ଭାଜପାର ବଢିଲା ଟେନଶନ, ନୀତିଶଙ୍କୁ ମିଳିପାରେ ଝଟ୍କା!
ପାଟନା,୧୫।୧୧: ବିହାରର ନିର୍ବାଚନ ଫଳାଫଳ ପରେ, ଦୁଇଟି ପ୍ରଶ୍ନ ମୁଖ୍ୟ ଖବରକୁ ପ୍ରଭାବିତ କରୁଛି। ପ୍ରଥମତଃ, ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ଏବଂ ଦ୍ୱିତୀୟତଃ, କି ପ୍ରକାରର ନୂତନ ସରକାର ଆସିବ? ଏନଡିଏରୁ ବିହାରର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ହେଉନା…
ବିଜୟ ଉତ୍ସବରେ ନବୀନଙ୍କୁ ଟାର୍ଗେଟ୍ କଲେ ମୋହନ
ଭୁବନେଶ୍ୱର,୧୫।୧୧: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଭାଜପା ରାାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଏହି ଅବସରରେ ମନମୋହନ କହିଛନ୍ତି,ନୂଆପଡ଼ାରେ ଇତିହାସ ସୃଷ୍ଟି ହୋଇଛି। ସମସ୍ତଙ୍କ…
ଭାଜପାର ଐତିହାସିକ ବିଜୟକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର: କହିଲେ…
ଭୁବନେଶ୍ୱର, ୧୫।୧୧(ସୁନିତ୍ ମିଶ୍ର):ବିହାରର ଜନତା ପୁଣିଥରେ ପ୍ରମାଣିତ କରିଛନ୍ତି, ବିକାଶ, ସୁଶାସନ ଏବଂ ସ୍ଥାୟୀ ସରକାର ହିଁ ସେମାନଙ୍କର ପ୍ରାଥମିକତା। ଏନଡିଏକୁ ମିଳିଥିବା ଏହି ପ୍ରଚଣ୍ଡ ଜନାଦେଶ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଡବଲ…
ଫଳାଫଳ ଘୋଷଣା ହେବାର କିଛି ସମୟ ପରେ ପ୍ରାର୍ଥୀଙ୍କୁ ଆସିଲା ହୃଦଘାତ: ଆଉ ତା’ପରେ…
ପାଟନା,୧୫।୧୧: ବିହାରରେ ଜନ ସୂରଜ ପାର୍ଟିକୁ ବଡ଼ ଝଟ୍କା ଲାଗିଛି। ତରାରି ବିଧାନସଭା ଆସନରୁ ପ୍ରାର୍ଥୀ ଚନ୍ଦ୍ରଶେଖର ସିଂହଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ନିର୍ବାଚନ ଫଳାଫଳ ଘୋଷଣା ହେବାର କିଛି ସମୟ ପରେ ଏହି ଘଟଣା ଘଟିଥିଲା। ସେ ପାଟନାର…
ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୨୯ ଆହତ
ଶ୍ରୀନଗର,୧୫।୧୧: ଜମ୍ମୁ କଶ୍ମୀରର ଶ୍ରୀନଗରର ନୌଗାମ ପୋଲିସ ଷ୍ଟେଶନ ଭିତରେ ଏକ ବଡ଼ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୯ ଜଣ ଆହତ ହୋଇଛନ୍ତି। କୋଠାଟି ମଧ୍ୟ ବହୁତ କ୍ଷତିଗ୍ରସ୍ତ ହୋଇଛି। ପୋଲିସ…
ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ
ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ରଣପୁର ପୋଲିସ ବିଜେଡି ନେତା ଆଲୋକ ପଟ୍ଟନାୟକ(୫୨)ଙ୍କୁ ଭୁବନେଶ୍ୱରରୁ ଗିରଫକରି କୋର୍ଟ ଚାଲାଣ…
ଜୟ ଢୋଲକିଆଙ୍କୁ ମିଳିବ ଏତେଟଙ୍କା ଦରମା, ସାଙ୍ଗରେ ମିଳିବ କାର୍
ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ଶପଥ ଗ୍ରହଣ କରିବେ। ତେବେ ଜାଣିଛନ୍ତି କି ତାଙ୍କୁ ବିଧାୟକ ଭାବେ କେତେ ଟଙ୍କା ଦରମା ମିଳିବ? ଜଣେ ସାଧାରଣ ବିଧାୟକ…
ବିହାରରେ ପ୍ରଚଣ୍ଡ ବିଜୟ ପରେ ଗାମୁଛା ହଲେଇଲେ ମୋଦି
ନୂଆଦିଲ୍ଲୀ,୧୪।୧୧: ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହ, ଭାଜପା ସଭାପତି ଜେପି ନଡ୍ଡା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ଥିଲେ। ମୁଖ୍ୟାଳୟରେ ପହଞ୍ଚିବା ପରେ,…
ନୂଆପଡାକୁ ନେଇ ବଡ଼କଥା କହିଦେଲେ ମୋଦି, କହିଲେ ଜୟଙ୍କୁ…
ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ଓ ନୂଆପଡା ନିର୍ବାଚନ ଫଳାଫଳକୁ ନେଇ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭା I thank the people of Nagrota in Jammu and Kashmir as well as Nuapada…
ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଗଡ଼ ବଜାୟ ରଖିଲେ ଜୟ। ଏଥିସହ ବିଜେଡି ହାତରୁ ଗଲା ନୂଆପଡ଼ା ଆସନ। ନୂଆପଡ଼ା…
ବିହାର ଟ୍ରେଣ୍ଡକୁ ଦେଖି ନୀତିନ ଗଡକରୀ କଲେ ବଡ଼ ଘୋଷଣା, କହିଲେ ଭାଜପାରୁ ହେବ…
ପାଟନା,୧୪।୧୧: ବିହାରରେ NDA ଏକ ବଡ଼ ବିଜୟ ଆଡ଼କୁ ଗତି କରୁଛି। ବିହାରର 243 ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ଟ୍ରେଣ୍ଡ ଅନୁଯାୟୀ NDA 206 ଆସନରେ ଏବଂ ମହାଗଠବନ୍ଧନ 30 ଆସନରେ ଆଗୁଆ ଅଛି। ଭାଜପା ବିହାରରେ ଏକ ଐତିହାସିକ…
ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ: ନୀତୀଶ କୁମାରଙ୍କୁ ନେଇ ବଡ଼ ବୟାନ ଦେଲେ ଭାଜପା ମହାସଚିବ
ପାଟନା,୧୪।୧୧: ବିହାର ବିଧାନସଭା ନିର୍ବାଚନରେ NDA ଏକ ବଡ଼ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଏହା ୨୦୦ ରୁ ଅଧିକ ଆସନରେ ଆଗୁଆ ଅଛି। ଭାଜପା ଏବଂ JDU ଉଭୟ ଶିବିରରେ ଖୁସିର ଲହରୀ ଖେଳିଯାଇଛି। କିନ୍ତୁ ସବୁଠାରୁ ବଡ଼ ପ୍ରଶ୍ନ…
Archives


