ହେଡିଂଲେରେ ଜିତିଲା ଇଂଲଣ୍ଡ
ହେଡିଂଲେ, ୧୦ା୭: କ୍ରମାଗତ ଦୁଇଟି ମ୍ୟାଚରେ ବାଜବଲ୍ ଫେଲ୍ ମାରିବା ପରେ ହେଡିଂଲେରେ ଅନୁଷ୍ଠିତ ତୃତୀୟ ଟେଷ୍ଟ ମ୍ୟାଚକୁ ଜିତି ନେଇଛି ଇଂଲଣ୍ଡ। ହ୍ୟାରୀ ବ୍ରୁକ୍ଙ୍କ ଜବରଦସ୍ତ ଅର୍ଦ୍ଧଶତକ ସହିତ ନିମ୍ନକ୍ରମରେ କ୍ରିସ୍ ଓକ୍ସ ଓ ମାର୍କ ଉଡ୍ଙ୍କ ବ୍ୟାଟିଂ ବଳରେ…
ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗିରଫ
ଚଣ୍ଡିଗଡ଼, ୧୦ା୭: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ବରିଷ୍ଠ କଂଗ୍ରେସ ନେତା ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଓ.ପି. ସୋନିଙ୍କୁ ରବିବାର ରାଜ୍ୟ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨୦୧୬ରୁ ୨୦୨୨ କଂଗ୍ରେସ କ୍ଷମତାରେ ଥିବାବେଳେ ସୋନିଙ୍କ ସମ୍ପତ୍ତି ଅତ୍ୟଧିକ…
ଖଲିସ୍ତାନୀ ରାଲି ବିରୋଧରେ ଭାରତ ସପକ୍ଷବାଦୀଙ୍କ ସମାବେଶ
ଟରଣ୍ଟୋ, ୧୦ା୭ : କାନାଡ଼ାର ଟରଣ୍ଟୋସ୍ଥିତ ଭାରତୀୟ ବାଣିଜି୍ୟକ ଦୂତାବାସ ବାହାରେ ରବିବାର ଖଲିସ୍ତାନୀ ସମର୍ଥକମାନଙ୍କ ରାଲି ଫିକା ପଡ଼ିଯାଇଛି। କାରଣ ଉକ୍ତ ସ୍ଥାନରେ ବହୁସଂଖ୍ୟାରେ ଭାରତ ସପକ୍ଷବାଦୀମାନେ ଜାତୀୟ ପତାକା ଧରି ରୁଣ୍ଡ ହୋଇଥିଲେ। ସେମାନେ ‘ଭାରତ ମାତା କୀ…
ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା ପ୍ରତିବାଦରେ ବିକ୍ଷୋଭ
କୋଲକାତା, ୧୦ା୭ : ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ବେଳେ ଶନିବାର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟି ୧୫ ଜଣଙ୍କ ମୃତ୍ୟୁ ଘଟଣାର ପ୍ରତିବାଦରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସମର୍ଥକମାନେ ରବିବାର ରାଜ୍ୟ ନିର୍ବାଚନ କମିଶନ (ଏସ୍ଇସି)ଙ୍କ…
ଜୈନ ସନ୍ଥଙ୍କୁ ହତ୍ୟା
ବେଲଗାଭି, ୧୦ା୭ : କର୍ନାଟକର ବେଲଗାଭି ଜିଲାରେ ଜଣେ ଜୈନ ସନ୍ଥଙ୍କୁ ହତ୍ୟା କରାଯାଇ ତାଙ୍କ ଶରୀରକୁ ଖଣ୍ଡଖଣ୍ଡ କରି ଏକ ବୋର୍ଓ୍ବେଲରେ ଫିଙ୍ଗିଦିଆଯାଇଥିଲା। ଚିକୋଡି ତାଲୁକ୍ର ଏକ ବୋର୍ଓ୍ବେଲରୁ ମୃତଦେହର ବିଭିନ୍ନ ଅଙ୍ଗ ମିଳିବା ପରେ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…
୧୭ ବର୍ଷୀୟାଙ୍କୁ ଅର୍ଥ ଦେଇ ନ୍ୟୁଡ୍ ଫଟୋଶୁଟ୍
ଲଣ୍ଡନ,୧୦ା୭, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ବିବିସିର ଜଣାଶୁଣା ଉପସ୍ଥାପକ ଗ୍ରାହାମ୍ ନର୍ଟନ ପର୍ନ ଫଟୋଶୁଟ୍ ପାଇଁ ଜଣେ ସ୍ବଳ୍ପବୟସ୍କାଙ୍କୁ ବିପୁଳ ଅର୍ଥ ଦେଇଥିବା ଅଭିଯୋଗ ଆସିଛି। ଏହା ଉପରେ ସମ୍ପ୍ରତି ଇଣ୍ଟରନେଟ୍ରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଥିବାବେଳେ ଏନେଇ ମୁହଁ ଖୋଲିବା…
ମୋତେ ଭାରତରେ ରହିବାକୁ ଦିଅ
ଲକ୍ଷ୍ନୌ,୧୦ା୭: ଅନ୍ଲାଇନ୍ ଗେମିଂ ଆପ୍ ପବ୍ଜିରେ ସାକ୍ଷାତ। କିଛିବର୍ଷର ଭାବ ବିନିମୟ ପରେ ପ୍ରେମ। ତା’ପରେ ସରହଦ ଡେଇଁ ଭାରତକୁ ଆସିଲେ ପାକିସ୍ତାନୀ ମହିଳା ସୀମା ହାଇଦର। ୪ ପିଲାଙ୍କ ମା’ ୩୦ ବର୍ଷୀୟା ସୀମା ଆଉ ପାକିସ୍ତାନ ଫେରିବାକୁ ଚାହୁଁନାହାନ୍ତି।…
ଉତ୍ତର ଭାରତରେ ବର୍ଷା ବିତ୍ପାତ: ୧୯ ମୃତ
ନୂଆଦିଲ୍ଲୀ, ୧୦ା୭: ଉତ୍ତର ଭାରତର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ପବନ ସାଙ୍ଗକୁ ଭୂସ୍ଖଳନ ଯୋଗୁ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି। ଦିଲ୍ଲୀର ଯମୁନା ନଦୀ ସମେତ ବିଭିନ୍ନ…
ଜୁଲାଇ ୨୧ରେ ଭାରତ ଗସ୍ତରେ ଆସିବେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ/ନୂଆଦିଲ୍ଲୀ,୯।୭ : ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ଜୁଲାଇ ୨୧ରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବେ ବୋଲି ଆଶା କରାଯାଉଛି।ଅଧିକାରୀଙ୍କ ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଶ୍ରୀଲଙ୍କା ଏବେ ଆର୍ଥିକ…
ଦିଲ୍ଲୀରେ ଲାଗୁ ହେବ ଗୁଜରାଟ ‘ଆଇନ’! ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରସ୍ତାବ ଦେଲେ ଏଲଜି
ନୂଆଦିଲ୍ଲୀ,୯।୭: ଦିଲ୍ଲୀରେ ଖୁବଶୀଘ୍ର ଗୁଜରାଟ ‘ଆଇନ’ ଲାଗୁ ହେବାକୁ ଯାଉଛି। ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ‘ଦ ଗୁଜରାଟ ପ୍ରିଭେନଶନ ଅଫ ଆଣ୍ଟି-ସୋସିଆଲ ଆକ୍ଟିଭିଟିଜ ଆକ୍ଟ(ପିଏଏସଏଏ)୧୯୮୫’କୁ ରାଷ୍ଟ୍ରୀୟ ରାଜଧାନୀରେ ଲାଗୁ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ…
ନେତନ୍ୟାହୁ ସରକାର ଆଣିଥିବା ନ୍ୟାୟିକ ସଂସ୍କାର ବିଲ ଉପରେ ମତଦାନ ପୂର୍ବରୁ ଦେଶରେ ବିରୋଧ ପ୍ରଦର୍ଶନ
ତେଲ ଆଭିବ,୯।୭: ଇସ୍ରାଏଲରେ ନ୍ୟାୟିକ ସଂସ୍କାର ବିଲ ଉପରେ ମତଦାନ ହେବା ପୂର୍ବରୁ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଇଛି। ଆଞ୍ଚଳିକ ମିଡିଆର ସୂଚନା ଅନୁଯାୟୀ, ହଜାର ହଜାର ଲୋକ ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ଲୋକମାନେ ଅଭିଯୋଗ କରିଛନ୍ତି…
ଭାରତରୁ ଖ୍ରୀଷ୍ଟିଆନ ଧର୍ମକୁ ଶେଷ କରିବା ନେଇ ଚିନ୍ତା କରିବା ଏକ ବଡ଼ ଭୁଲ: ଆର୍କବିଶପ କ୍ଲେମିସ…
ଥିରୁଭାନନ୍ତପୁରମ,୯।୭ : ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ କେରଳ କ୍ୟାଥୋଲିକ ବିଶପ ପରିଷଦର ସଭାପତି କାର୍ଡିନାଲ ମାର୍ ବାସିଲିଓସ କ୍ଲେମିସ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଏଥି ସହିତ ସେ କହିଛନ୍ତି ଭାରତରୁ ଖ୍ରୀଷ୍ଟିଆନ ଧର୍ମକୁ ହଟାଇ ପାରିବେ ବୋଲି କେହି…
Archives


