ଇସ୍ରୋର ସୌର ମିଶନ: ୪ମାସ ପର୍ଯ୍ୟନ୍ତ ଯାତ୍ରା କରିବ ‘ଆଦିତ୍ୟ ଏଲ୍-୧’
ବେଙ୍ଗାଲୁରୁ,୩୧ା୮: ଇସ୍ରୋର ପ୍ରଥମ ସୌର ମିଶନ ଆଦିତ୍ୟ ଏଲ୍-୧ ସେପ୍ଟେମ୍ବର ୨ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଲଞ୍ଚ ହେବାର କାର୍ଯ୍ୟକ୍ରମ ରହିଛି। ଗତ ସପ୍ତାହରେ ଚନ୍ଦ୍ରପୃଷ୍ଠର ସାଉଥ୍ ପୋଲ୍ରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂର ଉଲ୍ଲେଖନୀୟ ସଫଳତା ପରେ ମହାକାଶଯାନ ‘ଆଦିତ୍ୟ’ ୨ ତାରିଖ…
ଭୟଙ୍କର ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ୫୨ ଜଣ
ଜୋହାନ୍ସବର୍ଗ,୩୧ା୮: ଗୁରୁବାର ଦକ୍ଷିଣ ଆଫ୍ରିକାର କେନ୍ଦ୍ରୀୟ ଜୋହାନ୍ସବର୍ଗର ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୫୨ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ ଜରୁରୀକାଳିନ ସେବା ପଠାଯାଇଥିଲା। ଜରୁରୀକାଳିନ ପରିଚାଳନା ସେବା ମୁଖପାତ୍ର ରବର୍ଟ ମୁଲାଉଡି ଜଣେ…
‘ଜମ୍ମୁ କଶ୍ମୀରରେ ଖୁବଶୀଘ୍ର ହୋଇପାରେ ନିର୍ବାଚନ’
ନୂଆଦିଲ୍ଲୀ,୩୧।୧: ସୁପ୍ରିମକୋର୍ଟରେ ଧାରା ୩୭୦ ଉପରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ତରଫରୁ ନିଜ ପକ୍ଷ ରଖାଯାଇଛି। ଖୁବ ଶୀଘ୍ର ଜମ୍ମୁ କଶ୍ମୀରରେ ନିର୍ବାଚନ ଘୋଷଣା ହୋଇପାରିବ ବୋଲି କେନ୍ଦ୍ର କହିଛି। କେନ୍ଦ୍ର କହିଛି ଯେ, ଜମ୍ମୁ କଶ୍ମୀରରେ ତିନୋଟି ନିର୍ବାଚନ…
ବିବାହ ପାଇଁ ପୁରୋହିତ ଜରୁରୀ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୧ା୮: ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତି ସମ୍ପର୍କରେ ସୁପ୍ରିମକୋର୍ଟ ଏକ ନୂତନ ନିର୍ଦ୍ଦେଶ ଜାରି କରିଛନ୍ତି। ଯେଉଁଥିରେ କୁହାଯାଇଛି, ଅପରିଚିତ ବ୍ୟକ୍ତିଙ୍କ ସାମ୍ନାରେ ଗୁପ୍ତ ଭାବରେ କରାଯାଇଥିବା ବିବାହ ହିନ୍ଦୁ ବିବାହ ଆଇନ ଅନୁଯାୟୀ ବୈଧ ନୁହେଁ। ଏହି ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟ…
‘ଇଣ୍ଡିଆ’ର ତୃତୀୟ ବୈଠକ: ସଭା ସ୍ଥାନ ବାହାରେ ଲାଗିଲା ସାଫ୍ରନ୍ ପତାକା
ମୁମ୍ବାଇ,୩୧ା୮: ବିରୋଧୀ ବ୍ଲକ୍ ଇଣ୍ଡିଆନ୍ ନ୍ୟାଶନାଲ ଡେଭେଲପ୍ମେଣ୍ଟାଲ ଇନ୍କ୍ଲୁସିଭ୍ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେଉଛି। ଏହାପୂର୍ବରୁ ବିମାନବନ୍ଦର ଏବଂ ସଭା ସ୍ଥାନ ବାହାରେ ସାଫ୍ରନ୍ ପତାକା ଲଗାଯାଇଛି। ଏହି ପତାକାକୁ ଉଦ୍ଧବ ଠାକରେ ଗୋଷ୍ଠୀ(ୟୁବିଟି) ଲଗାଇ…
ଅରବିନ୍ଦର ସିଂ ଲଭଲି ହେଲେ ଦିଲ୍ଲୀ କଂଗ୍ରେସର ନୂଆ ଅଧ୍ୟକ୍ଷ
ନୂଆଦିଲ୍ଲୀ,୩୧।୮: କଂଗ୍ରେସ ଗୁରୁବାର ଦିଲ୍ଲୀର ନୂତନ ଅଧ୍ୟକ୍ଷ ଘୋଷଣା କରିଛି। ଦଳ ଏବେ ଏହି ଦାୟିତ୍ୱ ଅନୀଲ ଚୌଧୁରୀଙ୍କ ସ୍ଥାନରେ ଅରବିନ୍ଦର ସିଂ ଲଭଲିଙ୍କୁ ଦେଇଛି। ଏନେଇ କଂଗ୍ରେସ ସୋସିଆଲ ମିଡିଆ ସାଇଟ ‘ଏକ୍ସ’ ସୂଚନା ଦେଇଛି। କଂଗ୍ରେସ ଏକ ପୋଷ୍ଟରେ…
ତାଣ୍ଡବ ରଚିଲା ‘ଇଡାଲିଆ’: ୮୫୦ରୁ ଅଧିକ ବିମାନ ଉଡ଼ାଣ ବାତିଲ
ଓ୍ବାଶିଂଟନ,୩୧ା୮: ଆମେରିକାର ଫ୍ଲୋରିଡାରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ଇଡାଲିଆ’ ବ୍ୟାପକ କ୍ଷତି ଘଟାଇଛି। ଗଲ୍ଫ କୋଷ୍ଟରେ ୫ ମିଟର ପର୍ଯ୍ୟନ୍ତ ଉପକୂଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଥିଲା। ପ୍ରବଳ ପବନ ଯୋଗୁ ଶହଶହ ଘର ନଷ୍ଟ କରି ଦେବା…
ଆମ ପ୍ରଧାନମନ୍ତ୍ରୀ ମୋଦି ଜିଙ୍କ ଠାରୁ ଅଧିକ ସଚ୍ଚୋଟ ହେବେ:ତେଜସ୍ବୀ
ମୁମ୍ବାଇ,୩୧।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପୂର୍ବରୁ ତାଙ୍କ ପିତା ଲାଲୁ ପ୍ରସାଦ ଯାଦବଙ୍କ ସହ ମୁମ୍ବାଇରେ ପହଞ୍ଚିଥିବା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ପ୍ରସାଦ ଯାଦବ କହିଛନ୍ତି ଯେ, ମୋଦିଙ୍କ ଅପେକ୍ଷା ଯିଏ…
ଅକ୍ସାଇ ଚୀନରେ ଚାଇନା ବଙ୍କର
ନୂଆଦିଲ୍ଲୀ,୩୧ା୮: ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ଠାରୁ ୭୦ କି.ମି. ଦୂରରେ ଅବସ୍ଥିତ ଅକ୍ସାଇ ଚୀନକୁ ଆକାଶମାର୍ଗ ଆକ୍ରମଣରୁ ରକ୍ଷା କରିବା ପାଇଁ ସେଠାରେ ବଙ୍କର ଓ ଭୂତଳ ଭିତ୍ତିଭୂମି ନିର୍ମାଣ କରିଚାଲିଛି ଚାଇନାର ପିପୁଲ୍ସ ଲିବରେଶନ୍ ଆର୍ମି (ପିଏଲ୍ଏ)। ଅକ୍ସାଇ ଚୀନର ୧୫…
୫ ରାଜ୍ୟରେ ବିଧାନସଭା ନିର୍ବାଚନ, ସେପ୍ଟେମ୍ବର ଶେଷ ସୁଦ୍ଧା ହୋଇପାରେ ଘୋଷଣା
ନୂଆଦିଲ୍ଲୀ,୩୦ା୮: ରାଜନୈତିକ ଦଳଗୁଡ଼ିକ ସହିତ ମଧ୍ୟପ୍ରଦେଶ, ଛତିଶଗଡ଼ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ସମ୍ପର୍କରେ ନିର୍ବାଚନ ଆୟୋଗ ମଧ୍ୟ ସକ୍ରିୟ ହୋଇଛନ୍ତି। ନିର୍ବାଚନ କମିଶନ ଏହି ସମସ୍ତ ରାଜ୍ୟରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ନିର୍ବାଚନ କମିଶନ ଛତିଶଗଡ଼…
ବନ୍ଦ ରହିବ ରାଜଧାନୀର ଏହି ୧୨ ରାସ୍ତା
ନୂଆଦିଲ୍ଲୀ,୩୦ା୮: ସେପ୍ଟେମ୍ବର ୮ରୁ ୧୦ପର୍ଯ୍ୟନ୍ତ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ସମ୍ମିଳନୀ ଯୋଗୁ ଦିଲ୍ଲୀ ପୋଲିସ ସମେତ ବିଭିନ୍ନ ସୁରକ୍ଷା ଏଜେନ୍ସି ଟ୍ରାଫିକ ପାଇଁ ଏକ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ସମ୍ମିଳନୀ ସମ୍ବନ୍ଧରେ ସାଧାରଣ ନାଗରିକମାନଙ୍କୁ…
୩ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୦ା୮(ଅନିଲ ଦାସ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରୁ ସେପ୍ଟେମ୍ବର ୨ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୩ ଓ…
Archives


