Home Middle

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ କହିଛନ୍ତି, ଇରାନ ବହୁତ ଚତୁରତାର ସହିତ ଆଗକୁ ବଢ଼ୁଛି। ଏହା ଏକ ଏପରି…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ୩୫ ବର୍ଷ ବୟସରେ, ସେ ନେପାଳର ସବୁଠାରୁ କମ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ ଅବସରରେ କରାଯିବ। ଯାହା ୧୬୫ ବର୍ଷ ମଧ୍ୟରେ ପ୍ରଥମ। ୧୮୬୧ରୁ ଆମେରିକୀୟ ଡଲାର…

ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ…..

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ ଲକଡାଉନ ହେବାର ଗୁଜବ ସମ୍ପୂର୍ଣ୍ଣ…

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ସୁପ୍ରିମୋ ପୁଣିଥରେ ଦେଶବ୍ୟାପୀ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ ହୋଇଥିବା “ଜଗ ବସନ୍ତ” ନାମକ ଏକ ଜାହାଜ ଭାଡିନାର ବନ୍ଦରରେ ପହଞ୍ଚିଛି ।…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯ ଥିଲା। ଭୂକମ୍ପ ସକାଳ ୮.୩୧ରେ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଲେହ ନିକଟରେ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କକୁ ଯଥେଷ୍ଟ ହ୍ରାସ କରିଛନ୍ତି। ଗୁରୁବାର ଜାରି ହୋଇଥିବା ଏକ ସରକାରୀ ନିର୍ଦ୍ଦେଶ…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ ମିଡିଆର ଏକ ପୋଷ୍ଟରେ ଲେଖିଛନ୍ତି। ସେ ଲେଖିଛନ୍ତି, ଇରାନ ସରକାରଙ୍କ ଅନୁରୋଧରେ, ମୁଁ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୩(ପି.ଟି.): ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି । ଫଳରେ ଅନେକ ହଜାର ମହିଳା ଅସ୍ବାଭାବିକ ମୃତ୍ୟୁର ସମ୍ମୁଖୀନ ହେଉଛନ୍ତି। ଯୌତୁକ…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ଓ୍ବାଶିଂଟନ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକୀୟ ସୈନ୍ୟ ଆଗାମୀ ଦଶ ଦିନ ପାଇଁ ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?