ରାତିରେ ଖୋଲିବ ନନ୍ଦନକାନନ
ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା ଉଠାପାରିବେ…
ଚନ୍ଦ୍ର ମିଶନ ସଫଳ
ଭାରତର ତୃତୀୟ ଲୁନାର ମିଶନ୍ ଚନ୍ଦ୍ରୟାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ନୂଆ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରର ଏହି ଦୂର ପାର୍ଶ୍ୱରେ ଅବତରଣ କରିବାରେ ଭାରତ ପ୍ରଥମ ଦେଶ। ପୂର୍ବରୁ ସୋଭିଏଟ୍ ରୁଷ, ଆମେରିକା ଓ…
ରୁଷିଆରେ ବିମାନ ଦୁର୍ଘଟଣା: ୧୦ ମୃତ
ମସ୍କୋ,୨୪।୮: ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ୍ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜ୍ନେସ୍ ଜେଟ୍ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର ମୁଖ୍ୟ…
ସଞ୍ଜୟ ମିଶ୍ରାଙ୍କୁ ଥଇଥାନ ମସୁଧା
ନୂଆଦିଲ୍ଲୀ,୨୪ା୮ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): କେନ୍ଦ୍ର ସରକାର ଭାରତର ମୁଖ୍ୟ ତଦନ୍ତ ଅଧିକାରୀ (ସିଆଇଓ) ନାମରେ ଏକ ନୂଆ ପଦବୀ ସୃଷ୍ଟି କରିବାକୁ ଯାଉଛନ୍ତି। ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଢାଞ୍ଚାରେ ସୃଷ୍ଟିହେବାକୁ…
ବର୍ଷକୁ ୨ ଥର ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ,୨୪ା୮ : ଏଣିକି ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ହେବ। ପରୀକ୍ଷାରେ ସବୁଠୁ ଭଲ ନମ୍ବର ରଖିବା ପାଇଁ ପିଲାମାନଙ୍କ ପାଖରେ ବିକଳ୍ପ ରହିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗୋଟିଏ ଭାଷା ପରିବର୍ତ୍ତେ ଦୁଇଟି ଭାଷା ପଢ଼ିବେ ବୋଲି…
ଚନ୍ଦ୍ରରେ ଭାରତ, ଦେଶବାସୀ ଗର୍ବିତ
ନୂଆଦିଲ୍ଲୀ,୨୪ା୮: ଯାହାକୁ ଅଗଣିତ ଦେଶବାସୀ ଅପେକ୍ଷା କରିଥିଲେ, ଯାହା ଉପରେ ସମଗ୍ର ବିଶ୍ୱର ନଜର ରହିଥିଲା, ସେହି ଐତିହାସିକ ମୁହୂର୍ତ୍ତ ଉପନୀତ। ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍ରେ ଚନ୍ଦ୍ରରେ ପାଦ ଥାପିବାରେ ସକ୍ଷମ ହୋଇଛି ଭାରତ। ଭାରତୀୟ ମହାକାଶ ଗବେଷଣା…
ଇସ୍ରୋ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଲେ ନବୀନ
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି। ଏହି ଅବିସ୍ମରଣୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ଐତିହାସିକ…
ଚନ୍ଦ୍ରୟାନ-୩ ମିଶନରୁ ଭାରତକୁ କ’ଣ ଲାଭ ମିଳିବ ଜାଣନ୍ତୁ…
ନୂଆଦିଲ୍ଲୀ,୨୩ା୮: ଚନ୍ଦ୍ରୟାନ-୩ ମିଶନ ଆଜି ସଫଳତା ହାସଲ କରିଛି। ତେବେ ଏହି ମିଶନରୁ ଭାରତ କ’ଣ ଲାଭବାନ ହେବ ସେ ସମ୍ପର୍କରେ ଜାଣନ୍ତୁ… ଏହା ଦ୍ୱାରା ବୈଜ୍ଞାନିକମାନେ ଚନ୍ଦ୍ରର ବାୟୁମଣ୍ଡଳ ବିଷୟରେ ସୂଚନା ପାଇବେ। ଆଉ ମଧ୍ୟ ଏକ ପ୍ରଶ୍ନ ମନରେ…
ଆମେ ଚନ୍ଦ୍ର ଉପରେ ପାଦ ରଖିଛୁ: ଇସ୍ରୋ ମୁଖ୍ୟ
ଶ୍ରୀହରିକୋଟା,୨୩।୮: ବୁଧବାର ଭାରତ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରୟାନ-୩ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଛି। ଏହା ଉପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଆମେ ଚନ୍ଦ୍ରରେ…
ଭାରତର ଐତିହାସିକ ମିଶନକୁ ସଫଳ କରିବାରେ ନାସା, ଇସାର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟାରେ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛି। ଇସ୍ରୋ ଦ୍ୱାରା ଚନ୍ଦ୍ରରେ ସଫଳ ଅବତରଣ ସହିତ ଭାରତ ଇତିହାସ ରଚିଛି। ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହୋଇପାରିଛି। କିନ୍ତୁ…
ଏହି କ୍ଷଣ ଅବିସ୍ମରଣୀୟ: ମୋଦି
ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩ା୮: ବୁଧବାର ସନ୍ଧ୍ୟାରେ ଇତିହାସ ରଚିଛି ଭାରତ। ଇସ୍ରୋର ଚନ୍ଦ୍ରୟାନ-୩ ସୁରକ୍ଷିତ ଭାବରେ ଚନ୍ଦ୍ରର ସାଉଥ୍ପୋଲ ବା ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ କରିଛି। ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ସେଠାରୁ ଇସ୍ରୋ ବୈଜ୍ଞାନିକ ଏବଂ…
ଇତିହାସ ରଚିଲା ଭାରତ: ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କଲା ଚନ୍ଦ୍ରୟାନ-୩
ଶ୍ରୀହରିକୋଟା,୨୩।୮: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରି ଚନ୍ଦ୍ରୟାନ-୩ ଇତିହାସ ରଚିଛି। ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ଭାରତୀୟ ସମୟ ସନ୍ଧ୍ୟା ୬.୦୪ରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍ଏମ୍) ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଚନ୍ଦ୍ରର…
Archives


