Home Middle

ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ…

ଟୁଇଟରର ନୂଆ ଲୋଗୋ : ନୀଳ ପକ୍ଷୀ ବଦଳରେ ଇଂରାଜୀ ଅକ୍ଷର ‘ଏକ୍ସ’ …

ଓ୍ବାଶିଂଟନ,୨୪।୭ : ନୀଳ ପକ୍ଷୀ ବଦଳରେ ଇଂରାଜୀ ‘ଏକ୍ସ’ ଟୁଇଟରର ନୂଆ ଲୋଗୋ ହେବ ବୋଲି ଏଲୋନ ମସ୍କ ସୂଚନା ଦେଇଛନ୍ତି। ଗତ ବର୍ଷ ଟୁଇଟରର ଦାୟିତ୍ୱ ଗ୍ରହଣ କରିବା ପରେ ଏଲନ ମସ୍କ କମ୍ପାନୀରେ ଅନେକ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…

ଓଡେସା ସହରରେ ରୁଷିଆ ଆକ୍ରମଣକୁ ନିନ୍ଦା କଲା ୟୁନେସ୍କୋ…

କିଭ୍‌,୨୪।୭ : ୟୁକ୍ରେନର ବନ୍ଦର ସହର ଓଡେସା ଉପରେ ରୁଷିଆ ଶକ୍ତିଶାଳୀ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ବନ୍ଦର ସହର ଓଡେସାରେ ବିଶ୍ୱ ଐତିହ୍ୟ କେନ୍ଦ୍ରର ସ୍ଥାନ ଉପରେ ରୁଷିଆର…

ମିଲ୍‌ଖା, ଉଷାଙ୍କୁ ଏସ୍‌ଜେଏଫ୍‌ଆଇ ପଦକ

ଭୁବନେଶ୍ୱର, ୨୪।୭ (ତପନ ସ୍ବାଇଁ): ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସଜେଏଫ୍‌ଆଇ)ର ବାର୍ଷିକ ସାଧାରଣ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ରବିବାର ଅହବଦାବାଦରେ ଅନୁଷ୍ଠିତ ହୋଇଯାଇଛି। ଫ୍ଲାଇଂ ଶିଖ୍‌ ମିଲ୍‌ଖା ସିଂ ଏବଂ ଟ୍ରାକ୍‌ ଷ୍ଟାର ପି.ଟି. ଉଷାଙ୍କୁ ସମ୍ମାନଜନକ…

ଓଡ଼ିଶାରୁ ଭାଗନେବେ ୧୮ ଆଥ୍‌ଲେଟ

ଭୁବନେଶ୍ୱର, ୨୪।୭ (ତପନ ସ୍ବାଇଁ): ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ଚାଇନାର ଚେଙ୍ଗଡୁଠାରେ ଚଳିତ ମାସ ୨୮ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାରତରୁ ମୋଟ ୩୨୫ ଜଣିଆ ପ୍ରତିନିଧି ଦଳ ଅଂଶଗ୍ରହଣ କରିବ। ଏହା ମଧ୍ୟରେ ଓଡ଼ିଶାର ୨୯…

ପୁଣି ବିପଦ ସଙ୍କେତ ଟପିଲା ଯମୁନା

ନୂଆଦିଲ୍ଲୀ,୨୪ା୭ : ହରିୟାଣାର ହାଥନିକୁଣ୍ଡ ବ୍ୟାରେଜରୁ ୨ ଲକ୍ଷ କ୍ୟୁସେକ୍‌ ଜଳ ଛଡ଼ାଯିବା ପରେ ଦିଲ୍ଲୀରେ ଯମୁନା ଜଳସ୍ତର ପୁଣିଥରେ ବିପଦ ସଙ୍କେତ ଅତିକ୍ରମ କରିଛି। ରବିବାର ଅପରାହ୍ନ ୩ଟାରେ ଜଳସ୍ତର ୨୦୬.୨୬ ମିଟର ହୋଇଥିବାବେଳେ ଆହୁରି ବଢ଼ିବା ଆଶଙ୍କା କରାଯାଉଛି।…

