୫୨୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ କ୍ରୟ ଲକ୍ଷ୍ୟ
ନୂଆଦିଲ୍ଲୀ,୨୪।୮: ଚଳିତ ଆର୍ଥିକ ବର୍ଷର ଖରିଫ ବିପଣନ ଋତୁ ( କେଏମ୍ଏସ୍) ମଧ୍ୟରେ ଆବଶ୍ୟକ ପରିମାଣର ଚାଉଳ କ୍ରୟ ସହ ଅନ୍ୟାନ୍ୟ ଦିଗ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭାରତୀୟ ଖାଦ୍ୟ ନିଗମ (ଏଫ୍ସିଆଇ) ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ…
କୁଳପତି ନିଯୁକ୍ତି ଲାଗି ନିଜସ୍ବ ବିଜ୍ଞାପନ ଦେଲେ ନୀତୀଶ ସରକାର
ପାଟନା,୨୪ା୮ : ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ଲାଗି ବିହାର ସରକାର ପ୍ରଥମ ଥର ପାଇଁ ନିଜସ୍ବ ବିଜ୍ଞାପନ ପ୍ରକାଶ କରିଛନ୍ତି। ପୂର୍ବରୁ କୁଳପତିମାନଙ୍କ ନିଯୁକ୍ତି ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତିଙ୍କ କାର୍ଯ୍ୟାଳୟ ଦ୍ୱାରା ହେଉଥିଲା। ରାଜ୍ୟର ୭ ବିଶ୍ୱବିଦ୍ୟାଳୟରେ କୁଳପତି…
ଉତ୍ତର-ପୂର୍ବାଞ୍ଚଳର ସ୍ବତନ୍ତ୍ର ବ୍ୟବସ୍ଥାରେ ହସ୍ତକ୍ଷେପ ଉଦ୍ଦେଶ୍ୟ ନାହିଁ
ନୂଆଦିଲ୍ଲୀ,୨୪ା୮(ପି.ଟି.): ଉତ୍ତର-ପୂର୍ବ କିମ୍ବା ଅନ୍ୟ କୌଣସି ଅଞ୍ଚଳକୁ ମିଳିଥିବା ସମ୍ବିଧାନର ସ୍ବତନ୍ତ୍ର ବ୍ୟବସ୍ଥା ଉପରେ ହସ୍ତକ୍ଷେପ କରିବାର କୌଣସି ଉଦ୍ଦେଶ୍ୟ କେନ୍ଦ୍ର ସରକାରଙ୍କର ନାହିଁ। ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ବୁଧବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର…
ଦୁର୍ଘଟଣାରୁ ବର୍ତ୍ତିଲା ୨ ବିମାନ
ନୂଆଦିଲ୍ଲୀ,୨୪ା୮ : ଦିଲ୍ଲୀ ବିମାନବନ୍ଦରରେ ବୁଧବାର ଅପରାହ୍ନରେ ଭିସ୍ତାରା ଏୟାରଲାଇନ୍ସର ଦୁଇଟି ବିମାନ ଏକ ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଭୟ ବିମାନରେ ପ୍ରାୟ ୩୦୦ ଯାତ୍ରୀ ଥିଲେ। ଅହମ୍ମଦାବାଦରୁ ଆସିଥିବା ବିମାନର ମହିଳା ପାଇଲଟ୍ଙ୍କ ସତର୍କ ପଦକ୍ଷେପ ପାଇଁ ଦୁର୍ଘଟଣାକୁ…
ବ୍ରିକ୍ସ ସମ୍ପ୍ରସାରଣକୁ ଭାରତର ପୂର୍ଣ୍ଣ ସମର୍ଥନ ରହିଛି: ମୋଦି
ଜୋହାନ୍ସବର୍ଗ,୨୪ା୮(ପି.ଟି.) : ବ୍ରିକ୍ସର ସମ୍ପ୍ରସାରଣକୁ ଭାରତ ପୂର୍ଣ୍ଣ ସମର୍ଥନ କରେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ଏନେଇ ଅନ୍ୟ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସହମତିକୁ ସ୍ବାଗତ କରିଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହଯୋଗ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ମହାକାଶ ଆବିଷ୍କାର…
ରାତିରେ ଖୋଲିବ ନନ୍ଦନକାନନ
ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା ଉଠାପାରିବେ…
ଚନ୍ଦ୍ର ମିଶନ ସଫଳ
ଭାରତର ତୃତୀୟ ଲୁନାର ମିଶନ୍ ଚନ୍ଦ୍ରୟାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ନୂଆ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରର ଏହି ଦୂର ପାର୍ଶ୍ୱରେ ଅବତରଣ କରିବାରେ ଭାରତ ପ୍ରଥମ ଦେଶ। ପୂର୍ବରୁ ସୋଭିଏଟ୍ ରୁଷ, ଆମେରିକା ଓ…
ରୁଷିଆରେ ବିମାନ ଦୁର୍ଘଟଣା: ୧୦ ମୃତ
ମସ୍କୋ,୨୪।୮: ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ୍ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜ୍ନେସ୍ ଜେଟ୍ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର ମୁଖ୍ୟ…
ସଞ୍ଜୟ ମିଶ୍ରାଙ୍କୁ ଥଇଥାନ ମସୁଧା
ନୂଆଦିଲ୍ଲୀ,୨୪ା୮ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): କେନ୍ଦ୍ର ସରକାର ଭାରତର ମୁଖ୍ୟ ତଦନ୍ତ ଅଧିକାରୀ (ସିଆଇଓ) ନାମରେ ଏକ ନୂଆ ପଦବୀ ସୃଷ୍ଟି କରିବାକୁ ଯାଉଛନ୍ତି। ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଢାଞ୍ଚାରେ ସୃଷ୍ଟିହେବାକୁ…
ବର୍ଷକୁ ୨ ଥର ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ,୨୪ା୮ : ଏଣିକି ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ହେବ। ପରୀକ୍ଷାରେ ସବୁଠୁ ଭଲ ନମ୍ବର ରଖିବା ପାଇଁ ପିଲାମାନଙ୍କ ପାଖରେ ବିକଳ୍ପ ରହିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗୋଟିଏ ଭାଷା ପରିବର୍ତ୍ତେ ଦୁଇଟି ଭାଷା ପଢ଼ିବେ ବୋଲି…
ଚନ୍ଦ୍ରରେ ଭାରତ, ଦେଶବାସୀ ଗର୍ବିତ
ନୂଆଦିଲ୍ଲୀ,୨୪ା୮: ଯାହାକୁ ଅଗଣିତ ଦେଶବାସୀ ଅପେକ୍ଷା କରିଥିଲେ, ଯାହା ଉପରେ ସମଗ୍ର ବିଶ୍ୱର ନଜର ରହିଥିଲା, ସେହି ଐତିହାସିକ ମୁହୂର୍ତ୍ତ ଉପନୀତ। ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍ରେ ଚନ୍ଦ୍ରରେ ପାଦ ଥାପିବାରେ ସକ୍ଷମ ହୋଇଛି ଭାରତ। ଭାରତୀୟ ମହାକାଶ ଗବେଷଣା…
ଇସ୍ରୋ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଲେ ନବୀନ
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି। ଏହି ଅବିସ୍ମରଣୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ଐତିହାସିକ…
Archives


