Home Middle

ଜାତିସଂଘର ଅପହୃତ କର୍ମଚାରୀଙ୍କୁ ୧୮ ମାସ ପରେ ମୁକ୍ତ କଲା ଅଲ-କାଏଦା

ସନା(ୟମନ),୧୨।୮: ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ୟେମେନର ଏକ ଅଲ-କାଏଦା ଶାଖା ଦ୍ୱାରା ୧୮ ମାସ ଧରି ବନ୍ଧକ ଥିବା ପାଞ୍ଚଜଣ କର୍ମଚାରୀଙ୍କ ସୁରକ୍ଷିତ ମୁକ୍ତିକୁ ସ୍ବାଗତ କରିଛନ୍ତି ବୋଲି ଆମେରିକାର ଗଣମାଧ୍ୟମ ରିପୋର୍ଟ କରିଛି। ଜାତିସଂଘର ମହାସଚିବ ମୁଖପାତ୍ର…

ମଣିପୁର ପ୍ରସଙ୍ଗରେ ଫିଲ୍ଡ କମାଣ୍ଡର୍ସଙ୍କ ସହ ବୈଠକ କଲେ ବିଏସଏଫ ଏଡିଜି

କୋଲକତା, ୧୨।୮: ବିଏସଏଫ ଏଡିଜି ସୋନାଲି ମିଶ୍ର କୋଲକତାସ୍ଥିତ ଇଷ୍ଟର୍ନ କମାଣ୍ଡ ମୁଖ୍ୟାଳୟରେ ଦ୍ୱିତୀୟ ତ୍ରିମାସିକ ଫିଲ୍ଡ କମାଣ୍ଡର୍ସ ସମ୍ମିଳନୀରେ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ବିଏସଏଫର ଇଷ୍ଟର୍ନ କମାଣ୍ଡର ୬ ଫ୍ରଣ୍ଟିଅର ଦକ୍ଷିଣ ବଙ୍ଗଳା, ଉତ୍ତର ବଙ୍ଗଳା, ଗୌହାଟି, ମେଘାଳୟ, ମିଜୋରାମ…

ହାଓ୍ବାଇ ଜଙ୍ଗଲରେ ଲାଗିଥିବା ନିଆଁରେ ମୃତକଙ୍କ ସଂଖ୍ୟା ୬୭ ଛୁଇଁଲା

ଓ୍ବାଶିଂଟନ,୧୨।୮: ଆମେରିକାର ହାୱାଇ ଜଙ୍ଗଲରେ ଲାଗିଥିବା ଭୟଙ୍କର ନିଆଁରେ ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି। ଅଧିକାଂଶ ମୃତ୍ୟୁ ହାୱାଇର ମାଉଇ କାଉଣ୍ଟି ଅଞ୍ଚଳରେ ଘଟିଛି। ଉଲ୍ଲେଖନୀୟ ଯେ, ଅନେକ ଅଞ୍ଚଳରେ ନିଆଁକୁ ନିୟନ୍ତ୍ରଣ କରାଯାଇନାହିଁ। ହାୱାଇ ଗଭର୍ଣ୍ଣର ଜୋଶ ଗ୍ରୀନ…

ସାଧାରଣ ନିର୍ବାଚନ ପୂର୍ବରୁ ୩ ନୂଆ ରାଜନୈତିକ ଦଳକୁ ମିଳିଲା ମାନ୍ୟତା, ମୋଟ ସଂଖ୍ୟା ୧୭୦ ପାର

ଇସଲାମାବାଦ,୧୨।୮: ଖୁବ ଶୀଘ୍ର ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ପାକିସ୍ତାନର ପ୍ରାୟ ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଦେଶର ନିର୍ବାଚନ ଆୟୋଗ ତିନୋଟି ନୂତନ ରାଜନୈତିକ ଦଳକୁ ସ୍ବୀକୃତି ପ୍ରଦାନ…

ଜୀବନକୁ ବାଜି ଲଗାଇ ସୁରକ୍ଷିତ ରଖିବାକୁ ପଡିବ କିମଙ୍କ ଫଟୋ, ନ ମାନିଲେ ମିଳିବ ମୃତ୍ୟୁ ଦଣ୍ଡ!

ପୋଙ୍ଗୟାଙ୍ଗ,୧୨।୮: ଉତ୍ତର କୋରିଆର ଲୋକଙ୍କୁ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଫଟୋକୁ ନିଜ ଜୀବନକୁ ବାଜି ଲଗାଇ ସୁରକ୍ଷା ଦେବାକୁ ବା ସାଇତି ରଖିବାକୁ ପଡିବ। ଘୂର୍ଣ୍ଣିଝଡ଼ ଖାନୁନ ଉତ୍ତର କୋରିଆ ଆଡକୁ ଗତି କରୁଛି, ଯେଉଁ କାରଣରୁ ପ୍ରବଳ…

ସମସ୍ତ ସେନା ଅଧିକାରୀଙ୍କୁ ଚାକିରିରୁ ବାହାର କଲେ ଜେଲେନସ୍କି

କ୍ୱିଭ,୧୨।୮: ଯୁଦ୍ଧ ମଧ୍ୟରେ ଦେଶର ସେନା ଅଧିକାରୀଙ୍କୁ ଚାକିରିରୁ ବାହାର କରିବା ଘଟଣା କମ ଦେଖିବାକୁ ମିଳିଥାଏ। ଯଦି ଏହା ଘଟେ, ତେବେ ଏହା ପଛରେ କିଛି ବଡ କାରଣ ରହିବା ଆବଶ୍ୟକ। ୟୁକ୍ରେନରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି,…

ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ଚତୁର୍ଥ ମ୍ୟାଚ୍‌

ଲୌଡରହିଲ (ଆମେରିକା), ୧୨।୮: ଲୌଡରହିଲ ସ୍ଥିତି ସେଣ୍ଟ୍ରାଲ ବ୍ରୋଓ୍ବାର୍ଡ ଷ୍ଟାଡିୟମରେ ଶନିବାର ଭାରତ- ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସିରିଜର ୪ର୍ଥ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ଭାରତ ତୃତୀୟ ମ୍ୟାଚ ଜିତିବାରୁ ଓ୍ବେଷ୍ଟଇଣ୍ଡିଜ ୨-୧ରେ ସିରିଜ ଅଗ୍ରଣୀ ରହିଛି। ତେଣୁ ଭାରତ ଚତୁର୍ଥ…

ରବିଦାସ ମନ୍ଦିରର ଶିଳାନ୍ୟାସ କରିବେ ମୋଦି

ନୂଆଦିଲ୍ଲୀ,୧୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାଗର ଜିଲ୍ଲାର ସନ୍ଥ ରବିଦାସ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ୧୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବ ଏହି ମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କରାଯିବ। ନାଗାରା ଶୈଳୀରେ ଏହି ମନ୍ଦିର…

ହୁ ହୁ ଜଳୁଛି ହାଓ୍ବାଇ ଦ୍ୱୀପ

କାହୁଲୁଇ/ନ୍ୟୁୟର୍କ,୧୨ା୮: ଆମେରିକାର ପ୍ରଶାନ୍ତ ମହାସାଗର ମଧ୍ୟସ୍ଥିତ ହାଓ୍ବାଇ ରାଜ୍ୟର ମଉଇ ଦ୍ୱୀପରେ ହୁ ହୁ ହୋଇ ଜଳୁଛି ଜଙ୍ଗଲ। ମଙ୍ଗଳବାର ଲାଗିଥିବା ଏହି ବନାଗ୍ନିରେ ଅଦ୍ୟାବଧି ଅନୂ୍ୟନ ୫୫ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଜୀବଜନ୍ତୁ, ବୃକ୍ଷଲତା ମଧ୍ୟ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ସଂସଦ ମୁଲତବୀ

ନୂଆଦିଲ୍ଲୀ,୧୨ା୮: ମଣିପୁରର ଜାତିଆଣ ହିଂସାକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳଜନିତ ଅଚଳାବସ୍ଥା ଏବଂ ଭାଜପା ସରକାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଜୋର୍‌ଦାର ବିତର୍କ ପରେ ଶୁକ୍ରବାର ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ…

ଯୌନହିଂସା ରୋକିବାକୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୨ା୮: ମଣିପୁର ହିଂସା ବେଳେ ମହିଳାମାନଙ୍କ ପ୍ରତି ଯେଭଳି ଅତ୍ୟାଚାର କରାଯାଇଛି, ତାହାକୁ ନେଇ ସୁପ୍ରିମକୋର୍ଟ ବ୍ୟଥିତ ହୋଇଛନ୍ତି। ଅନ୍ୟ ସମ୍ପ୍ରଦାୟକୁ ପଦାନତ କରିବାର ବାର୍ତ୍ତା ଦେବା ପାଇଁ ଉତ୍ତ୍ୟକ୍ତ ଲୋକେ ଯୌନ ହିଂସାକୁ ବ୍ୟବହାର କରିଥିଲେ। ଏହାକୁ ବନ୍ଦ କରିବାକୁ ରାଜ୍ୟ…

ଆଜି ଓ୍ବାୟନାଡ ଯିବେ ରାହୁଲ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦୁଇ ଦିନିଆ ଓ୍ବାୟନାଡ ଗସ୍ତରେ ଯିବେ। ନିକଟରେ ଲୋକ ସଭାର ସଦସ୍ୟତା ଫେରିପାଇବା ପରେ ଏହା କଂଗ୍ରେସ ନେତାଙ୍କ ପ୍ରଥମ ଓ୍ବାୟନାଡ ଗସ୍ତ। ରାହୁଲ ଗାନ୍ଧୀଙ୍କ ଗସ୍ତକୁ ନେଇ କଂଗ୍ରେସର କେରଳ ୟୁନିଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri