Home Middle

ମିଳିଲାନି ଲିଖିତ ପ୍ରତିଶ୍ରୁତି: ଆଜିଠୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୦ା୧୦ (ଅନିଲ ଦାସ):ରାଜ୍ୟ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିଲା ନାହିଁ। ଘରୋଇ ବସ୍‌ ମାଲିକ ସଂଘ ଡାକରାରେ ଶୁକ୍ରବାରଠାରୁ ସମଗ୍ର ରାଜ୍ୟରେ ବସ୍‌ ଧର୍ମଘଟ କରାଯିବ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବାରୁ ମାଲିକ ସଂଘ ବସ୍‌ ଧର୍ମଘଟ ନିଷ୍ପତ୍ତିରେ ଅଟଳ…

ବାଂଲାଦେଶ ବିପକ୍ଷରେ ବିଜୟ ହାସଲ କଲା ଭାରତ

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ଭାରତ ବାଂଲାଦେଶକୁ ୭ ଉଇକେଟ୍‌ରେ ପରାସ୍ତ କରି ବିଜୟୀ ହୋଇଛି। ସୂଚନାଯୋଗ୍ୟ, ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌…

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ

ନୂଆଦିଲ୍ଲୀ,୧୯।୨୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କୁ…

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ…

ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ଦଳ ପୁଣେରେ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଛି। ଫଳରେ ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌…

ନେତାନ୍ୟାହୁ କହିଲେ ଏହା ପୂରା ସଭ୍ୟ ସମାଜର ଲଢେଇ, ସୁନକ କହିଲେ ଆମେ ତୁମ ସହ ଅଛୁ

ଜେରୁଜେଲମ,୧୯।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ବିବାଦ ଆରମ୍ଭ ହେବାର ୧୩ ଦିନ ହୋଇଗଲାଣି। ଏପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରୁ ଚାଲିଥିବା ଆକ୍ରମଣରେ ପ୍ରାୟ ୫୦୦୦ ଲୋକ ପ୍ରାଣ ହରାଇଛନ୍ତି। ଇସ୍ରାଏଲରେ ହମାସ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୪୦୦ରୁ ଅଧିକ। ଅନ୍ୟପକ୍ଷରେ ଗାଜା…

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ସ୍ତ୍ରୀ ରାନ୍ଧି ନ ଜାଣିଲେ ଦିଆ ଯାଇ ପାରିବନି ଛାଡପତ୍ର: ହାଇକୋର୍ଟ…

ଥିରୁଭାନନ୍ତପୁରମ,୧୯।୧୦ : ସ୍ତ୍ରୀ ରାନ୍ଧି ନ ଜାଣିଥିବାରୁ ଏହାକୁ କ୍ରୁରତା ଦର୍ଶାଇ ଛାଡପତ୍ର ପାଇଁ ହୋଇଥିବା ଏକ ଆବେଦନକୁ କେରଳ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି ଯଦି ସ୍ତ୍ରୀ ରାନ୍ଧିବା ବିଷୟରେ ଜାଣି ନାହାଁନ୍ତି ତେବେ ଏହା କ୍ରୁରତା ବର୍ଗରେ…

ମଧ୍ୟପ୍ରଦେଶ ନିର୍ବାଚନୀ ରାଜନୀତିରେ ଗଙ୍ଗାଜଳର ଏଣ୍ଟ୍ରି, ବୋତଲରେ କମଲନାଥଙ୍କ ଫଟୋ…

ଭୋପାଳ,୧୯।୧୦ : ଏବେ ମଧ୍ୟପ୍ରଦେଶ ନିର୍ବାଚନୀ ରାଜନୀତିରେ ଗଙ୍ଗାଜଳର ଏଣ୍ଟ୍ରି କରିଛି। ଦମୋହରେ ନିର୍ବାଚନ ଆୟୋଗ କମଲ ନାଥଙ୍କ ଫଟୋ ଥିବା ଗଙ୍ଗାଜଳ ବୋତଲ ଉଦ୍ଧାର କରିଛନ୍ତି। ଏଭଳି ଘଟଣା ଭାଜପା ପାଇଁ ନୂଆ କଥା ନୁହେଁ। କିନ୍ତୁ, ସମାନ ମାର୍ଗ…

ମା’ ଝିଅଙ୍କୁ ବଳାତ୍କାର କରିବାକୁ ଧମକ ଦେଲେ ଭାଜପା ନେତା…

ଭୋପାଳ ,୧୯।୧୦ : ମଧ୍ୟପ୍ରଦେଶର ଦାମୋହରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ମହିଳା ଅଧିକାରୀ ଏବଂ ତାଙ୍କ ୬ବର୍ଷର ଝିଅଙ୍କୁ ବଳାତ୍କାର ହେବାର ଧମକ ଦିଆଯାଇଛି। ଦମୋହରେ ଜଣେ ମହିଳା ଅଧିକାରୀ ଭୟରେ କାମ ଛାଡି ପୋଲିସ…

ଇସ୍ରାଏଲରେ ପହଞ୍ଚିଲେ ଋଷି ସୁନକ

ଲଣ୍ଡନ,୧୯ା୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଗୁରୁବାର ଇସ୍ରାଏଲରେ ପହଞ୍ଚି ହମାସ୍‌ ସହ ଦେଶର ଯୁଦ୍ଧ ବିଷୟରେ ଆଲୋଚନା କରିଛନ୍ତି। ପୂର୍ବରୁ ଟୁଇଟର ଭାବେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ ରେ ସୁନକ ଲେଖିଛନ୍ତି, ମୁଁ ଇସ୍ରାଏଲରେ ଅଛି, ଦୁଃଖରେ…

ବଂଶବାଦ ରାଜନୀତି ନେଇ କଂଗ୍ରେସର ଜବାବ , ପିତାଙ୍କ ସମ୍ପତ୍ତି ଉପରେ ପୁଅଙ୍କର ଥାଏ ଅଧିକାର…

ନୂଆଦିଲ୍ଲୀ,୧୯।୧୦ : ଭାଜପା ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଉପରେ ବଂଶବାଦ ରାଜନୀତି ଅଭିଯୋଗ ଅଣାଯିବା ପରେ କଂଗ୍ରେସ ନେତା ରାଜମଣି ପଟେଲ ଏହାର ଜବାବ ଦେଇଛନ୍ତି। ସେ କହିଛନ୍ତି ଗାନ୍ଧୀ ପରିବାର ପିଢ଼ି ପରେ ପିଢ଼ି ଦେଶ ଶାସନ କରିଆସୁଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?