Home Middle

ଅଧିକାରୀମାନଙ୍କୁ ବିଦେଶୀ ଶବ୍ଦ-କାର-ପ୍ରଯୁକ୍ତିବିଦ୍ୟା ବ୍ୟବହାର କରିବା ମନା: ପୁଟିନଙ୍କ ନିର୍ଦ୍ଦେଶ…

ମସ୍କୋ,୨୧।୮ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କେବେ ଶେଷ ହେବ ତାହା ପୂର୍ବାନୁମାନ କରିବା ଅତ୍ୟନ୍ତ କଷ୍ଟକର ହୋଇ ପଡ଼ିଛି। ଭାରତ ସମେତ ଅନେକ ବଡ ଦେଶର ଶାନ୍ତି ଆବେଦନ ପରେ ମଧ୍ୟ ଏଥିରୁ କୌଣସି ଫଳାଫଳ…

ନେଦରଲାଣ୍ଡ-ଡେନମାର୍କର ବଡ ନିଷ୍ପତ୍ତି, ୟୁକ୍ରେନକୁ ଦେବେ ଏଫ-୧୬ ଯୁଦ୍ଧ ବିମାନ…

କିଭ,୨୧।୮ : ନେଦରଲାଣ୍ଡ ଏବଂ ଡେନମାର୍କ ୟୁକ୍ରେନକୁ ଏଫ-୧୬ ଯୁଦ୍ଧ ବିମାନ ଯୋଗାଇବେ। ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମାର୍କ ରୁଟ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଏହା ବିଷୟରେ କହିଛନ୍ତି। ଏହାପୂର୍ବରୁ ରୁଟ ନେଦରଲାଣ୍ଡର ବିମାନବନ୍ଦରରେ ଜେଲେନସ୍କିଙ୍କୁ ଭେଟିଥିଲେ। କିଛି ସର୍ତ୍ତ ପୂରଣ…

ଇରାନରେ ପହଞ୍ଚିଲା ଭାରତୀୟ ଯୁଦ୍ଧପୋତ ଆଇଏନଏସ ତ୍ରିକନ୍ଦ…

ତେହେରାନ,୨୧।୮ : ଇରାନର ବନ୍ଦର ସହର ବାନ୍ଦର ଅବ୍ବାସରେ ଭାରତୀୟ ନାଭାଲ ଜାହାଜ ଆଇଏନଏସ ତ୍ରିକନ୍ଦ ପହଞ୍ଚିଛି। ପରେ ଏହାକୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ନୌସେନାର ମୁଖପାତ୍ର କହିଛନ୍ତି ଆଞ୍ଚଳିକ ଦେଶମାନଙ୍କ ସହ ସହଯୋଗୀ ସାମୁଦ୍ରିକ ଯୋଗଦାନ ଦିଗରେ ଭାରତୀୟ ନୌସେନାର…

କର୍ନାଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମର ନବନିର୍ମିତ ଆକ୍ୱାଟିକ୍‌ ସେଣ୍ଟରରେ ଜାତୀୟ ଜୁନିୟର ଏବଂ ସବ୍‌ଜୁନିୟର ଆକ୍ୱାଟିକ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୋଟ ୧୧୯ଟି ପଦକ ଜିତି କର୍ନାଟକ ଓଭରଅଲ୍‌ ଚାମ୍ପିୟନ ହୋଇଛି। ଏହା ମଧ୍ୟରେ ୫୦…

ମହାରାଷ୍ଟ୍ର ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ଭୁବନେଶ୍ୱର, ୨୧।୮(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ରବିବାର ଶେଷ ହୋଇଛି ଜାତୀୟ ଜୁନିୟର ଓ ସବ୍‌ଜୁନିୟର ଆକ୍ୱାଟିକ୍‌ ଚାମ୍ପିୟନଶିପ୍‌। ଗତ ୧୬ ତାରିଖରୁ ଆରମ୍ଭ ହୋଇଥିବା ଏହି ମେଗା ପ୍ରତିଯୋଗିତାରେ ୨୫ ରାଜ୍ୟ ଓ ଅନୁଷ୍ଠାନରୁ ୯୦୦ରୁ ଊର୍ଦ୍ଧ୍ୱ ସନ୍ତରଣକାରୀ ଅଂଶଗ୍ରହଣ…

ମଧ୍ୟପ୍ରଦେଶରେ ୩,୦୦୦ ଟଙ୍କା ବେରୋଜଗାରୀ ଭତ୍ତା ପ୍ରତିଶ୍ରୁତି ଦେଲେ କେଜ୍‌ରିଓ୍ବାଲ

ସାତନା,୨୧ା୮(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଥିବା ମଧ୍ୟପ୍ରଦେଶରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ନେତା ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଯୁବବର୍ଗଙ୍କୁ ମାସିକ ୩,୦୦୦ ଟଙ୍କା ଲେଖାଏ ବେରୋଜଗାରୀ ଭତ୍ତା ସମେତ ଅନେକ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟ ଗ୍ୟାରେଣ୍ଟି ମଧ୍ୟରେ ରହିଛି ମାଗଣା…

ଫିଫା ମହିଳା ବିଶ୍ୱକପ୍‌: ପ୍ରଥମ ଥର ସ୍ପେନ୍‌ ଚାମ୍ପିୟନ୍‌

ସିଡ୍‌ନୀ,୨୧ା୮(ପି.ଟି.): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ବିଶ୍ୱକପ ଶେଷ ହୋଇଛି। ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଥିବା ସ୍ପେନ୍‌ ୟୁରୋ ଚାମ୍ପିୟନ ଇଂଲଣ୍ଡକୁ ୧-୦ରେ ପରାସ୍ତ କରି ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଉଭୟ ଦଳ ପ୍ରଥମ ଥର…

୨୨ରେ ଭାରତ ଏନ୍‌ସିଏପିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୮: ଦିନକୁ ଦିନ ସଡକ ଦୁର୍ଘଟଣା ବିଭିନ୍ନ କାରଣରୁ ବୃଦ୍ଧି ପାଉଛି। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ୨୨ ଅଗଷ୍ଟ ୨୦୨୩ ରେ କେନ୍ଦ୍ର ସରକାରଙ୍କର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଭାରତ ନୂତନ…

ଆଜିଠାରୁ ପିଆଜ ବିକିବ ଏନ୍‌ସିସିଏଫ୍‌

ଭୁବନେଶ୍ୱର,୨୧।୮ (ଅଭୟ ଦାଶ): ଗତ କିଛିଦିନ ହେଲା ପିଆଜ ଦର ଓ ପିଆଜର ମହଜୁଦକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ କେନ୍ଦ୍ର ସରକାର ପିଆଜ ରପ୍ତାନି ଉପରେ କଟକଣା ଲଗାଇବା ସହିତ ଶୁଳ୍କ ମଧ୍ୟ ବୃଦ୍ଧି କରିଛନ୍ତି। ଏପରିକି…

ଆଖି ବୁଜିଲା ସବୁଠୁ ବୟସ୍କ କିଲର୍‌ ହ୍ବେଲ୍‌

ମିଆମି,୨୧ା୮: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସିକ୍ୱାରିୟମ୍‌ରେ ୫ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା ବିଶ୍ୱର ସବୁଠୁ ବୟସ୍କ କିଲର ହ୍ବେଲ ଲୋଲିତାର ମୃତ୍ୟୁ ଘଟିଛି। ୫୭ ବର୍ଷୀୟ ଏହି ବିଶାଳକାୟ ମାଈ ତିମିର ଓଜନ ୨୨୬୮ କେ.ଜି. ଥିଲା। ଟୋକି…

‘ଚନ୍ଦ୍ରୟାନ-୩’ ଉପରେ ନଜର

ବେଙ୍ଗାଲୁରୁ,୨୧ା୮(ପି.ଟି.) : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଚନ୍ଦ୍ରୟାନ-୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ୍‌ ସଫଳତାର ସହ ଏହାର କକ୍ଷ ହ୍ରାସ କରିଚାଲିଛି। ଆସନ୍ତା ୨୩ ତାରିଖ ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍‌ ସମୟରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଏହା…

ଶାହାଙ୍କ ନାକତଳେ ସର୍ବାଧିକ ଦୁର୍ନୀତି

ନୂଆଦିଲ୍ଲୀ,୨୧ା୮: ଦେଶରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ନାକତଳେ ସର୍ବାଧିକ ଦୁର୍ନୀତି ଚାଲିଛି। ତାଙ୍କ ଅଧୀନରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାବୁମାନେ ସବୁଠୁ ଅଧିକ ଦୁର୍ନୀତିରେ ଲିପ୍ତ। ଏହି କଥାର ପ୍ରମାଣ ଦେଇଛନ୍ତି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି)। ପକ୍ଷରୁ ସଦ୍ୟ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri