ତିନି ବର୍ଷ ପରେ ପ୍ରଥମ ଥର ପାଇଁ ଭାରତରେ ଘରୋଇ କମ୍ପାନୀ ଗୁଡିକର ନଗଦ ଭଣ୍ଡାର ହ୍ରାସ, ଋଣ ବୃଦ୍ଧି
ନୂଆଦିଲ୍ଲୀ,୧୮।୧୧: ଭାରତର ଘରୋଇ ପୁଞ୍ଜି ବିନିଯୋଗ ବୃଦ୍ଧି ପାଉଥିବାର ସଙ୍କେତ ମିଳିଛି। ଦେଶର ବଡ଼ ତାଲିକାଭୁକ୍ତ କମ୍ପାନୀଗୁଡିକ ଗତ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସେମାନଙ୍କର ନଗଦ ଭଣ୍ଡାରକୁ ଦ୍ରୁତ ଗତିରେ ବ୍ୟବହାର କରିବା ଆରମ୍ଭ କରିଛନ୍ତି ଏବଂ…
ଏହି ଦୁଇ ସହର ପାଇଁ ମେଟ୍ରୋ ପ୍ରସ୍ତାବ ଖାରଜ କଲେ କେନ୍ଦ୍ର ସରକାର, ଲାଗିଲା ପକ୍ଷପାତିତା ଅଭିଯୋଗ
ନୂଆଦିଲ୍ଲୀ,୧୮।୧୧: କେନ୍ଦ୍ର ସରକାର ତାମିଲନାଡୁର ମଦୁରାଇ ଏବଂ କୋଏମ୍ବାଟୁର ପାଇଁ ଆସିଥିବା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରି ଦେଇଛନ୍ତି। କେନ୍ଦ୍ର ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (MoHUA) ‘ମେଟ୍ରୋ ରେଳ ନୀତି ୨୦୧୭’ ଅନୁଯାୟୀ ସହରର ଜନସଂଖ୍ୟା…
ରାଜ୍ୟ ସଭା ପାଇଁ କସରତ ଆରମ୍ଭ: ଭାଜପା ନେତା କହିଦେଲେ….
ଭୁବନେଶ୍ୱର,୧୮।୧୧: ନୂଆପଡ଼ା ପରେ ଭାଜପାର ରାଜ୍ୟ ସଭା ମିଶନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖାଲି ହେବାକୁ ଥିବା ୪ ରାଜ୍ୟସଭା ଆସନ ନେଇ ଏମ୍ପି ସୁଜିତ କୁମାର ବଡ଼ ବୟାନ ଦେଇଛନ୍ତି। ଆସନ୍ତା ବର୍ଷ ଖାଲି ହେବାକୁ ଥିବା ଆସନରୁ…
ହସ୍ପିଟାଲରେ ନବୀନ ପଟ୍ଟନାୟକ: ଆଜି ସକାଳେ….
ନୂଆଦିଲ୍ଳୀ,୧୮।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହସ୍ପିଟାଲ ଯାଇଛନ୍ତି। ସେ ଏଲ.ଭି.ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନକୁ ଯାଇି ନିଜର ଆଖି ପରୀକ୍ଷା କରିଛନ୍ତି। ଦୃଷ୍ଟି ସମସ୍ୟା ଦେଖାଦେଇଥିବାରୁ ଆଖି ଚେକ ଅପ କରିଛନ୍ତି। ଏହା ତାଙ୍କ ରୁଟିନ୍…
ଭୂଇଁରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛନ୍ତି, ଧନ ତୁ ଫେରିଆରେ କହି ଲୋଟି ପଡ଼ୁଛନ୍ତି ଡେଙ୍ଗ ଗାଁ ଲୋକେ
ଭୁବନେଶ୍ୱର/ବଲାଙ୍ଗୀର,୧୮।୧୧( ସୁନିଲ କୁମାର ମହାନ୍ତି): ସବୁଦିନ ପାଇଁ ଆଖି ବୁଜିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିର ନିଦ୍ରାରେ ଶୋଇଯାଇଛନ୍ତି ହ୍ୟୁମାନ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟୋକଟି ଲୋକଙ୍କ ଆଖିରେ ଅସରନ୍ତି ଲୁହ। ଯେମିତି ଆଖିର ଲୁହ ବୋଲ ମାନୁନି। ଜନ୍ମମାଟି କାନ୍ଦୁଛି,…
ହାସିନାଙ୍କୁ ମୃତ୍ୟୁଦଣ୍ଡ
ବାଂଲାଦେଶରେ ଆଭ୍ୟନ୍ତରୀଣ ଯୁଦ୍ଧଜନିତ ଅପରାଧକୁ ତଦନ୍ତ କରିବା ଲାଗି ୨୦୦୯ରେ ଗଠିତ ଇଣ୍ଟରନ୍ୟାଶନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ (ଆଇସିଟି) ୧୭ ନଭେମ୍ବରରେ ନିର୍ବାସିତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କୁ ମାନବତା ବିରୋଧୀ ଅପରାଧରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛି। ଗତବର୍ଷ ଛାତ୍ରମାନଙ୍କ…
ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ, ବନ୍ଦ ରହିବ…
ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍ ଓ ମୋଟର ଯାନ…
ହ୍ୟୁମାନ ସାଗରଙ୍କ ପରଲୋକରେ ସାରା ଓଡ଼ିଶା ସ୍ତବ୍ଧ: ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର,୧୮।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ସାରା ଓଡ଼ିଶା ସ୍ତବ୍ଧ ହୋଇଯାଇଛି। ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି,…
ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ
ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ ଦର୍ଶନ ପାଇଁ ଭୁବନେଶ୍ୱର ଏମ୍ସ (AIIMS) ହସ୍ପିଟାଲରେ ଅନେକ ସହକଳାକାର ଓ ପ୍ରଶଂସକଙ୍କର ପ୍ରବଳ…
ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ
ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଥିବା ବେଳେ ଠିକ୍ ୨୩ ବର୍ଷ ତଳେ ଅର୍ଥାତ୍ ନଭେମ୍ବର…
ପରଲୋକରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଲିଉଡରେ ଶୋକର ଛାୟା
ଭୁବନେଶ୍ୱର,୧୭।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। କିଛିଦିନ ହେବ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ଏବଂ ସେ ଭେଣ୍ଟିଲେଟର୍ ସହାୟତାରେ ଥିଲେ।…
ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଏହି ଦିନଠୁ ଅନଲାଇନ, ଅଫଲାଇନରେ ଟିକେଟ୍ ବିକ୍ରି ଆରମ୍ଭ
ଭୁବନେଶ୍ୱର,୧୭।୧୧: ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍ ବିକ୍ରି ଆରମ୍ଭ ହେବ। ଏନେଇ ସୋମବାର OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ ଅନଲାଇନରେ…
Archives