ଭାରତରେ ‘ଅକିରା’ ଆତଙ୍କ

ନୂଆଦିଲ୍ଲୀ,୨୪ା୭: ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଗତ ଡେଟା ଚୋରି ପରେ ଲୋକଙ୍କଠାରୁ ଅର୍ଥ ଅସୁଲ ପାଇଁ ବ୍ୟବହୃତ ଇଣ୍ଟରନେଟ୍‌ ରାନ୍‌ସମଓ୍ବେର ଭାଇରସ୍‌ ‘ଅକିରା’କୁ ନେଇ ଦେଶବିଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ମଧ୍ୟ ଏହାର ପ୍ରାଦୁର୍ଭାବ ବଢ଼ୁଥିବାରୁ ଦେଶର ସଂଘୀୟ ସାଇବର ସିକ୍ୟୁରିଟି ଏଜେନ୍ସି…

୭ ଦେଶ ବୁଲି ୧.୭୯ କୋଟି ଖର୍ଚ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ଏବଂ ଜୁଲାଇ ମାସରେ ଆମେରିକା, ଫ୍ରାନ୍ସ ସମେତ ୭ ରାଷ୍ଟ୍ର ଗସ୍ତ କରିଥିଲେ। ଏ ବାବଦରେ କେନ୍ଦ୍ର ସରକାର ୧.୭୯ କୋଟି ଟଙ୍କା ବ୍ୟୟ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ମେ’…

ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ିବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୨୪ା୭ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପ୍ରେରଣ କରିଥିବା ଚନ୍ଦ୍ରୟାନ-୩ ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ି ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବା ପାଇଁ ଅଗ୍ରସର ହେଉଛି। ଧୀରେ ଧୀରେ ଏହା ଚନ୍ଦ୍ରର ନିମ୍ନ କକ୍ଷପଥକୁ ଯିବା ସହ ଅଗଷ୍ଟ…

ସେକ୍ସ ସିନ୍‌ ବେଳେ ଗୀତା ପାଠକୁ ବିରୋଧ

ନୂଆଦିଲ୍ଲୀ,୨୪ା୭: ବିଶ୍ୱର ପ୍ରଥମ ପରମାଣୁ ବୋମାର ମାଷ୍ଟରମାଇଣ୍ଡ ରବର୍ଟ ଓପେନ୍‌ହାଇମରଙ୍କ ବାୟୋପିକ୍‌ (ଆତ୍ମଜୀବନୀ ଚଳଚ୍ଚିତ୍ର) ଶୁକ୍ରବାର ରିଲିଜ୍‌ ହୋଇଛି। ଏହା ଭଲ ରେଟିଂ ହାସଲ କରିବା ସହ ବକ୍ସ ଅଫିସ୍‌ରେ ଚହଳ ସୃଷ୍ଟି କରିଛି। କିନ୍ତୁ ଏହାର ଏକ ବିବାଦୀୟ ସିନ୍‌…

ବିଦେଶ ଯାଉଛନ୍ତି, ମଣିପୁର ଆସନ୍ତୁ

ଇମ୍ଫାଲ/କୋଲକାତା/ନୂଆଦିଲ୍ଲୀ,୨୪ା୭: ମେଇତି ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ମାନ୍ୟତା ଦାବି କରିବା ପରେ ମଣିପୁର ହାଇକୋର୍ଟଙ୍କ ଏ ସମ୍ପର୍କିତ ରାୟ ଉତ୍ତର-ପୂର୍ବ ରାଜ୍ୟରେ ନିଅଁା ଲଗାଇ ଦେଇଥିଲା। ମେ’ ୩ରୁ ଜାତିଆଣ ହିଂସା ଏବଂ ଯୌନହିଂସାରେ ମଣିପୁର ଜଳୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭାରତକୁ ବିଶାଳ ଲକ୍ଷ୍ୟ ଦେଲା ପାକିସ୍ତାନ

କଲମ୍ବୋ,୨୩ା୭: ଏମଜର୍ିଂ ଏସିଆ କପ୍‌ ଫାଇନାଲରେ ଭାରତ ‘ଏ’କୁ ବିଶାଳ ଲକ୍ଷ୍ୟ ଦେଇଛି ପାକିସ୍ତାନ ‘ଏ’। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୩୫୨ ରନ୍‌ ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri