ପଶ୍ଚିମାଞ୍ଚଳ ନିୟନ୍ତ୍ରଣରେ ପ୍ରଥମ ଦିନ
ବେଙ୍ଗାଲୁରୁ, ୧୩ା୭ (ପି.ଟି.): ଦୁଲୀପ୍ ଟ୍ରଫି ଫାଇନାଲ୍ର ପ୍ରଥମ ଦିନର ଖେଳ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବୋଲରଙ୍କ ସଫଳତା ବଳରେ ପ୍ରଥମ ଦିନର ଖେଳକୁ ନିୟନ୍ତ୍ରଣରେ ରଖିଛି ପଶ୍ଚିମାଞ୍ଚଳ। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା…
ଏସିଆ କପ୍ କାର୍ଯ୍ୟସୂଚୀ ଚୂଡ଼ାନ୍ତ: ପାକିସ୍ତାନ ଯିବ ନାହିଁ ଭାରତ
ନୂଆଦିଲ୍ଲୀ, ୧୩ା୭(ପି.ଟି.): ଏସିଆ କପ୍ କାର୍ଯ୍ୟସୂଚୀ ଚୂଡାନ୍ତ ହୋଇଛି। ଭାରତୀୟ କ୍ରିକେଟ ଦଳ ପାକିସ୍ତାନରେ ଏହାର ମ୍ୟାଚ ଖେଳିବ ନାହିଁ ବୋଲି ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିସିସିଆଇ ସମ୍ପାଦକ ଜୟ ଶାହା ଓ ପାକିସ୍ତାନ…
ମୀନା, ଜ୍ୟୋତ୍ସ୍ନାଙ୍କୁ ସ୍ବର୍ଣ୍ଣ, ଝିଲି ରୌପ୍ୟ
ଭୁବନେଶ୍ୱର, ୧୩ା୭(ତପନ ସ୍ବାଇଁ): ଗ୍ରେଟର ନଏଡ଼ାଠାରେ ବୁଧବାର ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍ର ପ୍ରଥମ ଦିବସରେ ଓଡ଼ିଶା ଭାରୋତ୍ତୋଳନ ଏଚ୍ପିସି ଆଥଲେଟ୍ ଜ୍ୟୋତ୍ସ୍ନା ଶବର ଓ ମୀନା ଶାନ୍ତା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୪୦ କେଜି ୟୁଥ୍ ବର୍ଗରେ…
ଭାରତୀୟ ଦଳରେ ଓଡ଼ିଶାର ରାକେଶ, ତପନ
ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଏସିଆନ ଗେମ୍ସ ୨୦୨୩ ପାଇଁ ଆର୍ଟିଷ୍ଟିକ୍ସ ଜିମ୍ନାଷ୍ଟିକ୍ସ ଚୟନ ଟ୍ରାଏଲ ବୁଧବାର କଳିଙ୍ଗ ଷ୍ଟାଡିୟମର ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଶେଷ ହୋଇଛି। ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ଆୟୋଜିତ…
ଅଶ୍ୱିନଙ୍କୁ ୫ ଉଇକେଟ
ଡୋମିନିକା, ୧୩ା୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଡୋମିନିକାରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍ ଖବର ପ୍ରସ୍ତୁତ ସୁଦ୍ଧା ୧୫୦ ରନ୍ରେ ସମସ୍ତ ଉଇକେଟ ହରାଇଛି। ସଫଳ ବୋଲର ଭାବରେ ରବିଚନ୍ଦ୍ରନ ଅଶ୍ୱିନ…
ସେମିରେ ସାବାଲେଙ୍କା, ଜାବେର୍
ଓ୍ବିମ୍ବେଲଡନ୍, ୧୩ା୭: ଟେନିସ୍ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ୍ର ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଆରିନା ସାବାଲେଙ୍କା ଓ ଓନ୍ସ ଜାବେର୍। ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ବିଶ୍ୱ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ଥିବା ବେଲାରୁଷର ଆରିନା ସାବାଲେଙ୍କା ୬-୨,…
ଇଣ୍ଟରନେଟ୍ ପାଇଁ ବିନାଶ ଆଣିବ ସୌରଝଡ଼
ଓ୍ବାଶିଂଟନ୍,୧୩ା୭(ପି.ଟି.): ଆସନ୍ତା ୨ ବର୍ଷ ମଧ୍ୟରେ ସୂର୍ଯ୍ୟ ଚରମ ସ୍ଥିତିରେ ପହଞ୍ଚତ୍ବ। ଫଳରେ ଅନେକ ମାସ ଧରି ସୌରଝଡ଼ ଲାଗିରହିବ। ଇଣ୍ଟରନେଟ୍ ପାଇଁ ଏହା ବିନାଶକାରୀ ସାଜିବା ସହ ବିଶ୍ୱ ଅର୍ଥନୀତିକୁ ମଧ୍ୟ ବହୁଳ ଭାବେ ପ୍ରଭାବିତ କରିବ ବୋଲି ଆମେରିକୀୟ…
ନାଟୋ: ୟୁକ୍ରେନ୍କୁ ସମର୍ଥନ, ସଦସ୍ୟତା ଅସ୍ପଷ୍ଟ
ଭିଲ୍ନିଅସ୍,୧୩ା୭: ୟୁରୋପୀୟ ଦେଶ ଲିଥୁଆନିଆ ରାଜଧାନୀ ଭିଲ୍ନିଅସ୍ରେ ବୁଧବାର ନର୍ଥ ଆଟଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ୍ (ନାଟୋ)ର ଦୁଇଦିନିଆ ସମ୍ମିଳନୀ ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ତାଙ୍କ ନାଟୋ ପ୍ରତିପକ୍ଷମାନେ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍କୁ ସମର୍ଥନ…
ପରିବା ଦରରେ କେନ୍ଦ୍ରର ଲଗାମ ନାହିଁ
ନୂଆଦିଲ୍ଲୀ,୧୩ା୭: ଦେଶରେ ଲଗାଣ ବର୍ଷା ଯୋଗୁ ଟମାଟୋର ଯୋଗାଣ ବାଧାପ୍ରାପ୍ତ ହେବାରୁ ଅନେକ ଭାଗରେ ଏହାର ମୂଲ୍ୟ ୨୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ରୋଷେଇ ଘରର ମୁଖ୍ୟ ପରିବା ଦର ଆକାଶଛୁଅଁା ହେବା ଫଳରେ ଲୋକେ ନାହିଁ ନ ଥିବା…
ଜୁନ୍ ମୁଦ୍ରାସ୍ଫୀତି ୪.୮୧%
ନୂଆଦିଲ୍ଲୀ,୧୩ା୭(ପି.ଟି.): ପନିପରିବା ଓ ଖାଦ୍ୟ ମୂଲ୍ୟରେ ବୃଦ୍ଧି ଯୋଗୁ ଗତ ଜୁନ୍ରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୪.୮୧%ରେ ପହଞ୍ଚତ୍ଥିଲା, ଯାହାକି ୩ ମାସରେ ସର୍ବାଧିକ ବୋଲି ସରକାରୀ ଭାବେ କୁହାଯାଇଛି। ଖାଉଟି ମୂଲ୍ୟ ସୂଚକାଙ୍କ (ସିପିଆଇ) ଉପରେ ନିର୍ଭର କରୁଥିବା ମୁଦ୍ରାସ୍ଫୀତି…
ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି
ନୂଆଦିଲ୍ଲୀ,୧୩ା୭: ଦୁଇଜଣ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବୁଧବାର ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ମିଳିଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲ ଟୁଇଟ୍ କରି ସୂଚନା ଦେଇଛନ୍ତି। ନବନିଯୁକ୍ତ ବିଚାରପତି ଦ୍ୱୟ ହେଲେ ଜଷ୍ଟିସ୍ ଉଜ୍ଜଲ ଭୂୟଁା ଏବଂ ଏସ୍.…
ଉଛୁଳୁଛି ଯମୁନା, ଦିଲ୍ଲୀରେ ବନ୍ୟା
ନୂଆଦିଲ୍ଲୀ/କୁଲୁ/ଚଣ୍ଡିଗଡ଼,୧୩।୭: ଉତ୍ତର ଭାରତରେ ଲଗାଣ ବର୍ଷା ପରେ ଯମୁନା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୁଧବାର ନଦୀ ଜଳସ୍ତର ବୃଦ୍ଧି ଘଟି ୨୦୭.୫୫ ମିଟର ଛୁଇଁଥିବାବେଳେ ରାଜଧାନୀରେ ବନ୍ୟା ପରିସ୍ଥିତି ଉପୁଜିଛି। ଜଳସ୍ତର ବୃଦ୍ଧି ନେଇ ଯମୁନା ନଦୀ ୪୫ ବର୍ଷର…
Archives


