Home Middle

ଓଡ଼ିଶାରେ ଖେଳିବ ଶୀତଲହରୀ: ୬ ଜିଲାକୁ ଆଇଏମଡିର ୱାର୍ଣ୍ଣିଂ

ଭୁବନେଶ୍ୱର,୧୦।୧୧: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ, ଝାରସୁଗୁଡ଼ା, କନ୍ଧମାଳ, ଏବଂ ସୁନ୍ଦରଗଡ଼ ସମେତ ଅନେକ ଜିଲା ପାଇଁ ଶୀତଲହରୀ ସତର୍କତା ଜାରି କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ ପାଇବ…

ଆଗ ଆମେରିକା

ବ୍ରାଜିଲର ବେଲେମ୍‌ଠାରେ ୧୦ ନଭେମ୍ବରରେ ଜାତିସଂଘର ଜଳବାୟୁ ସଂକ୍ରାନ୍ତ ସମ୍ମିଳନୀ କନ୍‌ଫରେନ୍ସ ଅଫ୍‌ ଦ ପାର୍ଟିଜ୍‌ (କପ୍‌୩୦) ଆରମ୍ଭ ହେବାକୁ ଯାଉଛି। ଚାଇନା ପରେ ଦ୍ୱିତୀୟ ବୃହତ୍‌ ସବୁଜ ଗୃହ ବାଷ୍ପ ନିଃସରଣ କରୁଥିବା ଆମେରିକା ଏହି ସମ୍ମିଳନୀରେ ଯୋଗଦେବ ନାହିଁ…

ସରିଲା ପ୍ରଚାର, ଏବେ ଗାଁ ନେତା ଭରସା

ନୂଆପଡ଼ା,୧୦ା୧୧(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ମୁତାବକ ସବୁ ଦଳ ସେମାନଙ୍କ ପ୍ରଚାର ବନ୍ଦ କରିଛନ୍ତି।…

ଆସନ୍ତା ୧୧ ତାରିଖରେ ହେବ ଓଡ଼ିଶାର ପ୍ରଥମ ବୋଟ ଦୌଡ଼ ପ୍ରତିଯୋଗିତା

କଟକ,୯।୧୧: ଓଡ଼ିଶାର ଗୌରବମୟ ସାମୁଦ୍ରିକ ଐତିହ୍ୟକୁ ପାଳନ କରିବା ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ କଟକରେ ‘ମହାନଦୀ ବୋଇତ ପ୍ରତିଯୋଗିତା-୨୦୨୫’ ଆୟୋଜନ କରିବାକୁ ଯାଉଛନ୍ତି। ଏହି ବୋଇତ ଦୌଡ଼ ପ୍ରତିଯୋଗିତା ଚାଲୁଥିବା ବାଲିଯାତ୍ରା ପଡ଼ିଆ ନିକଟରେ ମହାନଦୀ କୂଳସ୍ଥ…

Video: ରତ୍ନସିଂହାସନରୁ ଓହ୍ଲାଇବ କି ଜଗନ୍ନାଥ? ଅସୁସ୍ଥ ପୁଅ ପାଇଁ ବାପାର ହୃଦୟବିଦାରକ ଗୁହାରି

ପୁରୀ,୯।୧୧: ରବିବାର ସକାଳୁ ଶ୍ରୀମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଥିଲା ଏକ ହୃଦୟବିଦାରକ ଦୃଶ୍ୟ, ଯାହା ଦେଖିଲେ ଯେ କେହି ବି ଭାବବିହ୍ୱଳ ହୋଇଯିବେ। ଜଣେ ଦୁଃଖି ବାପା ତାଙ୍କର ଅସୁସ୍ଥ ପୁଅର ଜୀବନ ଭିକ୍ଷା ମାଗିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ…

ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ

ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ ଜଗନ୍ନାଥ’…

ବେଙ୍ଗାଲୁରୁ ଜେଲ ସୁରକ୍ଷାରେ ଭୀଷଣ ତ୍ରୁଟି: ମଦ ପିଇ ପାର୍ଟି କରୁଛନ୍ତି କଏଦୀ, ଜେଲରେ VVIP ଟ୍ରିଟମେଣ୍ଟ

ନୂଆଦିଲ୍ଲୀ,୯।୧୧: ବେଙ୍ଗାଲୁରୁ କେନ୍ଦ୍ରୀୟ ଜେଲ୍‌ରେ ସୁରକ୍ଷା ବ୍ୟବସ୍ଥାରେ ବାରମ୍ବାର ତ୍ରୁଟି ଦେଖାଯାଉଛି। କିଛି ଘଣ୍ଟା ପୂର୍ବରୁ ସରକାର ଜେଲ୍ ଭିତରେ କଏଦୀମାନଙ୍କୁ VVIP ସୁବିଧା ଦେଉଥିବା ଅଧିକାରୀଙ୍କୁ ଟାଣିବା ପରେ, ବର୍ତ୍ତମାନ ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ କଏଦୀମାନେ…

ଅଳିଆ ବିକ୍ରି କରି ଚନ୍ଦ୍ରଯାନ-୩ ମିଶନ ଖର୍ଚ୍ଚଠାରୁ ଅଧିକ ଆୟ କଲେ ମୋଦି ସରକାର

ନୂଆଦିଲ୍ଲୀ,୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଅକ୍ଟୋବର ମାସରେ ଚାଲିଥିବା ସ୍ୱତନ୍ତ୍ର ସ୍ୱଚ୍ଛତା ଅଭିଯାନ କେବଳ ଅଫିସଗୁଡ଼ିକୁ ସଫା କରିନାହିଁ, ବରଂ ଅଦରକାରୀ ଜିନିଷକୁ ମୂଲ୍ୟବାନ ସମ୍ପତ୍ତିରେ ପରିଣତ କରିଛି। ଏକ ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର…

ଏହିଦିନ ହେବ IPL ୨୦୨୬ ମିନି ନିଲାମ! ଚର୍ଚ୍ଚାରେ ଏହି ଖେଳାଳି

ନୂଆଦିଲ୍ଲୀ,୯।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜିନ୍ ପାଇଁ ଖେଳାଳିଙ୍କ ମିନି-ନିଲାମ ଚଳିତ ବର୍ଷ ଡିସେମ୍ବର ମାସରେ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି। ଟାଇମ୍ସ ଅଫ୍ ଇଣ୍ଡିଆର ଏକ ରିପୋର୍ଟ ଅନୁଯାୟୀ, ଆଇପିଏଲ୍ ୨୦୨୬ର ମିନି-ନିଲାମ ପାଇଁ ଡିସେମ୍ବର ୧୫…

ଆଇପିଏଲ୍ ଟ୍ରେଡ୍: ସଞ୍ଜୁ ସାମସନଙ୍କ ବଦଳରେ ରାଜସ୍ଥାନ ରୟାଲ୍ସର ବଡ଼ ଦାବିକୁ CSKର ପ୍ରତ୍ୟାଖ୍ୟାନ

ମୁମ୍ବାଇ,୯।୧୧: ୨୦୨୬ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ପୂର୍ବରୁ ପାଞ୍ଚଥରର ଚାମ୍ପିଅନ୍ ଚେନ୍ନାଇ ସୁପର କିଙ୍ଗସ୍ (CSK) ଏବଂ ପ୍ରଥମ ଆଇପିଏଲ୍ ବିଜେତା ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ ଏକ ବଡ଼ ଖେଳାଳି ଅଦଳବଦଳ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି। ରିପୋର୍ଟ…

‘ରେଡ ଜୋନ’ରେ ରାଜଧାନୀବାସି

ନୂଆଦିଲ୍ଲୀ,୯।୧୧: ରାଜଧାନୀ ଦିଲ୍ଲୀରେ ବଢୁଥିବା କୁହୁଡ଼ି ଏବଂ ଥଣ୍ଡା ମଧ୍ୟରେ, ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଜାରି ରହିଛି। ପାଣିପାଗ ବିଭାଗ ଅନୁଯାୟୀ, ଥଣ୍ଡା ଆହୁରି ବଢ଼ିବ ଏବଂ ତାପମାତ୍ରା ଆହୁରି ହ୍ରାସ ପାଇବ। ରବିବାର ସକାଳେ କିଛି…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହା ମଧ୍ୟରେ ଯେଉଁପଟେ ଦେଖିଲେ ଜୟ ଶ୍ରୀରାମ ଓ ମୋହନ ଦାଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri