Home Middle

ଏସିଆନ୍‌ ଗେମ୍ସ ଉଦ୍‌ଘାଟନୀ ସମାରୋହ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଏସିଆନ୍‌ ଗେମ୍ସ ୧୯ତମ ସଂସ୍କରଣର ଆନୁଷ୍ଠାନିକ ଉଦ୍‌ଘାଟନ ଶନିବାର ସନ୍ଧ୍ୟାରେ ହୋଇଛି। ଏଥିରେ ଭାରତୀୟ କ୍ରୀଡା ଦଳର ନେତୃତ୍ୱ ନେଇଥିଲେ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନ୍‌ପ୍ରୀତ୍‌ ସିଂ ଓ ଅଲିମ୍ପିକ୍ସ ପଦକ ବିଜୟିନୀ ବକ୍ସର…

ପାରାଦୀପ ପୋର୍ଟରେ କରାଯାଉ କଣ୍ଟେନର ଟର୍ମିନାଲ

ଭୁବନେଶ୍ୱର,୨୪।୯: ଓଡ଼ିଶାର ପ୍ରମୁଖ ବନ୍ଦର ‘ପାରାଦୀପ ପୋର୍ଟ’ରେ ଏକ ଅତ୍ୟାଧୁନିକ କଣ୍ଟେନର ଟର୍ମିନାଲ କରାଯାଉ ବୋଲି ଜିନ୍ଦଲ ଷ୍ଟେନ୍‌ଲେସ୍‌ର ଲଜିଷ୍ଟିକ୍ସ ମୁଖ୍ୟ ଭେଙ୍କଟେଶ୍ୱର ରାଓ ଭୁବନେଶ୍ୱରଠାରେ ଆୟୋଜିତ ଦିନିକିଆ ଲଜିଷ୍ଟିକ୍‌ ସମ୍ମିଳନୀକୁ ସମ୍ବୋଧିତକରି ଏଭଳି ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ କଣ୍ଟେନର…

ପ୍ରଭାତ, ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ବର୍ଷ ପରେ ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ବେଆଇନ ଅର୍ଥ କାରବାର ଅଭିଯୋଗରେ ଚାର୍ଜଫ୍ରେମ…

ନିଜ୍ଜର ହତ୍ୟା ପ୍ରମାଣ ଭାରତକୁ ଦିଆଯାଇଛି: ଟ୍ରୁଡୋ

ଟରଣ୍ଟୋ,୨୪ା୯ : ବିଚ୍ଛିନ୍ନତାବାଦୀ ନେତା ହରଦୀପ୍‌ ସିଂ ନିଜ୍ଜର ହତ୍ୟା ସହ ଭାରତୀୟ ଏଜେଣ୍ଟ ସମ୍ପୃକ୍ତ ଥିବା ନେଇ ନିର୍ଭରଯୋଗ୍ୟ ଅଭିଯୋଗର ପ୍ରମାଣ ବହୁ ସପ୍ତାହ ପୂର୍ବରୁ ଭାରତକୁ ଦିଆଯାଇଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ କହିଛନ୍ତି। ଏହି ସାଂଘାତିକ ଘଟଣାର…

ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ ୧୬ଦିନ…

ଆତଙ୍କବାଦୀ ତାଲିମ ଶିବିର ଚଳାଇଥିଲେ ନିଜ୍ଜର

ନୂଆଦିଲ୍ଲୀ,୨୪ା୯: ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ୍‌ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ତୀବ୍ର ହୋଇଛି। ତେବେ ନିଜ୍ଜର ଧର୍ମୀୟ କିମ୍ବା ସାମାଜିକ ବ୍ୟକ୍ତିତ୍ୱ ନୁହନ୍ତି, ସେ ଆତଙ୍କବାଦୀମାନଙ୍କ ପାଇଁ ତାଲିମ ଶିବିର ଚଳାଇବା ସହ ଆତଙ୍କବାଦ…

ପ୍ରବଳ ବର୍ଷାରେ ନାଗପୁର ଜଳାର୍ଣ୍ଣବ

ନାଗୁପର,୨୪।୯: ମୁଷଳଧାରାରେ ବର୍ଷା ଯୋଗୁ ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ମଧ୍ୟରେ ୩ ଫୁଟରୁ ଅଧିକ ପାଣି ଭରି ରହିଛି। ଶୁକ୍ରବାର ରାତିରୁ ଆରମ୍ଭ ହୋଇଥିବା ମୁଷଳଧାରା ବର୍ଷା ନାଗପୁରବାସୀଙ୍କ ନିଦ ହଜାଇ ଦେଇଛି। ବର୍ଷା ଯୋଗୁ ରାସ୍ତା…

ସୌରଶକ୍ତି ଦ୍ୱାରା ପୁଣି ଜାଗ୍ରତ ହେବେ ବିକ୍ରମ ଲ୍ୟାଣ୍ଡର-ପ୍ରଜ୍ଞାନ ରୋଭର: ଇସ୍ରୋ…

ହାଇଦ୍ରାବାଦ,୨୩।୯ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସଫଳତାର ସହିତ ଅଗଷ୍ଟ ୨୩ ରେ ଚନ୍ଦ୍ରର ଦକ୍ଷିଣ ପୋଲ ଉପରେ ଚନ୍ଦ୍ରୟାନ -୩ ର ଏକ ସଫ୍ଟ ଅବତରଣ କରିଥିଲା। ଏହା ପରେ ଉଭୟ ବିକ୍ରମ ଲ୍ୟାଣ୍ଡର ଏବଂ ପ୍ରଜ୍ଞାନ ରୋଭର…

ଏକ ଦେଶ ଏକ ନିର୍ବାଚନ: ସମସ୍ତ ରାଜନୈତିକ ଦଳଙ୍କ ମତାମତ ଗ୍ରହଣ କରାଯିବ, କମିଟିର ନିଷ୍ପତ୍ତି…

ନୂଆଦିଲ୍ଲୀ,୨୩।୯ : ଏକ ଦେଶ ଏକ ନିର୍ବାଚନ ନେଇ ଶନିବାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ହୋଇଥିବା ପ୍ରଥମ ବୈଠକରେ ଏହି ପ୍ରସଙ୍ଗରେ ସମସ୍ତ ରାଜନୈତିକ ଦଳଙ୍କ ମତାମତ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଚାଇନାର ସମରାଭ୍ୟାସ ନେଇ ଆପତ୍ତି ଜଣାଇଲା ଫିଲିପାଇନ୍ସ…

ବେଜିଂ,୨୩।୯ : ବିବାଦୀୟ ଦକ୍ଷିଣ ଚାଇନା ସାଗର ଅଞ୍ଚଳରେ ଚାଇନା ଜାହାଜଗୁଡିକର ସମରାଭ୍ୟାସ ନେଇ ଫିଲିପାଇନ ଆପତ୍ତି ଜଣାଇଛି। ଏହା ଯୁଦ୍ଧକୁ ଉସୁକାଇବା କାର୍ଯ୍ୟ ବୋଲି ଫିଲିପାଇନ ଅଭିଯୋଗ ଆଣିଛି। ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଘଟଣା ଦୁଇ ପଡୋଶୀ…

ରୁଷିଆର ନୌସେନା ମୁଖ୍ୟାଳୟରେ ୟୁକ୍ରେନର କ୍ଷେପଣାସ୍ତ୍ର ମାଡ଼, ୯ ଋଷିଆ ଅଧିକାରୀ ମୃତ

ମସ୍କୋ/କିଭ୍‌,୨୩।୯: କ୍ରିମିଆର ସେଭାଷ୍ଟୋପୋଲ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିରେ ଶୁକ୍ରବାର ୟୁକ୍ରେନ କ୍ଷେପଣାସ୍ତ୍ର ମାଡ଼ କରିଛି। ଅର୍ନ୍ତଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଏହି ଆକ୍ରମଣରେ ଋଷିଆର ୯ ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି ବୋଲି ଶନିବାର ୟୁକ୍ରେନ ପ୍ରତିରକ୍ଷା…

ଭାରତ-କାନାଡା ବିବାଦ: ମହିନ୍ଦ୍ରା ପରେ ଜିନ୍ଦଲ ଦେଲା କାନାଡାକୁ ବଡ ଝଟକା

ନୂଆଦିଲ୍ଲୀ,୨୩।୯: କାନାଡା ଓ ଭାରତ ବିବାଦ ଚରମରେ ପହଞ୍ଚିଛି। ଉଭୟ ଦେଶ ମଧ୍ୟରେ ତିକ୍ତତାର ପ୍ରଭାବ ବ୍ୟବସାୟରେ ମଧ୍ୟ ପ୍ରଭାବିତ କରିବା ଆରମ୍ଭ କଲାଣି। ବିବାଦ ଭିତରେ ଭାରତୀୟ କମ୍ପାନୀଗୁଡିକ କାନାଡାରେ ସେମାନଙ୍କର ବ୍ୟବସାୟ ବନ୍ଦ କରୁଛନ୍ତି। ଯାହା କାନାଡା ଅର୍ଥନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?