Home Middle

ଶି’ ଜିନପିଙ୍ଗଙ୍କୁ ନେଇ ଏମିତି କହିଲେ ବାଇଡେନ

ଓ୍ବାଶିଂଟନ,୧ା୯: ଭାରତର ରାଜଧାନୀ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଜି-୨୦ଶିଖର ସମ୍ମିଳନୀରେ ଶି’ ଜିନପିଙ୍ଗ ଯୋଗ ଦେବେ ବୋଲି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଆଶା ପ୍ରକଟ କରିଛନ୍ତି। ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ…

ସିଙ୍ଗାପୁରରେ ନବମ ରାଷ୍ଟ୍ରପତି ପାଇଁ ନିର୍ବାଚନ ଆରମ୍ଭ, ରେସରେ ଭାରତୀୟ ମୂଳ ବାସିନ୍ଦା ଥର୍ମନ ଶନମୁଗରତ୍ନମ

ସିଙ୍ଗାପୁର,୧।୯: ସିଙ୍ଗାପୁରବାସୀ ଗୋଟିଏ ଦଶକରୁ ଅଧିକ ସମୟ ପରେ ଦେଶର ନବମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ଭୋଟ ଦେଉଛନ୍ତି। କୁହାଯାଉଛି ଯେ ଏହି ନିର୍ବାଚନରେ ଏକ ତ୍ରିକୋଣୀୟ ପ୍ରତିଯୋଗିତା ରହିଛି, ଯେଉଁଥିରେ ସିଙ୍ଗାପୁରରେ ଜନ୍ମିତ ପୂର୍ବତନ ଭାରତୀୟ ମନ୍ତ୍ରୀ ଥର୍ମନ…

ପୂର୍ବତନ ଏମ୍‌ପିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧ା୯: ୧୯୯୫ର ଡବଲ ମର୍ଡର ମାମଲାରେ ପୂର୍ବତନ ଆରଜେଡି ଏମ୍‌ପି ପ୍ରଭୁନାଥ ସିଂଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ପ୍ରଭୁନାଥ ଏବଂ ବିହାର ସରକାର ପୀଡ଼ିତଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କୋର୍ଟଙ୍କ…

ଆଦିତ୍ୟ- ଏଲ୍‌୧ ମିଶନ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ,୧।୯: ଚନ୍ଦ୍ରୟାନ-୩ ସଫଳ ଅବତରଣ ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ବର୍ତ୍ତମାନ ମହାକାଶର ଆହୁରି ଭିତରକୁ ଯିବାକୁ ପ୍ରସ୍ତୁତ। ଏଥର ଆଖି ସୂର୍ଯ୍ୟଙ୍କ ଉପରେ ଅଛି, ଯେଉଁଥି ପାଇଁ ଇସ୍ରୋ ସେପ୍ଟେମ୍ବର ୨ରେ ଆଦିତ୍ୟ- ଏଲ୍‌୧ ମିଶନର ଲଞ୍ଚ୍‌…

ଜି ୨୦ ସମ୍ମିଳନୀ ପାଇଁ ‘ବୁଲେଟ ପ୍ରୁଫ’ ହେଲା ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ,୧।୯: ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ଆସୁଥିବା ୨୯ଟି ଦେଶର ରାଷ୍ଟ୍ରାଧ୍ୟକ୍ଷ ତଥା ଆନ୍ତର୍ଜାତୀୟ ସଂଗଠନର ଅଧିକାରୀଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ପୋଲିସର ସମସ୍ତ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ଦିନରାତି କାର୍ଯ୍ୟ କରୁଛନ୍ତି। ହୋଟେଲଗୁଡିକର ସମସ୍ତ ୱିଣ୍ଡୋରେ ବୁଲେଟପ୍ରୁଫ…

ମହଙ୍ଗା ହେଲା ପେଟ୍ରୋଲ, ଡିଜେଲ ଦର

ଇସଲାମାବାଦ,୧ା୯: ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଥିବା ପାକିସ୍ତାନ ପୁଣି ଥରେ ଆର୍ଥିକ ସମସ୍ୟାରେ ପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର କାମଚଳା ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୪.୯୧ ଟଙ୍କା ଏବଂ ହାଇ ସ୍ପିଡ୍‌ ଡିଜେଲ (HSD) ଲିଟର ପିଛା ୧୮.୪୪…

ପୁଣି କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୯: ସରକାର ଘରୋଇ ଗ୍ୟାସ୍‌ ପରେ ବର୍ତ୍ତମାନ କମର୍ସିଆଲ୍‌ ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ୧୯ କେଜି କମର୍ସିଆଲ୍‌ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୫୮ ଟଙ୍କା ହ୍ରାସ କରାଯାଇଛି। ଏହା ଆଜିଠାରୁ ଲାଗୁ ହେବ। କିଛି ଦିନ ପୂର୍ବରୁ ଘରୋଇ…

୨୨ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,୧ା୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ଏହି ଅଧିବେଶନରେ…

ଜୁରିକ ଡାଇମଣ୍ଡ ଲିଗ୍‌: ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ

ନୂଆଦିଲ୍ଲୀ,୧ା୯: ଜୁରିକ ଡାଇମଣ୍ଡ ଲିଗରେ ଭାରତର ତାରକା ଜାଭେଲିନ ଥ୍ରୋ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ ସହ ସନ୍ତୁଷ୍ଟ ହେବାକୁ ପଡିଛି। ସେ ୮୫.୭୧ ମିଟରର ସର୍ବଶ୍ରେଷ୍ଠ ପ୍ରୟାସ ସହିତ ରୌପ୍ୟ ପଦକ ଜିତିଥିଲେ। ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଥିବା ନୀରଜ…

ଆମେରିକାର ଜର୍ଜିଆରେ ଅକ୍ଟୋବରକୁ ‘ହିନ୍ଦୁ ହେରିଟେଜ ମାସ’ ଘୋଷଣା

ନ୍ୟୁୟର୍କ,୩୧।୮: ଆମେରିକାର ଜର୍ଜିଆ ରାଜ୍ୟ ଆନୁଷ୍ଠାନିକ ଭାବେ ଅକ୍ଟୋବରକୁ ହିନ୍ଦୁ ହେରିଟେଜ ମାସ ଭାବରେ ଘୋଷଣା କରିଛି। ରାଜ୍ୟରେ ହିନ୍ଦୁ-ଆମେରିକୀୟ ସମ୍ପ୍ରଦାୟର ଅବଦାନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଜର୍ଜିଆର ହିନ୍ଦୁ ସଂଗଠନଗୁଡ଼ିକ ଦୀର୍ଘ ସମୟ ଧରି ଏହା ଦାବି…

ପାକିସ୍ତାନରେ ଫେବୃୟାରୀ ମଧ୍ୟରେ ହେବ ନିର୍ବାଚନ, ରାଜନୈତିକ ଦଳଙ୍କୁ କଥା ଦେଲେ ନିର୍ବାଚନ କମିଶନ

ଇସଲାମାବାଦ,୩୧।୮: ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ସମ୍ପର୍କରେ ରାଜନୈତିକ ଦଳମାନେ ସରକାର ଏବଂ ପାକିସ୍ତାନର ନିର୍ବାଚନ ଆୟୋଗ ଉପରେ ଲଗାତାର ଚାପ ପକାଉଛନ୍ତି। ଶହବାଜ ସରକାର ସମୟ ପୂର୍ବରୁ ଭାଙ୍ଗିଗଲା, ଏହି କାରଣରୁ ୯୦ଦିନ ମଧ୍ୟରେ ନିର୍ବାଚନ କରିବା ବାଧ୍ୟତାମୂଳକ…

‘ଇଣ୍ଡିଆ’ ବୈଠକରେ ସାମିଲ ହେବାକୁ ମୁମ୍ବାଇରେ ପହଞ୍ଚିଲେ ଅଖିଳେଶ

ମୁମ୍ବାଇ,୩୧।୮: ଲୋକ ସଭା ନିର୍ବାଚନ ପୂର୍ବରୁ ଗଠିତ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଦୁଇ ଦିନିଆ ବୈଠକ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଚାଲିବ। ‘ଇଣ୍ଡିଆ’ର ବୈଠକରେ ସାମିଲଦେବା ପାଇଁ ଏସପି ମୁଖ୍ୟ ଅଖିଳେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri