ଏଆକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା
ନୂଆଦିଲ୍ଲୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜି -୨୦ ଡିଜିଟାଲ ଅର୍ଥ ମନ୍ତ୍ରୀଙ୍କ ବୈଠକକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆମେ ଏଆଇ-ସଂଚାଳିତ ଭାଷା ଅନୁବାଦ ପ୍ଲାଟଫର୍ମ ‘ଭାଷିଣୀ’ର…
ସଂସଦୀୟ କମିଟିକୁ ପଠାଗଲା ଆପରାଧିକ ଆଇନ ବିଲ୍
ନୂଆଦିଲ୍ଲୀ,୧୯।୮: ଭାରତୀୟ ପେନାଲ କୋଡ (ଆଇପିସି), ଦଣ୍ଡ ପ୍ରକ୍ରିୟା ସଂହିତା (ସିଆରପିସି) ଏବଂ ସାକ୍ଷ୍ୟ ଅଧିନିୟମ (ଇଏ) ପରିବର୍ତ୍ତନ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସଂସଦରେ ବିଲ୍ ଆଗତ କରିଥିଲେ। ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଏହି ତିନୋଟି ବିଲ…
ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା
ଓ୍ବାଶିଂଟନ୍,୧୯।୮: ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିବାରେ ଲାଗିଛି। ଟ୍ରମ୍ପ ନିର୍ବାଚନ ଫଳାଫଳ ମାମଲାରେ ଫୁଲଟନ କାଉଣ୍ଟି ଜେଲରେ ଆସନ୍ତା ସପ୍ତାହରେ ଆତ୍ମସମର୍ପଣ କରିପାରନ୍ତି। ରାଜ୍ୟରେ ୨୦୨୦ ନିର୍ବାଚନରେ ତାଙ୍କ ପରାଜୟକୁ ବେଆଇନ ଭାବେ ପ୍ରତ୍ୟାହାର କରିବାକୁ ଷଡଯନ୍ତ୍ର…
ଖବରଦାତାଙ୍କ ହତ୍ୟା ମାମଲାରେ ୪ ଅଭିଯୁକ୍ତ ଗିରଫ
ପାଟନା,୧୯।୮: ବିହାର ଅରାରିଆ ଜିଲାରେ ଶୁକ୍ରବାର ଜଣେ ଖବରଦାତାଙ୍କୁ ଗୁଳିକରି ହତ୍ୟା କରାଯାଇଛି।ଯାହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ବର୍ତ୍ତମାନ ଏହି ଘଟଣାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ପ୍ରସଙ୍ଗରେ ରାଜ୍ୟର ଏସ୍ପି ପୂର୍ବାହ୍ନ ୧୧ଟାରେ ଏକ ଖବରଦାତା…
ସାତ ଶିଶୁଙ୍କୁ ହତ୍ୟା କରିଥିବା ନର୍ସଙ୍କୁ ଧରାଇବାରେ ଭାରତୀୟ ମୂଳ ବାସିନ୍ଦା ଡାକ୍ତରଙ୍କର ରହିଛି ମୁଖ୍ୟ ଭୂମିକା
ଲଣ୍ଡନ,୧୯।୮: ବ୍ରିଟେନରେ ଜନ୍ମିତ ଭାରତୀୟ ମୂଳବାସିନ୍ଦା ଡାକ୍ତର ରବି ଜୟରାମ ୭ଜଣ ଶିଶୁଙ୍କୁ ହତ୍ୟା କରିଥିବା ନର୍ସଙ୍କୁ ଧରାଇଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଡକ୍ଟର ରବି ଜୟରାମ ପ୍ରଥମେ ହତ୍ୟାକାରୀ ନର୍ସଙ୍କ ଉପରେ ସନ୍ଦେହ ସୃଷ୍ଟି କରି ଉଚ୍ଚ କର୍ତ୍ତୃପକ୍ଷଙ୍କ…
ଭାରତ ତୈଳ କ୍ରୟ କରିବା କମ କରିବାରୁ ଉତ୍ପାଦନ କମାଇ ଦାମ ବଢାଇଲା ରୁଷିଆ
ମସ୍କୋ,୧୯।୮: ଯେତେବେଳେ ଭାରତ ରୁଷିଆରୁ ତେଲ କିଣିବା ଆରମ୍ଭ କଲା, ସେତେବେଳେ ବ୍ୟାରେଲ ପିଛା ପ୍ରାୟ ୧୩ଡଲାର ରିହାତି ମିଳୁଥିଲା। ଅଗଷ୍ଟରେ ଏହା ବ୍ୟାରେଲ ପିଛା ୪ଡଲାରକୁ ଖସି ଆସିଥିଲା, ଏହା ପରେ ଭାରତ ରୁଷରୁ ତେଲ କିଣିବା ହ୍ରାସ କରିଥିଲା।…
ନୂଆ ସମ୍ବିଧାନ ଲୋଡ଼ା
ନୂଆଦିଲ୍ଲୀ,୧୯ା୮, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍) ଅଧ୍ୟକ୍ଷ ଡକ୍ଟର ବିବେକ ଦେବରାୟ ଭାରତ ପାଇଁ ଏକ ନୂଆ ସମ୍ବିଧାନ ପ୍ରଣୟନ ଦାବିକରି ବିବାଦରେ ଫସିଛନ୍ତି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ…
ଡାଭୋଲକର, ପାନ୍ସାରେ, ଲଙ୍କେଶ, କାଲବୁର୍ଗୀ ହତ୍ୟା ମଧ୍ୟରେ ସମ୍ପୃକ୍ତି ଅଛି କି
ନୂଆଦିଲ୍ଲୀ,୧୯ା୮(ପି.ଟି.): ହେତୁବାଦୀ ନରେନ୍ଦ୍ର ଡାଭୋଲକର, ସିପିଆଇ ନେତା ଗୋବିନ୍ଦ ପାନ୍ସାରେ, ସାମାଜିକ କର୍ମୀ ତଥା ସାମ୍ବାଦିକ ଗୌରୀ ଲଙ୍କେଶ ଏବଂ ବିଦ୍ୱାନ ଏମ୍.ଏମ୍. କାଲବୁର୍ଗୀ ହତ୍ୟାକାଣ୍ଡ ପଛରେ କୌଣସି ସମାନ ସୂତ୍ର ରହିଛି କି ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ…
୧୨% ରାଜ୍ୟ ସଭା ସଦସ୍ୟ ବିଲିଅନେୟାର
ନୂଆଦିଲ୍ଲୀ,୧୯ା୮: ରାଜ୍ୟ ସଭା ସଦସ୍ୟଙ୍କ ମଧ୍ୟରୁ ୧୨ ପ୍ରତିଶତ ବିଲିଅନେୟାର (ସମ୍ପତ୍ତି ପରିମାଣ ୧୦୦ କୋଟି ଟଙ୍କାରୁ ଅଧିକ)। ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରେ ବିଲିଅନେୟାର ଏମ୍ପିଙ୍କ ହାର ଅଧିକ ବୋଲି ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ରିପୋର୍ଟରୁ ଜଣାପଡ଼ିଛି। ରାଜ୍ୟ ସଭାର…
୧୦୦ ବର୍ଷ ମଧ୍ୟରେ ଅଗଷ୍ଟରେ ସର୍ବନିମ୍ନ ବୃଷ୍ଟିପାତ ହୋଇଥିବା ଅନୁମାନ
ନୂଆଦିଲ୍ଲୀ,୧୯।୮: ଗତ ୧୦୦ ବର୍ଷ ମଧ୍ୟରେ ସର୍ବନିମ୍ନ ବୃଷ୍ଟିପାତ ଅଗଷ୍ଟ ୨୦୨୩ରେ ଦେଖିବାକୁ ମିଳିପାରେ। ଏଲ ନିନୋର ପ୍ରଭାବ ଯୋଗୁ ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷାରେ ବହୁତ ଅଭାବ ଦେଖାଦେଇଛି। ରଏଟର୍ସ ଏହାର ରିପୋର୍ଟରେ ଦୁଇ ପାଣିପାଗ ବିଭାଗର ଅଧିକାରୀଙ୍କ…
ଜନଧନ ଆକାଉଣ୍ଟରେ ବ୍ୟାଙ୍କରେ ଖୋଲା ଯାଇଛି ୫୦କୋଟି ଖାତା, ଜମା ରହିଛି ୨ଲକ୍ଷ କୋଟିରୁ ଅଧିକ ଟଙ୍କା
ନୂଆଦିଲ୍ଲୀ,୧୮।୮: ଦେଶରେ ୫୦କୋଟି ଜନଧନ ଅକାଉଣ୍ଟ ଖୋଲା ଯାଇଛି। ୨୦୨୩, ଅଗଷ୍ଟ ୯ ସୁଦ୍ଧା ଏହା ୫୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସରକାର ଶୁକ୍ରବାର ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ରିପୋର୍ଟ ଅନୁଯାୟୀ ଏହି ଜନଧନ ଆକାଉଣ୍ଟରେ ୫୬ଶତକଡା…
୭୫ ରାଜ୍ୟସଭା ସଦସ୍ୟଙ୍କ ନାମରେ ରହିଛି ହତ୍ୟା ଓ ବଳତ୍କାର ମାମଲା: ଏଡିଆର ରିପୋର୍ଟ
ନୂଆଦିଲ୍ଲୀ,୧୮।୮: ଦେଶରେ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ପ୍ରାୟ ୧୨ ପ୍ରତିଶତ କୋଟିପତି ଅଟନ୍ତି। ଏହି ଲିଷ୍ଟରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ଏମପିଙ୍କ ନାମ ସର୍ବାଧିକ ରହିଛି। ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚ (ଏନଇଡବ୍ଲୁ) ୨୩୩…
Archives


