Home Middle

ୟୁକ୍ରେନ ଉପରେ ଡ୍ରୋନ ଆକ୍ରମଣ କଲା ରୁଷିଆ: ୬ ବର୍ଷର ଶିଶୁ ସମେତ ୪୯ ମୃତ

କିଭ୍‌,୫।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବାର ନାଁ ନେଉନାହିଁ। ଏହି ସମୟରେ ରୁଷିଆ ଗୁରୁବାର ୟୁକ୍ରେନର ଅନେକ ଅଞ୍ଚଳକୁ ଡ୍ରୋନ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୬ ବର୍ଷର ଶିଶୁ ସମେତ ଅତି କମରେ ୪୯ ଜଣଙ୍କର…

ବୈଦେଶିକ ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୟାନ, ଭାରତରେ ଅଛନ୍ତି ଅଧିକ କାନାଡା କୁଟନୀତିଜ୍ଞ

ନୂଆଦିଲ୍ଲୀ,୫।୧୦: ଖାଲିସ୍ତାନୀ ସମର୍ଥକ ହାର୍ଦ୍ଦିକ ସିଂ ନିଜ୍ଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଜାରି ରହିଛି। ଏହି ସମୟରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି ଯେ ଭାରତରେ ଅଧିକ କାନାଡିୟ କୂଟନୀତିଜ୍ଞ ଅଛନ୍ତି। ଏଭଳି…

୫ ଦିନିଆ ଇଡି ରିମାଣ୍ଡରେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୧୦: ଆମ ଆଦମୀ ପାର୍ଟି(ଏଏପି)ନେତା ସଞ୍ଜୟ ସିଂଙ୍କୁ ଗୁରୁବାର ରୌଜ୍‌ ଏଭେନ୍ୟୁ କୋର୍ଟ ୫ ଦିନିଆ ରିମାଣ୍ଡରେ ପଠାଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)୧୦ ଦିନର ରିମାଣ୍ଡ ମାଗିଥିଲା, ହେଲେ କୋର୍ଟ ଇଡିକୁ ୫ ଦିନର ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି। ଦିଲ୍ଲୀ…

ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନ୍‌ର ବିଜୟ ଟାର୍ଗେଟ୍‌

ଅହମ୍ମଦାବାଦ,୫।୧୦: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଦିନିକିଆ ବିଶ୍ୱକପର ୧୩ତମ ସଂସ୍କରଣର ଗୁରୁବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ପ୍ରଥମ ବ୍ୟାଟିଂ କରିଥିବା ଇଂଲଣ୍ଡ ଦଳ ନିର୍ଦ୍ଧାରିତ…

ସାହିତ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା

ଷ୍ଟକହୋମ,୫।୧୦: ସାହିତ୍ୟ ପାଇଁ ଗୁରୁବାର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ନରଓ୍ବେ ସାହିତି୍ୟକ ଜନ ଫୋସେଙ୍କୁ ତାଙ୍କର ଅଭିନବ ନାଟକ ଏବଂ ଗଦ୍ୟ, ଯାହା ଅଜ୍ଞାତର ସ୍ବର ହୋଇଯାଏ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଗତକାଲି କ୍ୱାଣ୍ଟମ୍‌ ଡଟ୍‌ସ…

ସାହିତ୍ୟ ପାଇଁ ଜନ ଫୋସେଙ୍କୁ ନୋବେଲ

ଷ୍ଟକହୋମ,୫।୧୦: ସାହିତ୍ୟ ପାଇଁ ୨୦୨୩ର ନୋବେଲ ପୁରସ୍କାର ଘୋଷଣା ହୋଇଛି। ନରଓ୍ବେ ଲେଖକ ଫୋସେଙ୍କୁ ତାଙ୍କ ନାଟକ ଓ ଗଦ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଚଳିତ ବର୍ଷର ସାହିତ୍ୟରେ ନୋବେଲ ପୁରସ୍କାର ବିଜେତା ଜନ ଫୋସେ ଉପନ୍ୟାସକୁ ଏକ…

‘ମୋଦି ନିର୍ବାଚନ ହାରୁଛନ୍ତି…ସେଥିପାଇଁ ଏମିତି କରୁଛନ୍ତି’, ନିଜ ଗରିଫକୁ ନେଇ କହିଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୧୦: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ରାଜ୍ୟ ସଭା ଏମପି ତଥା ଆମ ଆଦମୀ ପାର୍ଟିର ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଛି। ତାଙ୍କୁ ରିମାଣ୍ଡରେ…

ୟୁକ୍ରେନ ଉପରେ ପୁଣି ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

କିଭ୍‌,୫ା୧୦: ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୟୁରୋପୀୟ ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ସ୍ପେନ ଯାତ୍ରା କରିଥିବା ବେଳେ ଏହି ସମୟରେ ରୁଷିଆ ୟୁକ୍ରେନ ଉପରେ ଅଧିକ ଡ୍ରୋନ ଆକ୍ରମଣ କରିଛି। ୟୁକ୍ରେନର ବାୟୁସେନା କହିଛି, ଦେଶର ବାୟୁ ପ୍ରତିରକ୍ଷା…

ଅଲିମ୍ପିକ୍ସ ପୂର୍ବରୁ ଫ୍ରାନ୍ସକୁ ଚିନ୍ତାରେ ପକାଇଛି ଛାରପୋକ, ଜାତୀୟ କାର୍ଯ୍ୟ ଯୋଜନା ପ୍ରସ୍ତୁତି ପାଇଁ ହେଲାଣି ଦାବି

ପ୍ୟାରିସ,୫।୧୦: ଆଜିକାଲି ବେଡବଗ ଛାରପୋକ ଆତଙ୍କ ସହ ଫ୍ରାନ୍ସ ସଂଘର୍ଷ କରୁଛି। ଫ୍ରାନ୍ସର ସବୁ ସ୍ଥାନରେ ଏହି ଛାରପୋକ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଫ୍ରାନ୍ସର ପ୍ୟାରିସ ଏବଂ ମାର୍ସେଲ ସହର ଏହି ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଏହି କାରଣରୁ…

ଜିମ୍ବାଓ୍ବେରେ ବ୍ୟାପୁଛି ଝାଡ଼ାବାନ୍ତି, ୧୦୦ ଲୋକଙ୍କର ଗଲାଣି ଜୀବନ

ହରାରେ,୫ା୧୦: ଜିମ୍ବାଓ୍ବେରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ପ୍ରାୟ ୧୦୦ ଲୋକଙ୍କର ପ୍ରାଣହାନି ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ୨୦୧୮ଠାରୁ ଏବେ ସବୁଠୁ ଭୟଙ୍କର ପରିସ୍ଥିତି ବୋଲି ସରକାର କହିଛନ୍ତି। ଏଠାରେ ମୋଟ୍‌ ୪୦୬୯ଟି ସନ୍ଦିଗ୍ଧ ମାମଲା ରେକର୍ଡ କରାଯାଇଛି। ଏଥିରୁ…

ରାଜସ୍ଥାନରେ ୫୦୦୦ କୋଟି ମୂଲ୍ୟର ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

ଜୟପୁର,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜସ୍ଥାନ ଯୋଧପୁର ସହରରେ ଆୟୋଜିତ ସମାରୋହରେ ପ୍ରାୟ ୫୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ଚଳିତ ବର୍ଷ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ…

ନିଜ ଇଚ୍ଛାରେ ଲିଙ୍ଗ ନିରୂପଣ କରିବା ଭୁଲ: ସୁନକ

ଇଂଲଣ୍ଡ,୫।୧୦: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଏହି ସମୟରେ ସେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ଜଣେ ପୁରୁଷ ସର୍ବଦା ପୁରୁଷ ଏବଂ ଜଣେ ମହିଳା ଜଣେ ମହିଳା। ଏହା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?