Home Middle

ହିଜବୁଲ ପରବର୍ତ୍ତୀ ଟାର୍ଗେଟ: ଲେବାବନ ସୀମାରୁ ନାଗରିକଙ୍କୁ ହଟାଇଲା ଇସ୍ରାଏଲ…

ଜେରୁଜେଲମ,୧୬।୧୦ : ହମାସ ପରେ ଏବେ ଇସ୍ରାଏଲ ହିଜବୁଲକୁ ଟାର୍ଗେଟ କରିଛି। ଲିବାନନ ସହିତ ଏହାର ସୀମାରୁ ସାଧାରଣ ନାଗରିକମାନଙ୍କୁ ବାହାର କରିବା କାର୍ଯ୍ୟ ଇସ୍ରାଏଲ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି। ଲେବାନନ ସୀମା ମଧ୍ୟରେ ଥିବା ଦୁଇ କିଲୋମିଟର ପର୍ଯ୍ୟନ୍ତ…

ପାଞ୍ଚ ଜଣିଆ ଖଣ୍ଡପୀଠ କରିବ ଇଲେକ୍ଟୋରାଲ ବଣ୍ଡ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୬।୧୦: ବର୍ତ୍ତମାନ ସୁପ୍ରିମକୋର୍ଟର ପାଞ୍ଚ ଜଣ ବିଚାରପତିଙ୍କ ଏକ ବେଞ୍ଚ ରାଜନୈତିକ ଦଳର ଇଲେକ୍ଟୋରାଲ ବଣ୍ଡ ମାଧ୍ୟମରେ ଚାନ୍ଦା ଗ୍ରହଣ କରିବାର ମାମଲାର ଶୁଣାଣି କରିବ। ସୋମବାର ନିଜେ ଏହି ମାମଲାରେ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ…

ଗାଜା ହସ୍ପିଟାଲରେ ମାତ୍ର କିଛି ଘଣ୍ଟାର ଇନ୍ଧନ, ବିଦ୍ୟୁତ ବ୍ୟବସ୍ଥା ହେବ ଠପ୍‌,୨,୦୦୦ ରୋଗୀ-ନବଜାତ ଶିଶୁଙ୍କ ସୁରକ୍ଷା ସଙ୍କଟରେ…

ଜେରୁଜେଲମ,୧୬।୧୦ : ଆତଙ୍କବାଦୀ ସଂଗଠନ ହମାସକୁ ହଟାଇବା ପାଇଁ ଇସ୍ରାଏଲ ନେଇଥିବା କଡା ପଦକ୍ଷେପ ଯୋଗୁଁ ଗାଜାର ନାଗରିକଙ୍କ ସହିତ ଡାକ୍ତରଖାନାଗୁଡ଼ିକ ଇନ୍ଧନ ଏବଂ ଅନ୍ୟାନ୍ୟ ସାମଗ୍ରୀର ସଙ୍କଟ ଦେଇ ଗତି କରୁଛନ୍ତି। ଆହତ ତଥା ଅନ୍ୟ ରୋଗୀ ଚିକିତ୍ସା ଲାଗି…

ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୦(୦୫): ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ…

ପିଲାମାନଙ୍କୁ ହତ୍ୟା କରାଯାଉଥିଲା ବେଳେ କେଉଁଠି ଥିଲେ ଜାତିସଂଘ-ଡବ୍ଲ୍ୟୁଏଚଓ: ଇସ୍ରାଏଲର ପ୍ରଶ୍ନ…

ଜେରୁଜେଲମ,୧୬।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦର ସମାଧାନର ରାସ୍ତା ଦେଖାଯାଉ ନାହିଁ। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ରୁଷିଆ ୟୁକ୍ରେନ ବିବାଦ ନେଇ ବିଶ୍ୱ ଶାନ୍ତି ବ୍ୟାହତ ହୋଇଥିବାବେଳେ ଏବେ ହମାସ ଇସ୍ରାଏଲ…

ଇସ୍ରାଏଲ-ହାମାସ ବିବାଦରେ ୩,୯୦୦ ନିହତ, ଗାଜାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ଧମକ…

ଜେରୁଜେଲମ, ୧୬।୧୦: ହମାସ ଇସ୍ରାଏଲ ଉପରେ ଆକ୍ରମଣ ଆରମ୍ଭ କରିବାର ୧୦ ଦିନ ବିତିଲାଣି । ଆକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ୧,୪୦୦ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ, ଗାଜା ଷ୍ଟ୍ରିପରେ ଇସ୍ରାଏଲ ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକରେ ମୃତ୍ୟୁ ସଂଖ୍ୟା…

୩୬ ଦେଶର ନାଗରିକଙ୍କୁ ବନ୍ଧକ ରଖିଛି ହମାସ୍‌, ସାହାଯ୍ୟ ପାଇଁ ନିବେଦନ କଲେ ଅଭିନେତ୍ରୀ

ଜେରୁଜେଲମ୍‌,୧୬ା୧୦(୦୫): ହମାସ୍‌ ଉଗ୍ରବାଦୀମାନେ ଇସ୍ରାଏଲ ସହିତ ୩୬ଟି ଦେଶର ନାଗରିକଙ୍କୁ ବନ୍ଧକ ରଖିଛନ୍ତି। ଇସ୍ରାଏଲ ଅଭିନେତ୍ରୀ ରୋନା-ଲି ଶିମନ ଗଣମାଧ୍ୟମକୁ ସେଠାରେ ଥିବା ଅବସ୍ଥା ବିଷୟରେ କହିବା ସହ ସମସ୍ତ ନାଗରିକଙ୍କୁ ଫେରାଇ ଆଣିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଇସ୍ରାଏଲର…

ଇସ୍ରାଏଲରେ ୫ ଘଣ୍ଟା ପାଇଁ ବନ୍ଦ ରହିଲା ବୋମାମାଡ, ଲୋକଙ୍କୁ ଉତ୍ତରରୁ ଦକ୍ଷିଣକୁ ଯିବାକୁ ମିଳିଲା ସମୟ

ଜେରୁଜେଲମ,୧୬।୧୦: ଇସ୍ରାଏଲ ଓ ହମାସ ଯୁଦ୍ଧ ମଧ୍ୟରେ ଗାଜା ଏକ ଯୁଦ୍ଧ ଭୂମି ପାଲଯି ଯାଇଛି। ଗତ କିଛିଦିନ ହେବ ଇସ୍ରାଏଲ ସେନା ଲଗାତାର ଗାଜାରେ ଉପସ୍ଥିତ ଥିବା ହମାସ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରି ଚାଲିଛନ୍ତି। ଇସ୍ରାଏଲ ଗାଜାକୁ ବନ୍ଦ…

ଗାଜାରେ ମିଳୁନି ପାନୀୟ ଜଳ

ତେଲ ଆଭିବ,୧୬।୧୦: ଇସ୍ରାଏଲ ଦ୍ୱାରା ଗାଜା ଷ୍ଟ୍ରିପରେ ବିଦ୍ୟୁତ ଓ ଜଳ ଯୋଗାଣ ବନ୍ଦ କରିଦିଆଯାଇଛି। ଏହି କାରଣରୁ ଗାଜାର ଲୋକମାନେ ପାନୀୟ ଜଳର ଅଭାବର ସମ୍ମୁଖୀନ ହେଉଛନ୍ତି। ଗାଜାରେ ରହୁଥିବା ଅହମ୍ମଦ ହମିଦ (୪୩) ନିଜ ପତ୍ନୀ ଏବଂ ସାତ…

ମୁଁ ଭାରତ ଯିବିନାହିଁ, ଇସ୍ରାଏଲ ସହ ଛିଡା ହେବି

ଜେରୁଜେଲମ,୧୬।୧୦(୦୭): ହମାସ ବିରୋଧରେ ଚାଲିଥିବା ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କ ମଧ୍ୟରେ ୧୦ ବର୍ଷ ଧରି ଇସ୍ରାଏଲରେ ରହୁଥିବା ଜଣେ ଭାରତୀୟ ସେଠାରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଯେ, ସେ ଏହି ସମୟରେ ଇସ୍ରାଏଲ ସହିତ ଛିଡ଼ା ହୋଇଛନ୍ତି।…

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଯୁଧିଷ୍ଠିର…

ଇସ୍ରାଏଲକୁ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୧୬।୧୦(୦୭): ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ନିଜ ସ୍ବର ବଦଳାଇଛନ୍ତି। ସେ କହିଛନ୍ତି ଯେ, ହମାସକୁ ଧ୍ୱଂସ କରାଯିବା ଉଚିତ, କିନ୍ତୁ ପାଲେଷ୍ଟାଇନ ଦେଶ ପାଇଁ ମଧ୍ୟ ଏକ ରାସ୍ତା ରହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri