Home Middle

ହିନ୍ଦୁଙ୍କ ବିରୋଧରେ ବଢୁଥିବା ଘୃଣାକୁ ନେଇ ଉଦବେଗ ପ୍ରକାଶ କଲେ ଭାରତୀୟ-ଆମେରିକୀୟ

ଓ୍ବାଶିଂଟନ,୨୯।୯: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ଉପରେ ଅଭିଯୋଗ କରିବା ପରେ ବିବାଦ ବଢିବାରେ ଲାଗିଛି। ହିନ୍ଦୁମାନଙ୍କୁ କ୍ରମାଗତ ଭାବରେ କାନାଡାରେ ଧମକ ଦିଆଯାଉଛି। ଏଭଳି ପରିସ୍ଥିତିରେ ଭାରତୀୟ-ଆମେରିକୀୟ ଗୋଷ୍ଠୀ କାନାଡାରେ ହିନ୍ଦୁମାନଙ୍କ ପ୍ରତି ବଢୁଥିବା ଘୃଣାର ଘଟଣାକୁ ନିନ୍ଦା…

୧୧ ୟୁକ୍ରେନ ଡ୍ରୋନ୍‌ ଖସାଇଲା ରୁଷିଆ

ମସ୍କୋ,୨୯ା୯: ରୁଷିଆ- ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ ଥମିବାର ନାଁ ନେଉନି। ପରସ୍ପର ପରସ୍ପର ପ୍ରତି ଆକ୍ରମଣ ପ୍ରତି ଆକ୍ରମଣ ଜାରି ରଖିଛନ୍ତି। ଗୁରୁବାର ଦିନରେ ୟୁକ୍ରେନ ରୁଷିଆର ୩୪ଟି ଡ୍ରୋନ୍‌ ନଷ୍ଟ କରିଥିବା ବେଳେ…

ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ହେବେ କି ବସୁନ୍ଧରା

ଜୟପୁର,୨୯।୯: ରାଜସ୍ଥାନରେ ଚଳିତ ବର୍ଷ ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ଏହାକୁ ନେଇ ସାରା ରାଜ୍ୟରେ ରାଜନୀତି ହୋଇଛି ସରଗରମ।ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜସ୍ଥାନର ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ…

ଲାଇଭ୍‌ ଶୋ’ରେ ବିଧା, ଗୋଇଠା ମରାମରି, ଭିଡିଓ ଦେଖିଲେ…

ଇସଲାମାବାଦ,୨୯ା୯: ପାକିସ୍ତାନ ମୁସ୍‌ଲିମ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌ଏନ୍‌)ର ଜଣେ ନେତା ତଥା ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ସହ ଜଡ଼ିତ ଜଣେ ବିଶିଷ୍ଟ ବ୍ୟକ୍ତି ଲାଇଭ୍‌ ଶୋ’ରେ ଧକ୍କା ଦେବା ପରେ ପାକିସ୍ତାନୀ ନ୍ୟୁଜ୍‌ ଚ୍ୟାନେଲର ଏକ ଟିଭି ଷ୍ଟୁଡିଓ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା।…

୪୨% ପିଲା ଦିନକୁ ୪ ଘଣ୍ଟା ମୋବାଇଲରେ ବ୍ୟସ୍ତ

ନୂଆଦିଲ୍ଲୀ,୨୯ା୯ (ପି.ଟି.):୧୨ ବର୍ଷରୁ କମ୍‌ ଅନୂ୍ୟନ ୪୨ ପ୍ରତିଶତ ପିଲା ଦୈନିକ ୨ରୁ ୪ ଘଣ୍ଟା ସେମାନଙ୍କ ସ୍ମାର୍ଟ୍‌ଫୋନ୍‌ କିମ୍ବା ଟାବ୍‌ଲେଟ୍‌ରେ ବ୍ୟସ୍ତ ରହୁଥିବା ଏକ ସର୍ଭେରୁ ଜଣାପଡ଼ିଛି। ଅଧିକ ବୟସର ପିଲାମାନେ ଦିନକୁ ୪୭ ପ୍ରତିଶତ ସମୟ ସ୍ମାର୍ଟ୍‌ଫୋନ୍‌, ଟାବ୍‌ଲେଟ୍‌ରେ…

୧୫ ଜିଲାକୁ ଭୂମିକମ୍ପ ବିପଦ

ଭୁବନେଶ୍ୱର,୨୯ା୯(ଅନିଲ ଦାସ):ରାଜ୍ୟର ୧୫ ଜିଲାକୁ ଭୂମିକମ୍ପ ବିପଦ ରହିଛି। ସେହି ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର ଓ ମୟୂରଭଞ୍ଜ। କେନ୍ଦ୍ର ସରକାରଙ୍କ ଗୃହ ଓ…

ବିଶ୍ୱକପ୍‌ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ, ଅକ୍ଷରଙ୍କ ସ୍ଥାନରେ ସାମିଲ ହେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୮।୯: ଭାରତୀୟ ଦଳ ପରିଚାଳନା ଏବଂ ବିସିସିଆଇ ବିଶ୍ୱକପ୍‌ ପାଇଁ ନିଜ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଆହତ ଅକ୍ଷର ପଟେଲଙ୍କ ସ୍ଥାନରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ୧୫ ଜଣିଆ ଦଳରେ ସାମିଲ କରାଯାଇଛି। ଏସିଆ କପ୍‌ ସମୟରେ ଅକ୍ଷର ଆହତ ହୋଇଥିଲେ।…

୨ ଭାଜପା ବିଧାୟକ ବିଧାନସଭାରୁ ସସ୍‌ପେଣ୍ଡ

ଭୁବନେଶ୍ୱର,୨୮।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ବିଧାନସଭା ଅଧିବେଶନରେ ଗୃହର ମଧ୍ୟଭାଗକୁ ଚାଲିଆସି ଭାଜପା…

ଯଦି ଏଥର ଯାଞ୍ଚରେ କିଛି ନ ମିଳିଲା, ତେବେ କ’ଣ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୮।୯: ବାସଭବନ ନବୀକରଣ ମାମଲାରେ ସିବିଆଇ ତଦନ୍ତକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି, ଯଦି ଏଥର କିଛି ତଦନ୍ତରେ ନ ମିଳେ ତେବେ କ’ଣ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ। ଏହା…

ରମେଶ ବିଧୁରୀ-ଦାନିସ ଅଲି ବିବାଦକୁ ନେଇ ଆକ୍ସନ ମୁଡରେ ଓମ ବିର୍ଲା

ନୂଆଦିଲ୍ଲୀ,୨୮।୯: ନୂଆ ସଂସଦରେ ଅଶ୍ଳୀଳ ଭାଷାର ବ୍ୟବହାରକୁ ନେଇ ଲୋକ ସଭା ବାଚସ୍ପତି ଓମ ବିର୍ଲା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାଜପା ଏମପି ରମେଶ ବିଧୁରୀ ଏବଂ ବିଏସପି ଏମପି ଦାନିସ ଅଲିଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ମାମଲା ବର୍ତ୍ତମାନ ବିଶେଷାଧିକାର…

ରାଜସ୍ଥାନ-ତେଲଙ୍ଗାନା ଗସ୍ତ କରିବେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୮।୯: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ରାଜ୍ୟ ଗସ୍ତରେ ଯାଇ ପ୍ରସ୍ତୁତିର ଆକଳନ କରୁଛନ୍ତି। ନିର୍ବାଚନ ହେବାକୁ ଥିବା ରାଜ୍ୟରେ ପ୍ରସ୍ତୁତିର ଆକଳନ ପାଇଁ ଶୁକ୍ରବାରଠାରୁ ରାଜସ୍ଥାନକୁ ତିନି ଦିନିଆ ଗସ୍ତରେ ଯିବେ। ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରବୀଣ…

ଅଗଷ୍ଟରେ କ୍ରେଡିଟ କାର୍ଡରେ କାରବାର ହୋଇଛି ୧.୫ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୨୮।୯: ଭାରତରେ କ୍ରେଡିଟ କାର୍ଡର ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ସପିଂ ଠାରୁ ଆରମ୍ଭ କରି ଘର ଭଡା ଦେବା କାମ ମଧ୍ୟ କ୍ରେଡିଟ କାର୍ଡ ଦ୍ୱାରା ହୋଇପାରୁଛି। କ୍ରେଡିଟ କାର୍ଡ ମାଧ୍ୟମରେ ଲୋକମାନେ ଇଏମଆଇ ବି ଦେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri