଶିଂଟନ,୨୪।୮ : ଆମେରିକାରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ପ୍ରଥମ ବିତର୍କରେ ରିପବ୍ଲିକାନ ପାର୍ଟିର ଆଠ ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଉଲ୍ଲେଖନୀୟ କଥା ହେଉଛି, ରିପବ୍ଲିକାନ ପାର୍ଟି ପକ୍ଷରୁ ଡୋନାଲ୍ଡ ଟ୍ରମ୍ପ ମଧ୍ୟ ୨୦୨୪ର ରାଷ୍ଟ୍ରପତି ପଦ ପାଇଁ…

ଜାତିସଂଘ ନିୟମକୁ ଉଲ୍ଲଘଂନ: ଗୁପ୍ତଚର ଉପଗ୍ରହ ନେଇ କିମ୍‌ଙ୍କୁ ବାଇଡେନଙ୍କ ଚେତାବନୀ…

ଓ୍ବାଶିଂଟନ,୨୪।୮ : ଉତ୍ତର କୋରିଆର ଦ୍ୱିତୀୟ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ ବିଫଳ ହେବା ପରେ ଆମେରିକା ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରିଛି। ଆମେରିକା ସ୍ବରାଷ୍ଟ୍ର ବିଭାଗ କହିଛି ଉତ୍ତର କୋରିଆର ଗୁପ୍ତଚର ଉପଗ୍ରହ ଉତକ୍ଷେପଣ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତିକୁ ଉଲ୍ଲଂଘନ…

ପାଶ୍ଚାତ୍ୟ ସହିତ ବିବାଦ ଶେଷ କରିବାକୁ ଚାହୁଁଛି ରୁଷିଆ: ପୁଟିନ…

ଜୋହାନ୍ସବର୍ଗ,୨୪।୮: ରୁଷିାର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବ୍ରିକ୍ସ ଶିଖର ସମ୍ମିଳନୀରେ କହିଛନ୍ତି ତାଙ୍କ ଦେଶ ପାଶ୍ଚାତ୍ୟ ଯୁଦ୍ଧକୁ ଶେଷ କରିବାକୁ ଚାହୁଁଛି। ଏଥି ସହିତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଶୀତଳ ଯୁଦ୍ଧ ଶୈଳୀ ବିଶ୍ୱକୁ ପ୍ରଭାବିତ କରୁଛି ଏବଂ…

ସ୍ବର୍ଣ୍ଣିମ ଯାତ୍ରା ସଂଘର୍ଷପୂର୍ଣ୍ଣ ଥିଲା: ଚିନ୍ମୟୀ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କାନାଡ଼ାରେ ଅନୁଷ୍ଠିତ ବିଶ୍ୱ ପୋଲିସ ଆଣ୍ଡ ଫାୟାର ଗେମ୍‌ରେ ୨ଟି ସ୍ବର୍ଣ୍ଣ ପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ଚିନ୍ମୟୀ ଭୂୟାଁଙ୍କୁ ବୁଧବାର ରାଜ୍ୟ କରାଟେ ଆସୋସିଏଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଚିନ୍ମୟୀ ୬୦ କେଜି…

ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂ ଦେଖିଲା ଭାରତୀୟ ଦଳ

ନୂଆଦିଲ୍ଲୀ, ୨୪ା୮ (ପି.ଟି.): ଭାରତୀୟଙ୍କ ପାଇଁ ଐତିହାସିକ ମୂହୁର୍ତ୍ତ ଭାବରେ ବିଶ୍ୱର ଚତୁର୍ଥ ଦେଶ ଭାବରେ ଚନ୍ଦ୍ରପୃଷ୍ଠରେ ଓ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି ଭାରତ। ଭାରତର ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୩ ସଫଳତାର ସହିତ ଅବତରଣ…

ମୁଖ୍ୟ କୋଚ୍‌ଙ୍କ ଭିଡିଓ ଭାଇରାଲ

ମାଡ୍ରିଡ୍‌,୨୪ା୮(ପି.ଟି.): ଫିଫା ମହିଳା ବିଶ୍ୱକପ୍‌ରେ ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିବା ସ୍ପେନ୍‌ ଫୁଟବଲ ଦଳର ପିଛା ଛାଡୁନି ବିବାଦ। ଷ୍ଟ୍ରାଇକର ଜେନ୍ନି ହର୍ମୋସୋ ଓ ଫୁଟବଲ ମହାସଂଘ ସଭାପତି ଲୁଇସ୍‌ ରୁବେଲଙ୍କ ଚୁମ୍ବନକୁ ନେଇ ବିବାଦ ଥମି ନ…

ଇଣ୍ଡିପେଣ୍ଡେଣ୍ଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଫାଓ ଲିଗ୍‌ ସିଲଭର ଗ୍ରୁପ୍‌ର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଣ୍ଡିପେଣ୍ଡେଣ୍ଟ କ୍ଲବ ୪-୦ ଗୋଲରେ ସନ୍‌ସାଇନ୍‌ କ୍ଲବକୁ ହରାଇ ଚାମ୍ପିୟନ ହୋଇଛି। ବିଜୟୀ ଦଳ ପକ୍ଷରୁ ପ୍ରକାଶ ନାଏକ…

ପ୍ରି କ୍ୱାର୍ଟରରେ ଗାୟତ୍ରୀ-ତ୍ରିସା

କୋପେନ୍‌ହାଗେନ୍‌, ୨୪ା୮(ପି.ଟି.): କୋପେନହାଗେନରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମହିଳା ଡବଲ୍ସର ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ଗାୟତ୍ରୀ ଗୋପୀଚାନ୍ଦ ଓ ତ୍ରିସା ଜୋଲି। ପ୍ରଥମ ରାଉଣ୍ଡରେ ବାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri