Home Middle

ପୁରୁଣା ସହଯୋଗୀ ଇସ୍ରାଏଲର ହାତ ଛାଡିଲେ

ଜେରୁଜେଲମ,୨।୧୧: ଆଜିକୁ ୨୭ଦିନ ଧରି ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇସ୍ରାଏଲ ସେନା ଲଗାତାର ଗାଜା ସୀମାରେ ଟ୍ୟାଙ୍କର ଦ୍ୱାରା ଆକ୍ରମଣ କରୁଛନ୍ତି। ସେନା ଜବାଲିଆ ଶରଣାର୍ଥୀ ଶିବିରିରେ ଏୟାର ଷ୍ଟ୍ରାଇକ କରିଛି। ଆକ୍ରମଣରେ ୧୯୫ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ହୋଇଛି।…

୮୯ ଆଶାୟୀ ହେଲେ ପ୍ରଶାସନିକ ଅଧିକାରୀ, କମ ମାର୍କ ଯୋଗୁ ୨୦୨୨ ସଂରକ୍ଷିତ ତାଲିକାରେ ଥିଲେ…

ନୂଆଦିଲ୍ଲୀ,୨।୧୧ : ବିଭିନ୍ନ ନାଗରିକ ସେବାରେ ନିଯୁକ୍ତି ପାଇଁ ୟୁନିଅନ ପବ୍ଲିକ ସର୍ଭିସ କମିଶନ ୮୯ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମ ସୁପାରିଶ କରିଛନ୍ତି। ଚଳିତ ବର୍ଷ ମେ ମାସରେ, ଆୟୋଗ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଫଳାଫଳ ଘୋଷଣା କରିଥିଲେ…

ପାକିସ୍ତାନ ଆଗରେ ନେହୁରା ହେଲେ ତାଲିବାନ ସରକାର

କାବୁଲ,୨।୧୧: ପାକିସ୍ତାନ ସରକାର ବିନା ଦସ୍ତାବିଜ ଥିବା ୧୭ଲକ୍ଷ ଆଫଗାନସ୍ତାନୀଙ୍କୁ ନଭେମ୍ବର ୧ ଭିତରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ। ଦେଶ ନ ଛାଡିଲେ ଜୋରଜବରଦସ୍ତି ହଟା ଯିବ ବୋଲି ପାକିସ୍ତାନ ସରକାର କହିଥିଲେ। ପାକ୍‌ ଅଧିକାରୀଙ୍କ ଅନୁସାରେ, ଏପର୍ଯ୍ୟନ୍ତ ୧ଲକ୍ଷ…

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା…

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ…

ଟଙ୍କା ପାଇଁ ପିଲାଙ୍କ ଗଳା କାଟୁଛି ହମାସ…

ଜେରୁଜେଲମ,୨।୧୧ : ଆତଙ୍କବାଦୀ ସଂଗଠନ ହମାସର ପ୍ରତିଷ୍ଠାତା ଶେଖ ହାସନ ୟୁସୁଫଙ୍କ ପୁଅ ମୋସାବ ହାସନ ୟୁସୁଫ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ହମାସ ଆତଙ୍କବାଦୀମାନେ ପାଲେଷ୍ଟାଇନ ପିଲାମାନଙ୍କୁ ଅ ଅମାନୁଷିକ ଭାବେ ହତ୍ୟା କରୁଛନ୍ତି। ବ୍ରିଟିଶ ଖବରଦାତାଙ୍କୁ ଦେଇଥିବା ଏକ…

ଆଣବିକ ଅସ୍ତ୍ରଶସ୍ତ୍ର ନିୟନ୍ତ୍ରଣ ଆଲୋଚନା ପାଇଁ ରାଜି ହେଲେ ଆମେରିକା-ଚାଇନା…

ଓ୍ବାଶିଂଟନ/ବେଜିଂ,୨।୧୧: ବିଶ୍ୱ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ବାସ୍ତବରେ ଆଣବିକ ଅସ୍ତ୍ର ନିୟନ୍ତ୍ରଣ ପ୍ରସଙ୍ଗରେ ଆମେରିକା ଏବଂ ଚାଇନା ଆଲୋଚନା କରିବାକୁ ସହମତ ହୋଇଛନ୍ତି। ୱାଲ ଷ୍ଟ୍ରିଟ ଜର୍ନାଲ ଏହାର ଏକ ରିପୋର୍ଟରେ ଏହା ଦାବି କରିଛି। ରିପୋର୍ଟ ଅନୁଯାୟୀ,…

ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକରେ ୧୯୫ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି: ହମାସର ଦାବି…

ଜେରୁଜେଲମ,୨।୧୧: ଇସ୍ରାଏଲ-ହମାସ ଯୁଦ୍ଧ ଯୋଗୁଁ ଦଶ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଇସ୍ରାଏଲର ସୈନିକମାନଙ୍କ ଦ୍ୱାରା କ୍ରମାଗତ ଭାବରେ ବୋମା ମାଡ କରାଯାଉଛି। ପାଲେଷ୍ଟାଇନ ଉଗ୍ରବାଦୀ ଦଳର ସଶସ୍ତ୍ର ୱିଙ୍ଗ ଅଲ-କାସାମ ବ୍ରିଗେଡ ଦାବି କରିଛି ମଙ୍ଗଳବାର ଇସ୍ରାଏଲ ଉତ୍ତର…

ଅଲିଭ୍‌ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ, ମେ’ ୩୧ ପର୍ଯ୍ୟନ୍ତ ଫିସିଂ ମନା

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ରୁତୁ ଆରମ୍ଭ ହୋଇଛି। ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ। ସେମାନଙ୍କ ସୁରକ୍ଷିତ ଆଗମନ ସହ ପ୍ରଜନନ ଓ ଗଣ ଅଣ୍ଡାଦାନ ପାଇଁ ଗଞ୍ଜାମ…

ସନ୍ତୋଷୀ ସାହୁ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ

ଭୁବନେଶ୍ୱର,୧ା୧୧: ନବଗଠିତ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ଓଏ୍‌ଏସ୍‌ ସନ୍ତୋଷୀ ସାହୁ ନିଯୁକ୍ତ ହୋଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୋର୍ଡ ଅଫ୍‌ ରେଭିନ୍ୟୁରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍‌ ଅଫିସର…

ଭାରତକୁ ହଟାଇ ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଦକ୍ଷିଣ ଆଫ୍ରିକା

ପୁଣେ,୧।୧୧: ଦକ୍ଷିଣ ଆଫ୍ରିକା ନ୍ୟୁଜିଲାଣ୍ଡକୁ ୧୯୦ ରନ ବ୍ୟବଧାନରେ ପରାସ୍ତ କରିଛି। ଜିତିବା ପାଇଁ ନ୍ୟୁଜିଲାଣ୍ଡ ୩୫୮ ରନ ଲକ୍ଷ୍ୟ ଥିଲା, କିନ୍ତୁ କିୱି ଦଳ ମାତ୍ର ୧୬୭ ରନ୍‌ରେ ସୀମିତ ରହିଥିଲା। ଦକ୍ଷିଣ ଆଫ୍ରିକାର ବୋଲରଙ୍କ ସାମ୍ନାରେ ନ୍ୟୁଜିଲାଣ୍ଡର ବ୍ୟାଟ୍ସମ୍ୟାନ୍‌ମାନେ…

ବଢୁଛି ଲୋକଙ୍କ ଦରମା, ମାତ୍ର ପକେଟ୍‌ ଖାଲି, ଜାଣନ୍ତୁ କ’ଣ କହୁଛି ସର୍ବେକ୍ଷଣ ରିପୋର୍ଟ

ଲଣ୍ଡନ,୧ା୧୧: ବ୍ରିଟିଶ ଶ୍ରମିକମାନଙ୍କର ଭାଗ୍ୟ ବର୍ଷର ଶେଷ ମାସରେ ଚମକିଛି। ବୁଧବାର ଶ୍ରମ ବଜାରର ଏକ ସର୍ବେକ୍ଷଣ ଅନୁଯାୟୀ, ବ୍ରିଟିଶ ଶ୍ରମିକମାନେ ସାପ୍ତାହିକ ବେତନରେ ସେମାନଙ୍କର ସର୍ବାଧିକ ଦରମା ପାଇଛନ୍ତି। ଏହା ବ୍ୟତୀତ ପୁରୁଷଙ୍କ ତୁଳନାରେ ମହିଳାଙ୍କ ଦରମା ସର୍ବାଧିକ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?