ଚାଇନାରେ ସ୍କୁଲ ପାଠ୍ୟକ୍ରମକୁ ନେଇ ସୋସିଆଲ ମିଡିଆରେ ବିତର୍କ: ଉତ୍ତେଜକ ପୋଷାକ ଯୋଗୁ ବଢୁଛି ଯୌନ ଉତ୍ପୀଡନ …
ବେଜିଂ,୧୫।୮ : ଚାଇନାରେ ଏକ ସ୍କୁଲ ପାଠ୍ୟକ୍ରମକୁ ନେଇ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ପାଠ୍ୟକ୍ରମରେ ଯୌନ ଉତ୍ପୀଡ଼ନ ବିଷୟରେ କୁହାଯାଇଛି । ଝିଅମାନେ ଉତ୍ତେଜକ ପୋଷାକ ପିନ୍ଧିବା ଯୋଗୁ ଯୌନ ଉତ୍ପୀଡନ ବୃଦ୍ଧି ପାଉଥିବା ଏଥିରେ ଦର୍ଶାଯାଇଛି।…
ସ୍ବାଧୀନତା ଦିବସ: ବିଦେଶରୁ ଅଭିନନ୍ଦନର ସୁଅ…
ନୂଆଦିର୍ଲ୍ଲୀ,୧୫।୮ : ଭାରତ ଚଳିତ ବର୍ଷ ଏହାର ୭୭ ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଶମ ଥର ପାଇଁ ଲାଲ କିଲ୍ଲାରୁ ସମ୍ବୋଧିତ କରିଛନ୍ତି। ସ୍ବାଧୀନତା ଦିବସ ଅବସରରେ ବିଦେଶରୁ ଅଭିନନ୍ଦନର…
‘ବଲ ଆମ କୋର୍ଟରେ ଅଛି ତେଣୁ ସୁଯୋଗ ହାତଛଡା କରିବା ଉଚିତ ନୁହେଁ’, କାହିଁକି ଏମିତି କହିଲେ ମୋଦି
ନୂଆrଦିଲ୍ଲୀ,୧୫।୮: ଦେଶର ୭୭ତମ ସ୍ବାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପୂର୍ଣ୍ଣ ଉତ୍ସାହ ଏବଂ ଆଶା ସହିତ ରେଡ ଫୋର୍ଟରୁ ତାଙ୍କର ଦଶମ ଭାଷଣ ଦେଇଥିଲେ। ୨୦୨୪ରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ରେଡ ଫୋର୍ଟରୁ ଏହା ମୋଦିଙ୍କର…
୭୭ ତମ ସ୍ବାଧିନତା ଦିବସରେ ପ୍ରଥମ ଥର ଦିଆଗଲା ସ୍ବଦେଶୀ ତୋପ ସଲାମି
ନୂଆଦିଲ୍ଲୀ,୧୫।୮: ଦେଶ ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରତିବର୍ଷ ପରି ସ୍ବାଧୀନତା ଦିବସରେ ୨୧ ତୋପ ସଲାମି ଦିଆଯାଇଥିଲା, କିନ୍ତୁ ଏହା ପ୍ରଥମ ଥର ପାଇଁ ଏକ ସ୍ବଦେଶୀ ତୋପ ସହିତ ଅଭିବାଦନ ଗ୍ରହଣ କରାଯାଇଥିଲା। ସ୍ବାଧୀନତା ଦିବସରେ…
ବିଶ୍ୱକର୍ମା ଜୟନ୍ତୀରେ ଏହି ଯୋଜନା ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ, ଏମାନଙ୍କୁ ମିଳିବ ଲାଭ
ନୂଆଦିଲ୍ଲୀ,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ, ସେ ସୁନା କାରିଗର, କାର୍ପେଟର, ରାଜମିସ୍ତ୍ରୀ, ଭଣ୍ଡାରୀ, ହସ୍ତଶିଳ୍ପୀ ଶ୍ରେଣୀକୁ ନୂତନ ଶକ୍ତି ଦେବାକୁ ଯାଉଛନ୍ତି। ଏଥିପାଇଁ…
ଆସନ୍ତାବର୍ଷ ପୁଣି ଆସିବି: ଲାଲକିଲାରୁ ପ୍ରଧାନମନ୍ତ୍ରୀଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୯୦ ମିନିଟରୁ ଅଧିକ ସମୟ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଏବଂ ମଣିପୁର ବିଷୟରେ କହିଛନ୍ତି। ଏଥିସହିତ ରାଜନୈତିକ ବିରୋଧୀଙ୍କୁ…
ଅର୍ଥନୀତିରେ ଓଡ଼ିଶା ସମୃଦ୍ଧ ହୋଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଥମେ ସ୍ବାଧୀନତା ସଂଗ୍ରାମୀ ଏବଂ ଶହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ବାଧୀନତା…
ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ…
‘୧୦୦୦ବର୍ଷର ଦାସତ୍ୱ, ଭବିଷ୍ୟତର ଭବ୍ୟ ଭାରତ ମଧ୍ୟରେ ଠିଆ ହୋଇଛି ଦେଶ’: ମୋଦି
ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ହଜିଯାଇଥିବା ଐତିହ୍ୟ ଏବଂ ସମୃଦ୍ଧ ସମୃଦ୍ଧତାକୁ ପୁନରୁଦ୍ଧାର କରିବା ଏବଂ ଆଗାମୀ ଏକ ହଜାର ବର୍ଷ ପାଇଁ ଦିଗ ନିର୍ଦ୍ଧାରଣ କରିବା। ବୁଧବାର ଅଗଷ୍ଟ ୧୫ରେ…
ଲାଲ କିଲାରେ ମଣିପୁର ପ୍ରସଙ୍ଗ ଉଠାଇଲେ ମୋଦି, କହିଲେ ଶାନ୍ତିରୁ ବାହାରିଥାଏ ସମାଧାନର ରାସ୍ତା
ନୂଆଦିଲ୍ଲୀ,୧୫।୮: ସାରା ଦେଶ ମଙ୍ଗଳବାର ପାଳନ କରୁଛି ୭୭ ତମ ସ୍ବାଧିନତା ଦିବସ। ୭୭ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡ ଫୋର୍ଟରୁ କ୍ରମାଗତ ଦଶମ ଥର ଲାଗି ତ୍ରିରଙ୍ଗା ଉଡାଇଛନ୍ତି। ଏହା ପରେ ସେ ଦେଶବାସୀଙ୍କୁ ସମ୍ବୋଧିତ…
ରାଜଘାଟ ପରେ ଲାଲକିଲା ପହଞ୍ଚିଲେ ମୋଦି
ନୂଆଦିଲ୍ଲୀ,୧୫।୮: ଦେଶର ୭୭ ତମ ସ୍ବାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ରାଜ ଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ ସେ ଲାଲ କିଲାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର…
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ସମଗ୍ର ଦେଶ ଦେଶପ୍ରେମରେ ପରିପୂର୍ଣ୍ଣ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି…
Archives


