ଆକ୍ସନ ମୋଡରେ ଭାରତ, କାନାଡା ହାଇ କମିଶନରଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦିପ ସିଂ ନିଜ୍ଜରଙ୍କ ହତ୍ୟା ସଂପର୍କରେ କାନାଡା ପ୍ରଧାନମନ୍ତ୍ରୀ ଭାରତ ବିରୋଧରେ ଏକ ବୟାନ ଦେଇଛନ୍ତି। ଏଥିସହ ହାର୍ଦ୍ଦିକ ସିଂ ନିଜ୍ଜାରଙ୍କ ହତ୍ୟା ପଛରେ…
ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ କୃତଜ୍ଞତା ଜଣାଇଲା ଆମେରିକା,କହିଲା ଆମେ ସମସ୍ତେ ମୋଦିଙ୍କ ନିକଟରେ କୃତଜ୍ଞ
ଓ୍ବାଶିଂଟନ,୧୯।୯: ଭାରତ ଏଥର ଖୁବ ଭାଲ ଭାବରେଜି-୨୦ର ଅଧ୍ୟକ୍ଷତା କରିଛି। ସେପ୍ଟେମ୍ବର ୯ ଓ ୧୦ରେ ଦିଲ୍ଲୀରେ ଅନୁଷ୍ଠିତ ଜି -20 ଶିଖର ସମ୍ମିଳନୀରେ ସମସ୍ତ ଦେଶର ନେତା ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ…
ନୂଆ ସଂସଦ ଭବନରେ ଏଣ୍ଟ୍ରି କରିବା ପୁର୍ବରୁ ଏମପିଙ୍କୁ ମିଳିବ ୭୫ ଟଙ୍କାର ଚାନ୍ଦି କଏନ, ସମ୍ବିଧାନର କପି
ନୂଆଦିଲ୍ଲୀ,୧୯।୯: ଦେଶର ୭୫ବର୍ଷର ସଂସଦୀୟ ଯାତ୍ରା ଇତିହାସକୁ ସଂରକ୍ଷିତ ରଖିଥିବା ପୁରୁଣା ସଂସଦ ମଙ୍ଗଳବାର (ସେପ୍ଟେମ୍ବର ୧୯) ରେ ବିଦାୟ ନେବ। ନୂଆ ସଂସଦରେ ଏମପିଙ୍କ ପ୍ରବେଶକୁ ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ କରିବେ। ଏହି ବିଶେଷ ଦିନକୁ…
ଚାଇନାର ଡେଙ୍ଗ ଭଳି ଭାରତକୁ ଆର୍ଥିକ ମହାଶକ୍ତି ଭାବେ ପ୍ରସ୍ତୁତ କରୁଛନ୍ତି ମୋଦି, ଆମେରିକା ନିବେଶକ ତଥା ଲେଖକ ଡାଲିଓଙ୍କ ଦାବି
ଓ୍ବାଶିଂଟନ,୧୯।୯: ଆମେରିକାର ପ୍ରସିଦ୍ଧ ନିବେଶକ ତଥା ଲେଖକ ରାଇ ଡାଲିଓ କହିଛନ୍ତି ଯେ ୧୯୭୮ ରୁ ୧୯୮୯ ମଧ୍ୟରେ ଚାଇନାରେ ଅର୍ଥନୈତିକ ବିପ୍ଳବ ସୃଷ୍ଟି କରି ଚାଇନା ଏକ ଶିଳ୍ପ ଅର୍ଥନୀତିରେ ପରିଣତ କରିବା ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ…
ଆଜିଠୁ ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ଅଧିବେଶନ
ନୂଆଦିଲ୍ଲୀ,୧୯ା୯: ରାଜ୍ୟ ସଭା ଏବଂ ଲୋକ ସଭା ଅଧିବେଶନ ମଙ୍ଗଳବାର ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ଆରମ୍ଭ ହେବ। ନୂଆ ଚାମ୍ବରରେ ସଂଗଠିତ ବିଶୃଙ୍ଖଳା ଏବଂ ପ୍ଲାକାର୍ଡ ଦେଖାଇବାରୁ ଦୂରେଇ ରହିବାକୁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ସଦସ୍ୟମାନଙ୍କୁ ନିବେଦନ କରିଛନ୍ତି। ନବନିର୍ମିତ…
ମଣିପୁରରେ ଏକତା ପାଇଁ ଆମେରିକାରେ ରାଲି
ଓ୍ବାଶିଂଟନ,୧୯।୯: ମଣିପୁରରେ ଦୀର୍ଘ ୪ମାସରୁ ଊର୍ଦ୍ଧ୍ୱ ସମୟ ହେଲା ହିଂସା ଜାରି ରହିଛି। ଏଭଳି ସ୍ଥିତିରେ ରାଜ୍ୟରେ ଏକତା ଆଣିବା ପାଇଁ ଆମେରିକାରେ ରାଲି ଅନୁଷ୍ଠିତ ହୋଇଛି। ସେଠାରେ ରହୁଥିବା ଜୋ ସମ୍ପ୍ରଦାୟ ଭାରତୀୟ ଦୂତାବାସ ଆଗରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରିଛନ୍ତି। ହିଂସା…
ଯୌନ ସମ୍ପର୍କ ପାଇଁ ଜୀବନସାଥୀ ମନା କରିବା ନିଷ୍ଠୁରତା: ହାଇକୋର୍ଟ
ନୂଆଦିଲ୍ଲୀ,୧୯ା୯: ଜୀବନସାଥୀ ଯଦି ଉଦ୍ଦେଶ୍ୟମୂଳକ ଭାବେ ଯୌନ ସମ୍ପର୍କ ରଖିବାକୁ ମନା କରନ୍ତି, ତେବେ ଏହାକୁ ନିଷ୍ଠୁରତା ବିବେଚନା କରାଯିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ମାତ୍ର ୩୫ ଦିନ ବୈବାହିକ ଜୀବନ ବିତାଇଥିବା ଏବଂ ବିବାହର ସ୍ବାଦ ଚାଖି ନ ଥିବା…
ତାମିଲନାଡୁରେ ଭାଜପା ହାତ ଛାଡ଼ିଲା ଏଆଇଏଡିଏମ୍କେ
ନୂଆଦିଲ୍ଲୀ,୧୯ା୯: ତାମିଲନାଡୁରେ ଭାଜପା ସହ ମେଣ୍ଟ ନ ଥିବା ଏଆଇଏଡିଏମ୍କେ ସୋମବାର ଘୋଷଣା କରିଛି। ମେଣ୍ଟ ସମ୍ପର୍କିତ କୌଣସି ନିଷ୍ପତ୍ତି ନିର୍ବାଚନ ବେଳେ ନିଆଯିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି। ତାମିଲନାଡୁ ଭାଜପା ସଭାପତି ଆନ୍ନାମଲାଇଙ୍କୁ ଏଥିପାଇଁ ଏଆଇଏଡିଏମ୍କେ ଦାୟୀ କରିଛି।…
ଅଷ୍ଟ୍ରେଲିଆ ସିରିଜ୍ ପାଇଁ ଅଶ୍ୱିନ ସାମିଲ
ନୂଆଦିଲ୍ଲୀ,୧୯ା୯ଦିନିକିଆ କ୍ରିକେଟ ବିଶ୍ୱକପ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଏକ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ସୋମବାର ଘୋଷଣା କରାଯାଇଛି। ଦଳକୁ ଭେଟେରାନ୍ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପ୍ରତ୍ୟାବର୍ତ୍ତନ…
ତଥ୍ୟ ସଂଗ୍ରହ କଲା ଆଦିତ୍ୟ-ଏଲ୍୧
ବେଙ୍ଗାଲୁରୁ,୧୯ା୯: ଭାରତର ପ୍ରଥମ ସୌର ଅଭିଯାନରେ ଯାଇଥିବା ମହାକାଶ ଯାନ ଆଦିତ୍ୟ-ଏଲ୍୧ ତଥ୍ୟ ସଂଗ୍ରହ କରିବା ଆରମ୍ଭ କରିଦେଇଛି। ଏହା ପୃଥିବୀ ଚତୁଃପାର୍ଶ୍ୱରେ ଥିବା କଣିକାଗୁଡ଼ିକର ଗୁଣ ସମ୍ପର୍କରେ ଅନୁଶୀଳନ କରିବାରେ ବୈଜ୍ଞାନିକମାନଙ୍କୁ ସହାୟକ ହେବ ବୋଲି ଇସ୍ରୋ କହିଛି। ଆଦିତ୍ୟ-ଏଲ୍୧ରେ ଲାଗିଥିବା…
ପଞ୍ଚମ ଥର ସଫଳତାର ସହ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍୧
ନୂଆଦିଲ୍ଲୀ,୧୯।୯: ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ- ଏଲ୍୧ ପଞ୍ଚମ ଥର ପାଇଁ କକ୍ଷପଥ ପରିବର୍ତ୍ତନ ପ୍ରକ୍ରିୟାକୁ ସଫଳତାର ସହ ଶେଷ କରିଛି। ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ଏହି ସୂଚନା ଦେଇଛି। ଆଦିତ୍ୟ-ଏଲ୍୧ ବର୍ତ୍ତମାନ ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟରେ…
ଇମ୍ରାନ୍ଙ୍କ ଜାମିନ ଆବେଦନ ଉପରେ ଏଫ୍ଆଇଏକୁ ହାଇକୋର୍ଟଙ୍କ ନୋଟିସ, ଜବାବ ଦାଖଲ କରିବାକୁ ଦେଲେ ନିର୍ଦ୍ଦେଶ
ଇସଲାମାବାଦ,୧୮।୯: ଇସଲାମାବାଦ ହାଇକୋର୍ଟ ସୋମବାର ପାକିସ୍ତାନର ଶୀର୍ଷ ଅନୁସନ୍ଧାନକାରୀ ସଂସ୍ଥାକୁ ନୋଟିସ ଜାରି କରି ଗିରଫ ହୋଇ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଜାମିନ ଆବେଦନ ଉପରେ ଜବାବ ମାଗିଛନ୍ତି। ଇମ୍ରାନ୍ ଶନିବାର ତାଙ୍କ ଓକିଲ ସଲମାନ ସଫଦରଙ୍କ…
Archives


