Home Middle

କରୋନା ସଂକ୍ରମିତ ହେଲେ ସ୍ପେନର ରାଷ୍ଟ୍ରପତି, ଜି ୨୦ ସମ୍ମିଳନୀରେ ଯୋଗ ଦେଉ ନ ଥିବା ତୃତୀୟ ନେତା

ମ୍ୟାଡ୍ରିଡ,୮।୯: ସ୍ପେନର ରାଷ୍ଟ୍ରପତି ପେଡ୍ରୋ ସାଂଚେଜ ଗୁରୁବାର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହି କାରଣରୁ ସେ ବର୍ତ୍ତମାନ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ପାରିବେ ନାହିଁ। ପେଡ୍ରୋ ସାଂଚେଜ ଜି -୨୦…

ଉପନିର୍ବାଚନ ଫଳାଫଳ: ଚାଲିଛି ଭୋଟ ଗଣନା, ୨ ଆସନରେ ଭାଜପା ଆଗରେ

ନୂଆଦିଲ୍ଲୀ,୮।୯: ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି ଘୋଷଣା ହେବ। ଏଥିପାଇଁ ଭୋଟ ଗଣନା ସକାଳ ୮ଟାରୁ ଆରମ୍ଭ ହୋଇଛି। ୟୁପିର ଘୋଷୀ ଆସନ ଏବଂ ବାଗେଶ୍ୱରରେ ଭାଜପା ପ୍ରାର୍ଥୀ ଆଗରେ ଅଛନ୍ତି। ଏହି ନିର୍ବାଚନର…

ସେପ୍ଟେମ୍ବର ୨୦ରେ ନୂଆଖାଇ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ସମ୍ବଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଗୁରୁବାର ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ଏ ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଧାର୍ଯ୍ୟ ଲଗ୍ନ…

ଆଜି ଆସିବ ୬ ରାଜ୍ୟର ୭ ବିଧାନସଭା ଆସନ ଉପନିର୍ବାଚନର ଫଳାଫଳ

ନୂଆଦିଲ୍ଲୀ,୮।୯: ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯିବ। ଭୋଟ ଗଣନା ସକାଳ ୮ଟାରୁ ଆରମ୍ଭ ହେବ। ଏହି ନିର୍ବାଚନର ଫଳାଫଳ ବର୍ଷ ଶେଷରେ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏବଂ ୨୦୨୪…

ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଡିନର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୭।୯: ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ ଅଭିମୁଖେ ବାହାରିଛନ୍ତି। ଶୁକ୍ରବାର ଅର୍ଥାତ୍‌ ଆଜି ସେ ଭାରତରେ ପହଞ୍ଚିବେ। ତାଙ୍କର ଗସ୍ତର ପ୍ରଥମ ଦିନରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀରେ ଭେଟିବେ।…

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୭ା୯(ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ସମ୍ବଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଗୁରୁବାର ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଧାର୍ଯ୍ୟ…

ବଢ଼ିଲା ବିଧାୟକଙ୍କ ଦରମା

କୋଲକାତା,୭ା୯: ପଶ୍ଚିମବଙ୍ଗର ବିଧାୟକମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାୟକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ମୁଖ୍ୟମନ୍ତ୍ରୀ ବିଧାୟକ ଓ ମନ୍ତ୍ରୀଙ୍କ ଦରମାକୁ ମାସକୁ ୪୦…

ଭାରତ-ଏସିଆନ ସହଯୋଗକୁ ମଜବୁତ କରିବା ପାଇଁ ମୋଦିଙ୍କ ୧୨ ସୂତ୍ରୀ ପ୍ରସ୍ତାବ

ଜାକର୍ତ୍ତା/ନୂଆଦିଲ୍ଲୀ,୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏସିଆନ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଆତଙ୍କବାଦ ଭଳି ସମସାମୟିକ ଆହ୍ବାନର ମୁକାବିଲା ତଥା ରଣନୀତିକ ଭାଗିଦାରୀକୁ ସୁଦୃଢ଼ କରିବା ସହିତ ଡିଜିଟାଲ ରୂପାନ୍ତର, ବାଣିଜ୍ୟ ଏବଂ ଅର୍ଥନୈତିକ ଯୋଗଦାନ ଭଳି କ୍ଷେତ୍ରରେ ଭାରତ-ଏସିଆର ସହଯୋଗକୁ…

ଜି-୨୦ ଶିଖର ସମ୍ମିଳନୀ ମିଳିତ ଘୋଷଣାନାମା ବିନା ହୋଇପାରେ ଶେଷ

ଓ୍ବାଶିଂଟନ୍‌,୭।୯: ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ସମସ୍ତ ଦେଶ ମିଳିତ ଘୋଷଣାନାମାରେ ଦସ୍ତଖତ କରିବେ ବୋଲି ଆମେରିକା ଆଶା ପ୍ରକାଶ କରିଛି। କିନ୍ତୁ ଏହି ଘୋଷରଣାନାମାରେ ଋଷିଆ ଓ ଚାଇନା ଏକମତ ହେବା କଷ୍ଟସାଧ୍ୟ ବୋଲି…

୫୦ବର୍ଷ ପୂର୍ବେ ମଙ୍ଗଳ ଗ୍ରହରେ ମିଳିଥିଲା ଏଲିଅନଙ୍କ ସନ୍ଧାନ, ହେଲେ ଅଜାଣତରେ ମାରିଦେଲା ନାସା: ବୈଜ୍ଞାନିକଙ୍କ ଦାବି

ଓ୍ବାଶିଂଟନ୍‌,୭।୯: ପ୍ରାୟ ୫୦ବର୍ଷ ପୂର୍ବେ ମଙ୍ଗଳ ଗ୍ରହରେ ନାସା ଜୀବସତ୍ତାର ସନ୍ଧାନ ପାଇଥିଲା କିନ୍ତୁ ତାହା କଣ ବୁଝିବା ପୂର୍ବରୁ ତାକୁ ହତ୍ୟା କରିଥାଇପାରେ ବୋଲି ଜଣେ ବୈଜ୍ଞାନିକ ଦାବି କରିଛନ୍ତି। ତେବେ ଏହି ଦାବି ଉପରେ ଅନ୍ୟ ବିଶେଷଜ୍ଞଙ୍କ ମତ…

‘ଆଜିର ଯୁଗ ଯୁଦ୍ଧ ନୁହେଁ, ଆଲୋଚନା, କୂଟନୀତି ହିଁ ଏହାର ସମାଧାନର ଏକମାତ୍ର ରାସ୍ତା’

ଜାକର୍ତ୍ତା,୭।୯: ପୂର୍ବ ଏସିଆ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ସମସ୍ତ ଦେଶର ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତାକୁ ଦୃଢ କରିବା ପାଇଁ ମିଳିତ…

ଇଣ୍ଡିଆ ବନାମ ଭାରତ ପ୍ରସଙ୍ଗରେ କହିଲା ଚାଇନା, ନାମ ଗୁରୁତ୍ୱପୂର୍ଣ୍ଣ ନୁହେଁ…

ବେଜିଂ, ୭।୯: ଇଣ୍ଡିଆ ବନାମ ଭାରତକୁ ନେଇ କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ଏନେଇ ଚର୍ଚ୍ଚା ଲାଗି ରହିଛି। ଜି-୨୦ ଶିଖର ସମ୍ମିଳନୀର ଡିନର କାର୍ଡରେ ଇଣ୍ଡିଆ ଲେଖାଯିବା ପରିବର୍ତ୍ତେ ଭାରତ ଲେଖାଯିବା ନେଇ ବିବାଦ ମୁଣ୍ଡ ଟେକିଥିଲା। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?