ଚାଇନାରେ ତାଣ୍ଡବ ରଚିବ ‘ଡୋକସୁରି’! ଚଳିତ ବର୍ଷର ପଞ୍ଚମ ଘୂର୍ଣ୍ଣିଝଡ଼
ବେଜିଂ,୨୮।୭: ପ୍ରଶାନ୍ତ ମହାସାଗରେ ରବିବାର ସୃଷ୍ଟି ହୋଇଥିବା ‘ଡୋକସୁରି’ ଘୂର୍ଣ୍ଣିଝଡ଼ ଚାଇନାରେ ତାଣ୍ଡବ ରଚିବାକୁ ପ୍ରସ୍ତୁତ ହୋଇଗଲାଣି। ଏବେ ଚାଇନାରେ ଖୁବ ଜୋରରେ ପବନ ବହିବା ସହ ବର୍ଷା ଲାଗି ରହିଛି। କୁହାଯାଉଛି କି ଶୁକ୍ରବାର ଚଳିତ ବର୍ଷର ପଞ୍ଚମ ଘୂର୍ଣ୍ଣିଝଡ଼…
ବିଦେଶରେ ଅବସାଦ, ଅନାହାରରେ ଛାତ୍ରୀ, ଭାରତ ଫେରାଇ ଆଣିବାକୁ ଗୁହାରି କଲେ ମାଆ
ନ୍ୟୁୟର୍କ/ହାଇଦ୍ରାବାଦ,୨୮।୭: ଜଣେ ଭାରତୀୟ ଛାତ୍ରୀ ସିକାଗୋ ସଡ଼କରେ ଅବସାଦ ଓ ଅନାହାରରେ ଥିବା ଦେଖିବାକୁ ମିଳିଛି। ହାଇଦ୍ରାବାଦର ଏହି ଛାତ୍ରୀ ଜଣଙ୍କର ଏଭଳି ଅବସ୍ଥା ଦେଖିବା ପରେ ତାଙ୍କୁ ଭାରତ ଫେରାଇ ଆଣିବାକୁ ସରକାରଙ୍କ ନିକଟରେ ଗୁହାରି କରିଛନ୍ତି ତାଙ୍କ ମାଆ।…
ପୃଥିବୀକୁ ବଞ୍ଚାଇବା ପାଇଁ ‘ଇଣ୍ଟରନ୍ୟାଶନାଲ ବିଗ୍ କ୍ୟାଟ ଆଲାଇନ୍ସ’ ଆରମ୍ଭ କରିଛି ଭାରତ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚେନ୍ନାଇରେ ଆୟୋଜିତ ପରିବେଶ ଏବଂ ଜଳବାୟୁ ସ୍ଥିରତା ମନ୍ତ୍ରୀସ୍ତରୀୟ ବୈଠକକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ନିକଟରେ ଭାରତ ଅନ୍ତର୍ଜାତୀୟ ବିଗ୍ କ୍ୟାଟ ଆଲାଇନ୍ସ…
ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା
ସିକିମ, ୨୮।୭: ଅରୁଣାଚଳ ପ୍ରଦେଶର ପାଙ୍ଗିନ ଉତ୍ତରରେ ଭୂକମ୍ପ ଝଟକା। ଶୁକ୍ରବାର ସକାଳ ପ୍ରାୟ ୮.୫୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ରେ ମାପ କରାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଦ୍ୱାରା ଏହି…
ସାମରିକ ପରେଡରେ ଶକ୍ତି ପ୍ରଦର୍ଶନ କଲା ଉତ୍ତର କୋରିଆ
ପ୍ୟୋଙ୍ଗୟାଙ୍ଗ,୨୮ା୭: ଉତ୍ତର କୋରିଆର ଏକଛତ୍ରବାଦୀ ନେତା କିମ୍ ଜୋଙ୍ଗ୍ ଉନ ଚାଇନା ଏବଂ ରୁଷିଆର ପ୍ରତିନିଧିଙ୍କ ପାଇଁ ଏକ ବଡ଼ ପରେଡ ଆୟୋଜନ କରିଥିଲେ। ଏହି ପରେଡରେ ଆଣବିକ ସକ୍ଷମ କ୍ଷେପଣାସ୍ତ୍ର ଏବଂ ନୂତନ ଆକ୍ରମଣ ଡ୍ରୋନ ପ୍ରଦର୍ଶିତ ହୋଇଥିଲା। ଉତ୍ତର…
ଆଫଗାନିସ୍ତାନରେ ପ୍ରବଳ ବନ୍ୟା: ୪୭ ମୃତ, ୫୭ ଆହତ
ଇସଲାମାବାଦ,୨୮ା୭: ପ୍ରବଳ ବନ୍ୟା ଯୋଗୁ ଆଫଗାନିସ୍ତାନରେ ହାହାକାର ସୃଷ୍ଟି ହୋଇଛି। ଗତ ସପ୍ତାହରେ ଦେଶରେ ବନ୍ୟା ଯୋଗୁ ଅତି କମ୍ରେ ୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୭ ଜଣ ଆହତ ହୋଇଛନ୍ତି। ସେଠାରେ ୪୧ ଜଣ ନିଖୋଜ ଅଛନ୍ତି। ତାଲିବାନ…
ଓଡ଼ିଶାରେ ପ୍ରତିଷ୍ଠା ହେବ ସିଲିକନ୍ କାର୍ବାଇଡ୍ ପ୍ଲାଣ୍ଟ
ଭୁବନେଶ୍ୱର,୨୮ା୭(ଅନିଲ ଦାସ): ଓଡ଼ିଶାରେ ପ୍ରତିଷ୍ଠା ହେବ ସିଲିକନ୍ କାର୍ବାଇଡ୍ ପ୍ଲାଣ୍ଟ। ଆମେରିକାସ୍ଥିତ ସିଲିକନ୍ ଗ୍ରୁପ୍ ଓଡ଼ିଶାରେ ଏହି ପ୍ଲାଣ୍ଟ ପ୍ରତିଷ୍ଠା କରିବ। ଏଥିପାଇଁ ସିଲିକନ୍ ପାୱାର ଗ୍ରୁପ୍ ୧ ହଜାର କୋଟିର ପୁଞ୍ଜି ନିବେଶ କରିବ। ପ୍ରଥମଥର ପାଇଁ ଓଡ଼ିଶାରେ ଏଭଳି…
ପ୍ରଥମ ଦିନିକିଆରେ ୫ ଉଇକେଟରେ ଜିତିଲା ଭାରତ
ବ୍ରିଜ୍ଟାଉନ୍,୨୭।୭: ବ୍ରଜ୍ଟାଉନ ସ୍ଥିତ କେସିଙ୍ଗଟନ ଓଭାର ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୱେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତ ୫ ଉଇକେଟରେ ବିଜୟୀ ହୋଇଛି। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ…
ଭାରତ ଆଗରେ ୧୧୫ ରନ୍ର ବିଜୟ ଟାର୍ଗେଟ
ବ୍ରିଜ୍ଟାଉନ୍,୨୭।୭: ବ୍ରଜ୍ଟାଉନ ସ୍ଥିତ କେସିଙ୍ଗଟନ ଓଭାର ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ୱେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଦିନିକିଆ ସିରିଜରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ୱେଷ୍ଟଇଣ୍ଡିଜ ବ୍ୟାଟିଂ ଆରମ୍ଭ କରିଥିଲା। ଆରମ୍ଭରୁ…
୩ ବଡ଼ ଅର୍ଥବ୍ୟବସ୍ଥାରେ ସାମିଲ ହେବ ଭାରତ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତ୍ୟଧିକ ଆତ୍ମବିଶ୍ୱାସରେ କହିଛନ୍ତି ଯେ, କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ତାଙ୍କ ସରକାର ରହିବ ଏବଂ ତାଙ୍କର ତୃତୀୟ କାର୍ଯ୍ୟକାଳରେ ଭାରତ ବିଶ୍ୱର ତିନୋଟି ବଡ ଅର୍ଥନୀତିରେ ସାମିଲ ହେବ। ଏହା ମୋଦିଙ୍କ ଗ୍ୟାରେଣ୍ଟି…
ମଣିପୁର ଭାଇରାଲ ଭିଡିଓ ମାମଲାରେ ଯାଞ୍ଚ କରିବ ସିବିଆଇ
ନୂଆଦିଲ୍ଲୀ,୨୭।୭: ମଣିପୁର ହିଂସା ମଧ୍ୟରେ ନିକଟରେ ଭାଇରାଲ ହୋଇଥିବା ଏକ ଭିଡିଓ ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବଡ ପଦକ୍ଷେପ ନେଇଛି। ଏ ମାମଲା ସାମ୍ନାକୁ ଆସିବା ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହାର ତଦନ୍ତ ସିବିଆଇକୁ ଦେଇଛି। ଏହା ସହିତ…
ବ୍ରାଣ୍ଡସକୁ ଜବାବ ଦେଲେ ମସ୍କ, ଏକ୍ସ ଉପରେ ହଜାରେ ଡଲାର ମାସକୁ ଦିନ ନାହିଁତ ଗୋଲ୍ଡ ଟିକ ଭୁଲି ଯାଅ
ଓ୍ବାଶିଂଟନ,୨୭।୭: ଟୁଇଟରରେ ଏକେ କୌଣସି ବ୍ରାଣ୍ଡକୁ ନିଜ ଆକାଉଣ୍ଟ ଉପରେ ଗୋଲ୍ଡ ଟିକ ପାଇଁ ଅତିକମରେ ୧୦୦୦ ଡଲାର ମନ୍ଥଲି ଫିଜ ଦେବାକୁ ପଡିବ। ଏଲନ ମସ୍କଙ୍କ ଲିଡରଶିପ ବାଲା ଟୁଇଟର ସ୍ପଷ୍ଟ କରିଛି ଯେ ଯଦି ବ୍ରାଣ୍ଡ ପ୍ରତି ମାସରେ…
Archives


