Home Middle

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ବନ୍ଧା ହେଲେ ୩ ରେଳ କର୍ମଚାରୀ

ବାଲେଶ୍ବର,୭।୭(ମାନସବିଶ୍ୱାଳ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ସିବିଆଇ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୩ଜଣ ରେଳ କର୍ମଚାରୀଙ୍କୁ ସିବିଆଇ ଗିରଫ କରିଛି। ଗିରଫ କର୍ମଚାରୀମାନେ ହେଲେ ସିନିଅର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ…

ରାଜସ୍ଥାନ, ଛତିଶଗଡ଼, ମଧ୍ୟ ପ୍ରଦେଶ, ତେଲେଙ୍ଗାନା ପାଇଁ ଭାଜପା ନିଯୁକ୍ତ କଲା ନିର୍ବାଚନ ପ୍ରଭାରି

ନୂଆଦିଲ୍ଲୀ,୭।୭: ଦେଶର ୫ ରାଜ୍ୟରେ ଚଳିତ ବର୍ଷ ଶେଷକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ପ୍ରସ୍ତୁତିରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଶୁକ୍ରବାର ଏଥିମଧ୍ୟରୁ ୪ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରିଥିବା ଘୋଷଣା କରିଛି। ରାଜସ୍ଥାନ ପାଇଁ…

ଓ୍ବାଗନର୍‌ ମୁଖ୍ୟ ପ୍ରିଗୋଜିନଙ୍କ ମିଳୁନି ପତ୍ତା, ଗାୟବ କରିଦେଲେ କି ପୁଟିନ!

ମସ୍କୋ,୭।୭: ଋଷର ବିଦ୍ରୋହୀ ଏବଂ ଗୃହଭେଦୀ ଓ୍ବାଗନର ଗୋଷ୍ଠୀର ମୁଖ୍ୟ ୟେଭେଗେନି ପ୍ରିଗୋଜିନଙ୍କ ପତ୍ତା ମିଳୁନି। ସେ କେବେଠୁ ବେଲାଋଷ ଛାଡି ସାରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ବେଲଋଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋ। ସେ କହିଛନ୍ତି, ପ୍ରିଗୋଜିନ ବେଲାଋଷରେ ନାହାନ୍ତି। ସେ…

୯ ନେତାଙ୍କୁ ୪ ରାଜ୍ୟ ନିର୍ବାଚନ ଦାୟିତ୍ୱ, ପ୍ରହ୍ଲାଦଙ୍କୁ ମିଳିଲା ରାଜସ୍ଥାନ ଦାୟିତ୍ୱ

ଜୟପୁର,୭।୭: ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରସ୍ତୁତି ଆରମ୍ଭ କରିଛି। ଏହି ସମୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ରାଜସ୍ଥାନ, ଛତିଶଗଡ, ମଧ୍ୟପ୍ରଦେଶ ଏବଂ ତେଲଙ୍ଗାନା ପାଇଁ ରାଜ୍ୟ ନିର୍ବାଚନ ପ୍ରଭାରୀ ଏବଂ ସହ…

ନିର୍ବାଚନ ଲଢିବେ ନଓ୍ବାଜ ସରିଫ

ଇସଲାମବାଦ,୭।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ ପାକିସ୍ତାନର ଆଗାମୀ ନିର୍ବାଚନ ଲଢିବାକୁ ଯାଉଛନ୍ତି। ଏନେଇ ସୂଚନା ଦେଇଛନ୍ତି ପାକିସ୍ତାନର ଆଇନ ମନ୍ତ୍ରୀ ଆଜମ ନାଜିର। ସେ କହିଛନ୍ତି,‘ନୂତନ ନିର୍ବାଚନ ଅଧିନିୟମ ଅନୁଯାୟୀ ନଓ୍ବାବଙ୍କ ଉପରେ ପିଏମଏଲ-ଏନ ପ୍ରତିବନ୍ଧକ ହଟାଇ ଦିଆଯାଇଛି।…

ତେଲ ଅଭାବରୁ ୫ମାସ ଯାଏଁ ପାକ୍‌ ସେନା କରିବନି ସମରଭ୍ୟାସ

ଇସଲାମବାଦ,୭।୭: ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗିତ କରୁଛି ପାକିସ୍ତାନ। ବୈଦେଶିକ ଋଣ ଜାଲରେ ପଡି ଛଟପଟ ହେଉଛି ଦେଶ। ତେବେ ଏପରି ଦୁଃସ୍ତିତିରୁ ନିସ୍ତାର ନ ପାଉଣୁ ଆଉ ଏକ ବିପଦ ଘୋଟେଇଛି ଦେଶ ଉପରେ। ଦେଶର ଆର୍ଥିକ ଦୁରାବସ୍ଥା…

ଆମେ ଆଶା କରୁଛୁ ଉପର କୋର୍ଟରେ ରାହୁଲଙ୍କୁ ନ୍ୟାୟ ମିଳିବ: ସଞ୍ଜୟ ରାଉତ

ମୁମ୍ବାଇ,୭।୭: ଶିବସେନା(ୟୁବିଟି) ଏମପି ସଞ୍ଜୟ ରାଉତ ଶୁକ୍ରବାର କହିଛନ୍ତି, ଆମେ ଆଶା କରୁଛୁ ରାହୁଲ ଗାନ୍ଧୀଙ୍କୁ ଉପର କୋର୍ଟରୁ ‘ମୋଦି ସରନେମ’ ମାନହାନି ମାମଲାରେ ନ୍ୟାୟ ମିଳିବ। ସୂଚନାଯୋଗ୍ୟ, ଶୁକ୍ରବାର ଗୁଜରାଟ ହାଇକୋର୍ଟ ‘ମୋଦି ସରନେମ’ ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କ…

ଆମେରିକାରେ ବ୍ୟାନ୍‌ ହେବ ଘାତକ କେମିକାଲ ଅସ୍ତ୍ର

ଓ୍ବାଶିଂଟନ୍‌,୭।୭: ଅର୍ଗାନାଇଜେସନ ଫର ପ୍ରୋହିବିଶନ ଅଫ୍‌ କେମିକାଲ ଓ୍ବିପନ୍‌ ବା ଓପିସିଡବ୍ଲୁ ଅନୁଯାୟୀ, ରାସାୟନିକ ଅସ୍ତ୍ର ହେଉଛି ଏପରି ଏକ ମାରଣାସ୍ତ୍ର। ଯେଉଁଥିରେ ବିଷାକ୍ତ ରାସାୟନିକ ପଦାର୍ଥ ମିଶାଯାଇଥାଏ। ଯାହାଦ୍ୱାରା ଉଦ୍ଦେଶ୍ୟମୂଳକ ଭାବେ ଲୋକଙ୍କୁ ହତ୍ୟା କରିବା ପାଇଁ ବ୍ୟବହୃତ କରାଯାଏ।…

କ’ଣ ଭାଜପା ଛାଡି କଂଗ୍ରେସରେ ହେବେ ସାମିଲ? ସ୍ପଷ୍ଟ କଲେ ପଙ୍କଜା

ମୁମ୍ବାଇ,୭।୭: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଭାଜପା ନେତା ପଙ୍କଜା ମୁଣ୍ଡେ ସ୍ପଷ୍ଟ କରିଛନ୍ତି ଯେ, ସେ ଭାଜପା ଛାଡୁ ନାହାଁନ୍ତି। ଏଥିସହ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କୁ ସେ ଭେଟିଛନ୍ତି ବୋଲି ଦାବି କରୁଥିବା ରିପୋର୍ଟକୁ ମଧ୍ୟ…

ୟୁଏନଏସସିରେ କଶ୍ମୀର ପ୍ରସଙ୍ଗ ଉଠାଇଲା ପାକିସ୍ତାନ, ଦୃଢ ନିନ୍ଦା କଲା ଭାରତ

ଜେନେଭା,ନୂଆଦିଲ୍ଲୀ,୭।୭: ଆତଙ୍କବାଦୀ ଚିନ୍ତାଧାର ରଖିଥିବା ପାକିସ୍ତାନ ନିଜ କାର୍ଯ୍ୟକଳାପ କିମ୍ବା ବ୍ୟବହାରରେ କ୍ଷାନ୍ତ ହେଉନାହିଁ। ନିକଟରେ ହୋଇଥିବା ଏସସିଓ ସମ୍ମିଳନୀରେ ପାକିସ୍ତାନର ନାଁ ନେଇ ତାକୁ ଟାର୍ଗେଟ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ପାକିସ୍ତାନ ବାରମ୍ବାର ସୀମା ପ୍ରବେଶ ନେଇ ଆତଙ୍କବାଦକୁ ନିଜ…

ମଣିପୁର ହିଂସାକୁ ରୋକିବା ନେଇ ସାହାଯ୍ୟ କରିବାକୁ ପ୍ରସ୍ତୁତ: ଆମେରିକା ରାଷ୍ଟ୍ରଦୂତ, କଟାକ୍ଷ କଲା କଂଗ୍ରେସ

ଓ୍ବାଶିଂଟନ୍‌,୭।୭: ୨ମାସରୁ ଅଧିକ ହେଲାଣି ମଣିପୁର ନିଆଁ ହୁତୁହୁତୁ ହୋଇ ଜଳୁଛି। ଗୃହମନ୍ତ୍ରୀ ଅମିତ ଶାହଙ୍କ ବାରମ୍ବାର ବୈଠକ ସତ୍ତ୍ୱେ ହିଂସା ଥମିବାର ନାଁ ନେଉ ନାହିଁ। ତେବେ ଏହି ସମୟରେ ମଣିପୁରକୁ ହତାଦାର କରି ଖୋଦ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା…

ମିଲାନର ବୃଦ୍ଧାଶ୍ରମରେ ଭୀଷଣ ଅଗ୍ନିକାଣ୍ଡ, ୬ମୃତ

ରୋମ,୭।୭: ରୋମର ମିଲାନରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମିଲାନରେ ଥିବା ଏକ ବୃଦ୍ଧାଶ୍ରମରେ ନିଆଁଲାଗି ୬ଜଣ ଜିଅନ୍ତା ଜଳି ଯାଇଛନ୍ତି। ଅଗ୍ନିକାଣ୍ଡରେ ୮୦ରୁୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri