Home Middle

ବାଂଲାଦେଶରେ ଡେଙ୍ଗୁ ଅଣାୟତ୍ତ: ୩୯୮ ଜଣଙ୍କର ଯାଇସାରିଲାଣି ଜୀବନ, ଗୋଟିଏ ଦିନରେ ୧୧ ମୃତ

ଢାକା,୧୪ା୮: ବାଂଲାଦେଶରେ ଡେଙ୍ଗୁ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଏଠାରୁ ଅଧିକରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ଡେଙ୍ଗୁ ରୋଗରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତକ ସଂଖ୍ୟା ଏବେ ୩୯୮ରେ ପହଞ୍ଚିଛି। ୨୯୦୫ରୁ ଅଧିକ…

୧୫ ସିବିଆଇ ଅଫିସରଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲ

ନୂଆଦିଲ୍ଲୀ,୧୪ା୮ : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ୧୫ ଜଣ ଅଫିସର ଉଲ୍ଲେଖନୀୟ ତଦନ୍ତ ପାଇଁ ଚଳିତବର୍ଷ ସମ୍ମାନଜନକ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲରେ ପୁରସ୍କୃତ ହେବା ଲାଗି ମନୋନୀତ ହୋଇଛନ୍ତି। ପୁରସ୍କାର ପାଇବାକୁ ଥିବା ଅଫିସରମାନେ ହେଲେ ସିବିଆଇ ଏସ୍‌ପି ବିଦ୍ୟୁତ୍‌ ବିକାଶ,…

ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୪ା୮(ପି.ଟି.) : ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ବିଭେଦ ବଢ଼ାଇ ଦେଶରେ ଅସ୍ଥିରତା ସୃଷ୍ଟି ମାଧ୍ୟମରେ ଶାନ୍ତି ଭଙ୍ଗ କରିବା ପାଇଁ ପିପୁଲ୍ସ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଷଡ଼ଯନ୍ତ୍ର ଚଳାଇଥିବାବେଳେ ଏହାକୁ ଭଣ୍ଡୁର କରିବା ଲାଗି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)…

ଗୋଆର ଦୁପଟ୍ଟା କିଲର

ପଣଜୀ,୧୪ା୮: ୧୯୯୪ରେ ମହାନନ୍ଦ ନାଏକଙ୍କୁ ୨୫ ବର୍ଷ ହୋଇଥିଲା। ଗୋଆ ରାଜଧାନୀ ପଣଜୀରୁ ୪୦ କି.ମି. ଦୂର ଶିରୋଡାରେ ସେ ଅଟୋ ଚଳାଉଥିଲେ। ମହାନନ୍ଦଙ୍କ ଘର ଅପରପାର୍ଶ୍ୱରେ ଦର୍ଶନା ନାଏକ(୨୧) ଏକୁଟିଆ ରହୁଥିଲେ। ସେହିବର୍ଷ ସେପ୍ଟେମ୍ବର ୩୦ରେ ଦର୍ଶନାଙ୍କ ଝୁଲନ୍ତା ମୃତଦେହ…

ଯୁବବର୍ଗଙ୍କୁ ଅସ୍ତ୍ର ଧରିବାକୁ ଆହ୍ବାନ

ଚଣ୍ଡିଗଡ଼,୧୪ା୮: ହରିୟାଣାର ନୁହ ଜିଲାରେ ଗତ ମାସ ୩୧ରେ ଘଟିଥିବା ହିଂସାତ୍ମକ ସଂଘର୍ଷ ଘଟଣା ଉପରେ ଆଲୋଚନା ପାଇଁ ରବିବାର ପାଲଓ୍ବାଲଠାରେ ସର୍ବ ହିନ୍ଦୁ ସମାଜ ପକ୍ଷରୁ ଏକ ମହାପଞ୍ଚାୟତର ଆୟୋଜନ କରାଯାଇଥିଲା। ବିଶ୍ୱ ହିନ୍ଦୁ ପରିଷଦର ଏହି ଧର୍ମୀୟ ଶୋଭାଯାତ୍ରା…

ମାଟି ଧସି ୨୧ ମୃତ, ୬ ନିଖୋଜ

ବେଜିଂ,୧୪ା୮: ଚାଇନାର ସିୟାନରେ ପ୍ରବଳ ବର୍ଷା ପ୍ରଭାବରେ ମାଟି ଧସିବାରୁ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ନିଖୋଜ ଅଛନ୍ତି। ଜିଆନ ଜିଲାର ଚାଙ୍ଗର ଗାଁରେ ରବିବାର ରାତିରେ ଏପରି ଅଘଟଣ ଘଟିଥିବା ଜଣାପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ,…

ୟୁପି ରାଜଭବନ ଆଗରେ ପ୍ରସବ କଲେ ମହିଳା

ଲକ୍ଷ୍ନୌ,୧୪ା୮ : ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚତ୍ବାରେ ବିଳମ୍ବ ହେବାରୁ ଜଣେ ଗର୍ଭବତୀ ମହିଳା ରାଜଭବନ ଗେଟ୍‌ ବାହାରେ ରାସ୍ତାରେ ସନ୍ତାନ ଜନ୍ମ ଦେବାକୁ ବାଧ୍ୟ ହୋଇଛନ୍ତି। ଏଥିସହ ନବଜାତ ଶିଶୁଟିର ମୃତ୍ୟୁ…

ଡେଙ୍ଗୁ ସଂକ୍ରମଣରେ ଲାଗୁନି ରୋକ

ଭୁବନେଶ୍ୱର,୧୪।୮(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢିଚାଲିଛି। ୧୧ ତାରିଖ ସୁଦ୍ଧା ରାଜ୍ୟରେ ୨୮ ହଜାର ୯୫୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୧୬୭୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲା ଡେଙ୍ଗୁର ହଟସ୍ପଟ୍‌ ପାଲଟିଥିବାବେଳେ ଅଧିକାଂଶ ଡେଙ୍ଗୁ…

ଉଡିବା ଅବସ୍ଥାରେ ହଠାତ୍‌ ୧୫ ହଜାର ଫୁଟ ତଳକୁ ଖସିଗଲା ଆମେରିକା ଏୟାରଲାଇନ୍ସର ବିମାନ

ଟାଲୋହାସି,୧୩।୮: ଆମେରିକା ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। କ୍ୟାବିନ ପ୍ରେସର କମ ହେବା କାରଣରୁ ବିମାନଟି ମାତ୍ର ୩ ମିନିଟରେ ୧୫,୦୦୦ଫୁଟ ତଳକୁ ଖସି ଯାଇଥିଲା। ଫଳରେ ବିମାନରେ ଥିବା ସମସ୍ତ ଯାତ୍ରୀ ଭୟଭିତ ହୋଇଯାଇଥିଲେ। ଆମେରିକା…

‘ମୋଦି-ଶାହା ଆମ ସ୍କୁଲରେ ପାଠ ପଢିଛନ୍ତି’, ଲୋକ ସଭାରେ ମୋଦିଙ୍କ ଭାଷଣକୁ ନେଇ ପ୍ରତିକ୍ରିୟା ଦେଲେ ଖାର୍ଗେ

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ଛତିଶଗଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ ବର୍ଷିଛନ୍ତି। ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି ଯେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ ମୋଦି ଉତ୍ତର ଦେଇନାହାଁନ୍ତି। ଏହା ବଦଳରେ…

ମଣିପୁର ହିଂସାକୁ ନେଇ ଆକ୍ସନରେ ସିବିଆଇ, ଆଉ ନଅଟି ମାମଲାର କରିବ ଯାଞ୍ଚ

ନୂଆଦିଲ୍ଲୀ,୧୩।୮: ମଣିପୁର ହିଂସା ସହ ଜଡିତ ୯ଟି ମାମଲା ସିବିଆଇ ଦ୍ୱାରା ତଦନ୍ତ କରାଯିବ ଏବଂ ଏଜେନ୍ସି ଦ୍ୱାରା ଯାଞ୍ଚ କରାଯାଉଥିବା ମୋଟ ମାମଲା ୧୭ ହୋଇଯିବ। ଅଧିକାରୀ କହିଛନ୍ତି ଯେ ମଣିପୁର ହିଂସା ସହ ଜଡିତ ଆଉ ୯ଟି ଘଟଣାର…

ଭାରତ-ୱେଷ୍ଟଇଣ୍ଡିଜ ଟି -୨୦ ସିରିଜର ପଞ୍ଚମ ମ୍ୟାଚ୍‌: ବିଜୟ ଲକ୍ଷ୍ୟରେ ଟିମ ଇଣ୍ଡିଆ…

ଫ୍ଳୋରିଡା,୧୩।୮ : ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି -୨୦ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ ଫ୍ଲୋରିଡାର ସେଣ୍ଟ୍ରାଲ ବ୍ରାଉଡର୍‌ ରିଜିଓନାଲ ପାର୍କ ଷ୍ଟାଡିୟମରେ ରବିବାର ସନ୍ଧ୍ୟା ୮ଟାରେ ଖେଳାଯିବ। ସମ୍ପ୍ରତି ଏହି ସିରିଜ ୨-୨ ରେ ରହିଛି। ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri