ଜମ୍ମୁ-କଶ୍ମୀର ଆକାଶରେ ଉଡିବ ମିଗ-୨୯, ବଢିବ ଚାଇନା-ପାକିସ୍ତାନର ଚିନ୍ତା
ନୂଆଦିଲ୍ଲୀ,୧୨।୮: ଭବିଷ୍ୟତର ନିରାପତ୍ତାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଭାରତୀୟ ବାୟୁସେନା ଏକ ବଡ ନିଷ୍ପତ୍ତି ନେଇଛି। ଜାମ୍ମୁ କାଶ୍ମୀର ଭଳି ରଣନୈତିକ କ୍ଷେତ୍ରରେ ପ୍ରତିରକ୍ଷା ସ୍ଥିତିକୁ ମଜବୁତ କରିବା ଲକ୍ଷ୍ୟରେ ବାୟୁସେନା ଶ୍ରୀନଗର ବିମାନବନ୍ଦରରେ ଉନ୍ନତ ମିଗ-୨୯ ଯୁଦ୍ଧ ବିମାନର ଏକ…
୨୦୨୦ରେ ଅସ୍ତ୍ରବିରତି ଉଲ୍ଲଂଘନରେ ୨୪ ସୈନିକ ହୋଇଛନ୍ତି ଶହିଦ
ନୂଆଦିଲ୍ଲୀ,୧୨।୮: ସଂସଦରେ ମୌସୁମୀ ଅଧିବେଶନ ଶେଷ ହୋଇଛି। ତେବେ ଅଧିବେଶନରେ ପାକିସ୍ତାନ ଉପରେ ଆଲୋଚନା କରାଯାଇଥିଲା। ପାକିସ୍ତାନ ଦ୍ୱାରା ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ବିବରଣୀ ସରକାର ପ୍ରଦାନ କରିଥିଲେ। ସରକାର କହିଛନ୍ତି,୨୦୨୦ରେ ୨୪ ସୈନିକ ନିହତ ହୋଇଥିଲେ। ସଂସଦରେ…
ଦକ୍ଷିଣ ଚୀନ ସାଗର ବିବାଦକୁ ନେଇ ଭାରତ ରଖିଲା ଆଭିମୁଖ୍ୟ, ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ କରିବାକୁ ଦାବି
ନୂଆଦିଲ୍ଲୀ,୧୨।୮:ଦକ୍ଷିଣ ଚୀନ ସାଗରରେ ଚାଇନା ଓ ଫିଲିପାଇନ୍ସ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଭାରତ ପୁଣି ନିଜର ଆଭ୍ିମୁଖ୍ୟ ପ୍ରକାଶ କରିଛି। ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତ ଆହ୍ବନ କରିଛି। ସୂଚନାଯୋଗ୍ୟ, ନିକଟରେ ଦକ୍ଷିଣ ଚୀନ ସାଗରରେ ଫିଲିପାଇନ୍ସ ଏବଂ…
ଜାତିସଂଘର ଅପହୃତ କର୍ମଚାରୀଙ୍କୁ ୧୮ ମାସ ପରେ ମୁକ୍ତ କଲା ଅଲ-କାଏଦା
ସନା(ୟମନ),୧୨।୮: ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ୟେମେନର ଏକ ଅଲ-କାଏଦା ଶାଖା ଦ୍ୱାରା ୧୮ ମାସ ଧରି ବନ୍ଧକ ଥିବା ପାଞ୍ଚଜଣ କର୍ମଚାରୀଙ୍କ ସୁରକ୍ଷିତ ମୁକ୍ତିକୁ ସ୍ବାଗତ କରିଛନ୍ତି ବୋଲି ଆମେରିକାର ଗଣମାଧ୍ୟମ ରିପୋର୍ଟ କରିଛି। ଜାତିସଂଘର ମହାସଚିବ ମୁଖପାତ୍ର…
ମଣିପୁର ପ୍ରସଙ୍ଗରେ ଫିଲ୍ଡ କମାଣ୍ଡର୍ସଙ୍କ ସହ ବୈଠକ କଲେ ବିଏସଏଫ ଏଡିଜି
କୋଲକତା, ୧୨।୮: ବିଏସଏଫ ଏଡିଜି ସୋନାଲି ମିଶ୍ର କୋଲକତାସ୍ଥିତ ଇଷ୍ଟର୍ନ କମାଣ୍ଡ ମୁଖ୍ୟାଳୟରେ ଦ୍ୱିତୀୟ ତ୍ରିମାସିକ ଫିଲ୍ଡ କମାଣ୍ଡର୍ସ ସମ୍ମିଳନୀରେ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ବିଏସଏଫର ଇଷ୍ଟର୍ନ କମାଣ୍ଡର ୬ ଫ୍ରଣ୍ଟିଅର ଦକ୍ଷିଣ ବଙ୍ଗଳା, ଉତ୍ତର ବଙ୍ଗଳା, ଗୌହାଟି, ମେଘାଳୟ, ମିଜୋରାମ…
ହାଓ୍ବାଇ ଜଙ୍ଗଲରେ ଲାଗିଥିବା ନିଆଁରେ ମୃତକଙ୍କ ସଂଖ୍ୟା ୬୭ ଛୁଇଁଲା
ଓ୍ବାଶିଂଟନ,୧୨।୮: ଆମେରିକାର ହାୱାଇ ଜଙ୍ଗଲରେ ଲାଗିଥିବା ଭୟଙ୍କର ନିଆଁରେ ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି। ଅଧିକାଂଶ ମୃତ୍ୟୁ ହାୱାଇର ମାଉଇ କାଉଣ୍ଟି ଅଞ୍ଚଳରେ ଘଟିଛି। ଉଲ୍ଲେଖନୀୟ ଯେ, ଅନେକ ଅଞ୍ଚଳରେ ନିଆଁକୁ ନିୟନ୍ତ୍ରଣ କରାଯାଇନାହିଁ। ହାୱାଇ ଗଭର୍ଣ୍ଣର ଜୋଶ ଗ୍ରୀନ…
ସାଧାରଣ ନିର୍ବାଚନ ପୂର୍ବରୁ ୩ ନୂଆ ରାଜନୈତିକ ଦଳକୁ ମିଳିଲା ମାନ୍ୟତା, ମୋଟ ସଂଖ୍ୟା ୧୭୦ ପାର
ଇସଲାମାବାଦ,୧୨।୮: ଖୁବ ଶୀଘ୍ର ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ପାକିସ୍ତାନର ପ୍ରାୟ ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଦେଶର ନିର୍ବାଚନ ଆୟୋଗ ତିନୋଟି ନୂତନ ରାଜନୈତିକ ଦଳକୁ ସ୍ବୀକୃତି ପ୍ରଦାନ…
ଜୀବନକୁ ବାଜି ଲଗାଇ ସୁରକ୍ଷିତ ରଖିବାକୁ ପଡିବ କିମଙ୍କ ଫଟୋ, ନ ମାନିଲେ ମିଳିବ ମୃତ୍ୟୁ ଦଣ୍ଡ!
ପୋଙ୍ଗୟାଙ୍ଗ,୧୨।୮: ଉତ୍ତର କୋରିଆର ଲୋକଙ୍କୁ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଫଟୋକୁ ନିଜ ଜୀବନକୁ ବାଜି ଲଗାଇ ସୁରକ୍ଷା ଦେବାକୁ ବା ସାଇତି ରଖିବାକୁ ପଡିବ। ଘୂର୍ଣ୍ଣିଝଡ଼ ଖାନୁନ ଉତ୍ତର କୋରିଆ ଆଡକୁ ଗତି କରୁଛି, ଯେଉଁ କାରଣରୁ ପ୍ରବଳ…
ସମସ୍ତ ସେନା ଅଧିକାରୀଙ୍କୁ ଚାକିରିରୁ ବାହାର କଲେ ଜେଲେନସ୍କି
କ୍ୱିଭ,୧୨।୮: ଯୁଦ୍ଧ ମଧ୍ୟରେ ଦେଶର ସେନା ଅଧିକାରୀଙ୍କୁ ଚାକିରିରୁ ବାହାର କରିବା ଘଟଣା କମ ଦେଖିବାକୁ ମିଳିଥାଏ। ଯଦି ଏହା ଘଟେ, ତେବେ ଏହା ପଛରେ କିଛି ବଡ କାରଣ ରହିବା ଆବଶ୍ୟକ। ୟୁକ୍ରେନରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି,…
ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ୍ ଚତୁର୍ଥ ମ୍ୟାଚ୍
ଲୌଡରହିଲ (ଆମେରିକା), ୧୨।୮: ଲୌଡରହିଲ ସ୍ଥିତି ସେଣ୍ଟ୍ରାଲ ବ୍ରୋଓ୍ବାର୍ଡ ଷ୍ଟାଡିୟମରେ ଶନିବାର ଭାରତ- ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସିରିଜର ୪ର୍ଥ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ଭାରତ ତୃତୀୟ ମ୍ୟାଚ ଜିତିବାରୁ ଓ୍ବେଷ୍ଟଇଣ୍ଡିଜ ୨-୧ରେ ସିରିଜ ଅଗ୍ରଣୀ ରହିଛି। ତେଣୁ ଭାରତ ଚତୁର୍ଥ…
ରବିଦାସ ମନ୍ଦିରର ଶିଳାନ୍ୟାସ କରିବେ ମୋଦି
ନୂଆଦିଲ୍ଲୀ,୧୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାଗର ଜିଲ୍ଲାର ସନ୍ଥ ରବିଦାସ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ୧୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବ ଏହି ମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କରାଯିବ। ନାଗାରା ଶୈଳୀରେ ଏହି ମନ୍ଦିର…
ହୁ ହୁ ଜଳୁଛି ହାଓ୍ବାଇ ଦ୍ୱୀପ
କାହୁଲୁଇ/ନ୍ୟୁୟର୍କ,୧୨ା୮: ଆମେରିକାର ପ୍ରଶାନ୍ତ ମହାସାଗର ମଧ୍ୟସ୍ଥିତ ହାଓ୍ବାଇ ରାଜ୍ୟର ମଉଇ ଦ୍ୱୀପରେ ହୁ ହୁ ହୋଇ ଜଳୁଛି ଜଙ୍ଗଲ। ମଙ୍ଗଳବାର ଲାଗିଥିବା ଏହି ବନାଗ୍ନିରେ ଅଦ୍ୟାବଧି ଅନୂ୍ୟନ ୫୫ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଜୀବଜନ୍ତୁ, ବୃକ୍ଷଲତା…
Archives


