ଜାତିଗତ ଜନଗଣନା ନେଇ କଂଗ୍ରେସରେ ଫାଟ: ରାହୁଲ ପଛୁଆବର୍ଗଙ୍କୁ ଅପମାନିତ କରୁଥିବା ଅଭିଯୋଗ…
ହାଇଦ୍ରାବାଦ,୧୪।୧୦ : ଗୋଟିଏ ପଟେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଜାତିଗତ ଜନଗଣନା କରିବେ ବୋଲି ପ୍ରତିଶ୍ରୁତି ଦେଇ କ୍ରମାଗତ ଭାବରେ ଓବିସି ପ୍ରସଙ୍ଗ ଉଠାଉଛନ୍ତି, ଯାହା ଦ୍ୱାରା ତାଙ୍କ ଦଳ ଦେଶର ବୃହତ୍ତମ ଜନସଂଖ୍ୟା ଓବିସିର ସମର୍ଥନ ପାଇପାରିବ।…
ଭାରତ-ପାକିସ୍ତାନ ମ୍ୟାଚରେ ୪୦ ହଜାର କୋଟି ଟଙ୍କାର ବେଟିଂ…
ଅହମଦାବାଦ,୧୪।୧୦: ବିଶ୍ୱକପ ୨୦୨୩ର ସବୁଠାରୁ ରୋମାଞ୍ଚକର ମ୍ୟାଚ ଅର୍ଥାତ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ମ୍ୟାଚ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହୋଇଛି। ଭାରତ-ପାକିସ୍ତାନ ମ୍ୟାଚ ଦେଖିବା ପାଇଁ ଦର୍ଶକ ପହଞ୍ଚିଥିବାବେଳେ ପଡ଼ିଆ ବାହାରେ ମଧ୍ୟ ଏହି ମ୍ୟାଚ ନେଇ…
ୟୁଏଇ-ଦକ୍ଷିଣ କୋରିଆ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି…
ଦୁବାଇ, ୧୪।୧୦: ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଦକ୍ଷିଣ କୋରିଆ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ପାଇଁ ବୁଝାମଣା କରିଛନ୍ତି। ଏହା ବିସ୍ତୃତ ଅର୍ଥନୈତିକ ଭାଗିଦାରୀ ଚୁକ୍ତି (ସିଇପିଏ) ଭାବରେ ଜଣାଶୁଣା। ଗଲ୍ଫ ରାଜ୍ୟ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ବାଣିଜ୍ୟ ଏବଂ…
ଫ୍ରାନ୍ସର ସବୁ ସ୍କୁଲକୁ ହାଇ ଆଲର୍ଟ
ପ୍ୟାରିସ,୧୪।୧୦: ଫ୍ରାନ୍ସର ଅରାସ ସହରର ଏକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିବା ବେଳେ ଅନ୍ୟ ତିନିଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହା ପରେ ସହରର ସମସ୍ତ ସ୍କୁଲକୁ ହାଇ ଆଲର୍ଟ ଜାରି କରାଯାଇଛି। ପୋଲିସ ସୂଚନାରୁ…
ପ୍ରତିବର୍ଷ ୯ବିଲିୟନ କିଲୋଗ୍ରାମ ଇ-ଆବର୍ଜନା ପାଲଟିଛି ବିଶ୍ୱ ପାଇଁ ବିପଦ
ନୂଆଦିଲ୍ଲୀ,୧୪।୧୦: ଏକ ନୂତନ ଅଧ୍ୟୟନ ଅନୁଯାୟୀ, ବିଶ୍ୱରେ ପ୍ରାୟ ୯ ବିଲିୟନ କିଲୋଗ୍ରାମ ଇ-ଆବର୍ଜନା ଦୁନିଆ ପାଇଁ ସଙ୍କଟ ପାଲଟିଛି। ଅଦୃଶ୍ୟ ଇ-ଆବର୍ଜନା ସାମଗ୍ରୀ ମଧ୍ୟରେ କେବୁଲ, ଇ-ଖେଳନା, ଇ-ସିଗାରେଟ, ଇ-ବାଇକ, ପାୱାର୍ ଟୁଲ୍ସ, ସ୍ମୋକ ଡିଟେକ୍ଟର, ୟୁଏସବି ଷ୍ଟିକ, ଥରେ…
ଉତ୍ତର ଗାଜାରୁ ପଳାୟନ କରୁଛନ୍ତି ବହୁ ସଂଖ୍ୟାରେ ପାଲେଷ୍ଟାଇନ ନାଗରିକ, ଇସ୍ରାଏଲ ସେନା ଦେଇଥିଲା ୬ ଘଣ୍ଟାର ଅଲଟିମେଟମ
ଜେରୁଜେଲମ,୧୪।୧୦: ଇସ୍ରାଏଲ ଶୁକ୍ରବାର ଉତ୍ତର ଗାଜାରେ ରହୁଥିବା ପ୍ରାୟ ୧୧ ଲକ୍ଷ ଲୋକଙ୍କୁ ଏହି ଅଞ୍ଚଳ ଖାଲି କରି ଦକ୍ଷିଣ ଗାଜା ଆଡକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲା। ଏଥି ସହିତ, ଇସ୍ରାଏଲ ସେନା ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶ ପରେ ପାଲେଷ୍ଟାଇନ…
ବ୍ଲଡ କ୍ୟାନସର ରୋଗୀଙ୍କୁ ମିଳିବ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା, ଭାରତର ପ୍ରଥମ ସ୍ବଦେଶୀ ସିଏଆର-ଟି ଥେରାପିକୁ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ,୧୪।୧୦: ବ୍ଲଡ କ୍ୟାନସର ରୋଗୀଙ୍କ ଚିକିତ୍ସା ପାଇଁ ଭାରତରେ ଏକ ଅତ୍ୟାଧୁନିକ ଚିକିତ୍ସା ପ୍ରଣାଳୀକୁ ଅନୁମୋଦନ କରାଯାଇଛି। ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସକୋ) ବିଶେଷଜ୍ଞ କାର୍ଯ୍ୟ କମିଟିର ସୁପାରିଶ କ୍ରମେ ଭାରତର ପ୍ରଥମ ସ୍ବଦେଶୀ କାଇମେରିକ ଆଣ୍ଟିଜେନ ରିସେପ୍ଟର…
କୋଟାରେ ଲଜ୍ଜା: ନିଟ୍ ପରିକ୍ଷାର୍ଥୀଙ୍କୁ ମଦ ପିଆଇ ବଳତ୍କାର କଲେ ହଷ୍ଟେଲ କର୍ମଚାରୀ
କୋଟା,୧୪।୧୦: କୋଚିଂ ସିଟି କୋଟାରେ କୋଚିଂ ଛାତ୍ରଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ସହରକୁ ବଦନାମ କରୁଥିବାବେଳେ ଏବେ ଆଉ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। କୋଟାରେ ନିଟ୍ ପ୍ରସ୍ତୁତି କରୁଥିବା ବିହାରର ଜଣେ ୧୫ ବର୍ଷୀୟ କୋଚିଂ…
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ପ୍ଲେ-୧୧ରେ ଗିଲ୍ଙ୍କ ପ୍ରତ୍ୟାବର୍ତ୍ତନ
ଅହମ୍ମଦାବାଦ,୧୪।୧୦: ଦିନିକିଆ ବିଶ୍ୱକପ୍ର ଦ୍ୱାଦଶ ମ୍ୟାଚରେ ଭାରତ-ପାକିସ୍ତାନ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆମନ୍ତ୍ରଣ ପାଇ ପାକିସ୍ତାନ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି। ବିଶ୍ୱକପ୍…
ଜେଲରେ ଜୀବନସାଥୀଙ୍କ ସହ ସମୟ ବିତାଇପାରିବେ କଏଦୀ, ଦିଲ୍ଲୀ ସରକାର ଆଣିପାରନ୍ତି ପ୍ରସ୍ତାବ
ନୂଆଦିଲ୍ଲୀ,୧୪।୧୦: ନିକଟରେ ଦିଲ୍ଲୀ ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ କହିଛନ୍ତି, ଜେଲର ମହାନିର୍ଦ୍ଦେଶକ (ଡିଜି) କଏଦୀଙ୍କ ବୈବାହିକ ପରିଦର୍ଶନ ଅଧିକାର ସମ୍ପର୍କରେ ଗୃହ ବିଭାଗକୁ ଏକ ପ୍ରସ୍ତାବ ପଠାଇଛନ୍ତି। ଜେଲ ପରିପ୍ରେକ୍ଷୀରେ, ବୈବାହିକ ପରିଦର୍ଶନର ଅର୍ଥ ହେଉଛି ଜଣେ କଏଦୀଙ୍କୁ ତାଙ୍କ ଜୀବନସାଥୀ…
୨୬ ସପ୍ତାହ ଭ୍ରୂଣର ଗର୍ଭପାତ ମାମଲା: ପୋଷ୍ଟପାର୍ଟମ ସାଇକୋସିସରେ ପୀଡିତ ମହିଳା
ନୂଆଦିଲ୍ଲୀ,୧୪।୧୦: ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ବେଞ୍ଚ ୨୬ସପ୍ତାହରେ ଗର୍ଭପାତ ଦାବି କରୁଥିବା ଆବେଦନ ଉପରେ ଶୁଣାଣି କରି ଏମ୍ସକୁ ଏକ ନୂଆ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ଏବଂ ଗର୍ଭସ୍ଥ ଭ୍ରୂଣର ବର୍ତ୍ତମାନ ସ୍ଥିତି ଦେଖିବା ପାଇଁ…
ଇସ୍ରାଏଲ-ହମାସ ଯୁଦ୍ଧରେ କାନପୁରର ଚମଡା ବ୍ୟବସାୟରେ ପଡିବ ପ୍ରଭାବ, ପାଣିରେ ପଡିବ ୧୫୦କୋଟି ଟଙ୍କାର ବ୍ୟବସାୟ
କାନପୁର,୧୪।୧୦: ଇସ୍ରାଏଲ-ହମାସ ଯୁଦ୍ଧ ସପ୍ତାହେ ବିତିଥିବାବେଳେ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ନାହିଁ। ଦିନକୁ ଦିନ ଏହା ଉଗ୍ରରୂପ ଧାରଣ କରି ନର ସଂହାର ରଚିବାରେ ଲାଗିଛି। ତେବେ ଯୁଦ୍ଧ ଯୋଗୁ ଇସ୍ରାଏଲର ଅର୍ଥନୈତିକ ବ୍ୟବସ୍ଥା ଭୁଶୁଡି ପଡିବାର ସମ୍ଭାବନା ରହିଛି।…
Archives


