କାନାଡା ସ୍କୁଲରେ ଖଲିସ୍ତାନ ଜନମତ ସଂଗ୍ରହ ଅନୁମତି ରଦ୍ଦ, ଚୁକ୍ତିର କରାଯାଇଥିଲା ଉଲ୍ଲଂଘନ
ଜଳନ୍ଧର/ଓଟାଓ୍ବା,୫।୯: କାନାଡାରେ ଖାଲିସ୍ତାନ ସମର୍ଥକଙ୍କୁ ବଡ ଝଟକା ଲାଗିଛି। କାନାଡାର ଅଧିକାରୀ ଅସ୍ତ୍ରଶସ୍ତ୍ରର ଫଟୋ ଦେଖାଉଥିବା ପ୍ରଚାର ସାମଗ୍ରୀକୁ ନେଇ ଚିନ୍ତା ବଢିବା ପରେ ଦେଶର ଏକ ବିଦ୍ୟାଳୟରେ ଖାଲିସ୍ତାନ ଜନମତ ସଂଗ୍ରହ ଅନୁମତି ପ୍ରତ୍ୟାହାର କରିଛନ୍ତି। ସେପ୍ଟେମ୍ବର ୧୦ରେ କାନାଡା…
ଲଘୁଚାପ: ୮ ଯାଏ ବର୍ଷା ସମ୍ଭାବନା
ଭୁବନେଶ୍ୱର,୫ା୯(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ…
ଛଅ ଆଫ୍ରିକୀୟ ଦେଶକୁ ଖୁବଶୀଘ୍ର ମାଗଣା ଶସ୍ୟ ଯୋଗାଇବେ ରୁଷିଆ ରାଷ୍ଟ୍ରପତି
ମସ୍କୋ,୫।୯: ରୁଷିଆ ଖୁବଶୀଘ୍ର ୬ଟି ଆଫ୍ରିକୀୟ ଦେଶକୁ ମାଗଣା ଶସ୍ୟ ଯୋଗାଇ ଦେବ ବୋଲି ଜଣାପଡିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଦୋଗନଙ୍କୁ କହିଛନ୍ତି ଯେ ରୁଷ୍ରିା ଏକ ବ୍ଲାକ ସି ଶସ୍ୟ ଚୁକ୍ତି ପାଇଁ ପ୍ରସ୍ତୁତ,…
୩୭ ହଜାର ଏଲିୟନ ପ୍ରଜାତି ମାନବ-ପ୍ରକୃତି ପାଇଁ ବିପଦ, ପ୍ରତିବର୍ଷ ୪୨୩ ଅରବ ଡଲାର କ୍ଷତି
ଓ୍ବାଶିଂଟନ,୫।୯: ଏକ ରିପୋର୍ଟରୁ ଜଣାପଡିଛି ଯେ ବିଦେଶୀ ପ୍ରଜାତିଗୁଡିକ (ପ୍ରଜାତିଗୁଡିକ ସ୍ଥାନୀୟ ନୁହଁନ୍ତି ଏବଂ ବିଭିନ୍ନ ଉପାୟରେ ନୂତନ ସ୍ଥାନରେ ପହଞ୍ଚିଛନ୍ତି) ପୃଥିବୀର ଜୈବ ବିବିଧତା ପାଇଁ ବ୍ୟାପକ କ୍ଷତି ଘଟାଇଛି। ପରିସ୍ଥିତି ଏପରି ଯେ ଏହି ବିଦେଶୀ ପ୍ରଜାତି ଯୋଗୁଁ…
ଅଶୋଧିତ ତୈଳ ଦର ବୃଦ୍ଧି
ନୂଆଦିଲ୍ଲୀ,୫।୯ (ଅଭୟ ଦାଶ): ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଉଚ୍ଚ ମୁଦ୍ରାସ୍ଫୀତି ଯୋଗୁ ଅର୍ନ୍ତଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଏପରିକି ଗତ ସପ୍ତାହ ସପ୍ତାହ ମଧ୍ୟରେ ୨% ମୂଲ୍ୟ ବୃଦ୍ଧି ସହ ବ୍ୟାରେଲ…
‘ସନାତନ ଧର୍ମକୁ ସମ୍ମାନ ଦିଏ’: ଉଦୟନିଧିଙ୍କ ମନ୍ତବ୍ୟ ଉପରେ ମମତାଙ୍କ ଟିପ୍ପଣି
ନୂଆଦିଲ୍ଲୀ,୫ା୯: ସନାତନ ଧର୍ମ ଉପରେ ଡିଏମ୍କେ ନେତା ଉଦୟନିଧି ଷ୍ଟାଲିନ୍ଙ୍କ ବିବାଦୀୟ ମନ୍ତବ୍ୟକୁ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାପସନ୍ଦ କରିଛନ୍ତି। ସେ ତାମିଲନାଡୁ ଓ ଦକ୍ଷିଣ ଭାରତର ଜନସାଧାରଣଙ୍କୁ ସମ୍ମାନ ଦିଅନ୍ତି। ପ୍ରତ୍ୟେକ ଧର୍ମର…
ଜିନ୍ପିଙ୍ଗ୍ ଆସିବେନି
ବେଜିଂ,୫ା୯: ଜି୨୦ ସମିଟ୍ରେ ଯୋଗଦେବା ଲାଗି ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ଭାରତ ଗସ୍ତରେ ଆସିବେ ନାହିଁ। ନୂଆଦିଲ୍ଲୀରେ ହେବାକୁ ଥିବା ଏହି ସମ୍ମିଳନୀରେ ଚାଇନା ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଯୋଗଦେବେ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏକ…
ଜିଲ ବାଇଡେନ କରୋନା ପଜିଟିଭ, ବାଇଡେନଙ୍କ ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ନେଇ ଉପୁଜିଲା ସନ୍ଦେହ
ଓ୍ବାଶିଂଟନ,୫।୯:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପତ୍ନୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ କରୋନା ପଜିଟିଭ ହୋଇଛନ୍ତି। ସୋମବାର ହ୍ବାଇଟ ହାଉସ କହିଛି ଯେ ଜିଲ ବାଇଡେନଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଥିବାବେଳେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରୀକ୍ଷା ନେଗେଟିଭ…
ସୁପର୍-୪ରେ ଭାରତ
ପାଲେକେଲ୍,୫ା୯: ଚଳିତ ଏସିଆ କପ୍ କ୍ରିକେଟର ସୁପର-୪ରେ ପ୍ରବେଶ କରିଛି ଭାରତ। ସୋମବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ନେପାଳକୁ ୧୦ ଉଇକେଟରେ ପରାସ୍ତ କରିଛି। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ସିରାଜଙ୍କ ଘାତକ ବୋଲିଂକୁ…
ସଫଳତାର ସହ ଦ୍ୱିତୀୟ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍୧
ନୂଆଦିଲ୍ଲୀ,୫।୯: ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲ୍୧ ସଫଳତାର ସହ ପୃଥିବୀର ଦ୍ୱିତୀୟ କକ୍ଷପଥ ପରିବର୍ତ୍ତନ କରିଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହି ସୂଚନା ଦେଇଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇ ଇସ୍ରୋ କହିଛି, ଭାରତର ପ୍ରଥମ…
ଜଟଣୀ ଖାସ୍ମାହଲ ଜମି ସମସ୍ୟାର ହେବ ସମାଧାନ
ଭୁବନେଶ୍ୱର,୪ା୯(ଅନିଲ ଦାସ): ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଟଣୀ ତହସିଲରେ ଦୀର୍ଘ ବର୍ଷ ଧରି ଖାସମାହଲ ସମସ୍ୟା ରହିଛି । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫-ଟି…
ଭାରତ ଆଗରେ ୨୩୧ ରନ୍ ଟାର୍ଗେଟ୍
ପାଲେକେଲ୍,୪ା୯: ପାଲେକେଲ୍ ଷ୍ଟାଡ଼ିୟମରେ ସୋମବାର ଖେଳାଯାଇଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ କରି ନିଦ୍ଧାରିତ ୪୮.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୩୦ ରନ୍ କରିଛି। ଫଳରେ…
Archives


