Home Middle

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ…

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୧ତମ ମ୍ୟାଚ ବାଂଲାଦେଶ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି। ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ…

ଗାଜା ଯୁଦ୍ଧରେ ୩୧ ଖବରଦାତାଙ୍କ ଜୀବନ ଗଲାଣି…

ଜେରୁଜେଲମ,୩୧।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ପ୍ରାୟ ୯,୦୦୦ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଯୁଦ୍ଧରେ ବହୁ ସଂଖ୍ୟକ ଖବରଦାତା ମଧ୍ୟ ନିହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୭ ରୁ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ…

ସ୍ତ୍ରୀ ଶାରୀରିକ ସମ୍ପର୍କ ପାଇଁ ମନା କରିବା ମାମଲାରେ ଛାଡପତ୍ର ହୋଇପାରିବ ନାହିଁ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୧୦: କରୋନା ଅବଧି ପରଠାରୁ ଦେଶରେ ଛାଡପତ୍ର ଏବଂ ଘରୋଇ ହିଂସା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ପ୍ରତିଦିନ ଏଭଳି ମାମଲା ଦେଶର ବିଭିନ୍ନ କୋର୍ଟରେ ପଞ୍ଜୀକୃତ ହେଉଛି। ଏକ ଛାଡପତ୍ର ମାମଲାରେ ଦିଲ୍ଲୀ ହାଇକୋର୍ଟ ଶୁଣାଣି କରି ଛାଡପତ୍ର…

ଆମେରିକା ହିନ୍ଦୁ ମନ୍ଦିରରେ ଚୋରି, ଦାନବାକ୍ସ ଲୁଟିନେଲେ ଚୋର…

ଓ୍ବାଶିଂଟନ,୩୧।୧୦: ଆମେରିକାର କାଲିଫର୍ନିଆର ଏକ ହିନ୍ଦୁ ମନ୍ଦିରରେ ଚୋରମାନେ ଏକ ବଡ଼ ଚୋରି କରିଛନ୍ତି। ଚୋରମାନେ ଭାରତୀୟ ହିନ୍ଦୁ ସମ୍ପ୍ରଦାୟକୁ ଚକିତ କରି ମନ୍ଦିର ପରିସରରୁ ଏକ ଦାନ ବାକ୍ସ ଚୋରି କରିଛନ୍ତି। ରିପୋର୍ଟ ଅନୁଯାୟୀ ସୋମବାର-ମଙ୍ଗଳବାର ରାତି ପ୍ରାୟ ୨ଟା…

ଆୟଉତ୍ସ ପ୍ରକାଶ କରିବେ ସମସ୍ତ ରାଜନୈତିକ ଦଳ, କାଏମ ରହିବ ୨୦୧୯ ରାୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୧/୧୦: ରାଜନୈତିକ ଦଳ ମାନଙ୍କର ଆୟଉତ୍ସ ପ୍ରକାଶ ମାମଲା ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ସରକାରଙ୍କ ପକ୍ଷ ଏବଂ ଅପିଲକାର୍ତ୍ତାଙ୍କ ପକ୍ଷ ଶୁଣିବା ପରେ କୋର୍ଟ କହିଛନ୍ତି ଯେ, ୨୦୧୯ରେ ଦିଆଯାଇଥିବା ମଧ୍ୟବର୍ତ୍ତୀକାଳୀନ ଆଦେଶ ଯେଉଁଥିରେ ସମସ୍ତ ରାଜନୈତିକ ଦଳ…

ଆସନ୍ତା ୨୫ ବର୍ଷ ଦେଶ ପାଇଁ ସବୁଠାରୁ ମହତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୨ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ଏକତା ନଗରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା…

ଆମେରିକା ତିଆରି କରୁଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ବୋମା, ହିରୋସୀମାରେ ପଡିଥିବା ବୋମା ଠାରୁ ୨୪ ଗୁଣା ଅଧିକ ଶକ୍ତିଶାଳୀ

ଓ୍ବାଶିଂଟନ,୩୧।୧୦: ଆମେରିକା ଏକ ନୂଆ ପରମାଣୁ ବୋମା ତିଆରି କରିବାକୁ ପ୍ରସ୍ତୁତ ହେଉଛି। ଆମେରିକାର ଗଣମାଧ୍ୟମ ଅନୁଯାୟୀ, ଜାପାନର ହିରୋସିମା ଉପରେ ପକାଯାଇଥିବା ବୋମାଠାରୁ ଏହି ନୂତନ ବୋମା ୨୪ ଗୁଣ ଅଧିକ ଶକ୍ତିଶାଳୀ ହେବ। ଆମେରିକାର ପ୍ରତିରକ୍ଷା ବିଭାଗ ଦେଇଥିବା…

ମହାକାଶରେ ୬ ମାସ ବିତାଇ ଫେରିଆସିଲେ ୩ ଯାତ୍ରୀ, ନୂଆ ଦଳ ପଠାଇବାକୁ ହେଉଛି ଯୋଜନା

ତାଇପେ,୩୧।୧୦: ଚାଇନାର ୩ ମହାକାଶଚାରୀ ଚାଇନାର କକ୍ଷପଥ ମହାକାଶ କେନ୍ଦ୍ରରେ ରହିବା ପରେ ମଙ୍ଗଳବାର ସକାଳେ ପୃଥିବୀକୁ ଫେରିଥିଲେ। ସରକାରୀ ସିହ୍ନୁଆ ନ୍ୟୁଜ ଏଜେନ୍ସି କହିଛି ଯେ ଜିଙ୍ଗ ହାଇପେଙ୍ଗ, ଜୁ ୟାଙ୍ଗଜୁ ଏବଂ ଗୁଇ ହାଇ ଚାଓ ଗୋବି ମରୁଭୂମି…

ମରାଠା ସଂରକ୍ଷଣର ଦାବି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ଶିବିରରେ ଝଡ, ଇସ୍ତଫା ଦେଲେ ୨ ଏମ୍‌ପି

ମୁମ୍ବାଇ,୩୧।୧୦: ମରାଠା ସଂରକ୍ଷଣ ଦାବି ଏବଂ ପ୍ରଦର୍ଶନ ମଧ୍ୟରେ ମରାଠା ସମ୍ପ୍ରଦାୟ ସହ ଏକତା ଦେଖାଇବା ପାଇଁ ହଙ୍ଗୋଲିରୁ ଶିବସେନା ଲୋକସଭା ଏମ୍‌ପି ହେମନ୍ତ ପାଟିଲ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ଦିଲ୍ଲୀର ଲୋକସଭା ସଚିବାଳୟକୁ ପଠାଇଛନ୍ତି। ଏହି ସମୟରେ…

ଟେଲିମେଡିସିନ ସେବା ନମ୍ବର ଅଚଳ

କଟକ,୩୧ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଲୋକମାନଙ୍କ ହାତପାହାନ୍ତାରେ ଚିକିତ୍ସା ସେବା ଯୋଗାଇବା ଉଦ୍ଦେଶ୍ୟରେ ରହିଛି ଟେଲି ମେଡିସିନ ସେବା। ଫୋନ୍‌ କରି ରୋଗୀ କିମ୍ବା ସେମାନଙ୍କ ସମ୍ପର୍କୀୟ ବିଶେଷଜ୍ଞ ଡାକ୍ତରଙ୍କଠାରୁ ପରାମର୍ଶ ଗ୍ରହଣ କରିଥାଆନ୍ତି। ହେଲେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଏହି…

ମୁକେଶ ଅମ୍ବାନୀଙ୍କୁ ପୁଣି ହତ୍ୟା ଧମକ: ୪୦୦ କୋଟି ଟଙ୍କା ଦାବି

ମୁମ୍ବାଇ,୩୧।୧୦: ଏସିଆ ଏବଂ ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ତୃତୀୟ ଥର ପାଇଁ ହତ୍ୟା ଧମକ ମିଳିଛି। ଇମେଲ୍‌ ଯୋଗେ ଏହି ଧମକ ଦିଆଯାଇଛି। ଏଥର ଧମକ ଦେଉଥିବା ବ୍ୟକ୍ତି ୪୦୦ କୋଟି ଟଙ୍କା ମାଗିଛନ୍ତି। ଏହାପୂର୍ବରୁ ମୁକେଶ…

ସୂଚନା କମିଶନ ପଦବୀ ପୂରଣ କର

ନୂଆଦିଲ୍ଲୀ,୩୧ା୧୦: କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ଗୁଡ଼ିକରେ ଖାଲିଥିବା ପଦବୀଗୁଡ଼ିକୁ ପୁରଣ କରିବା ପାଇଁ ପଦକ୍ଷେପ ନେବା ସକାଶେ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟଥା ୨୦୦୫ରେ ପ୍ରଣୀତ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?