ଜଳୁଛି ହାଓ୍ବାଇ ଜଙ୍ଗଲ: ମୃତ୍ୟୁସଂଖ୍ୟା ୫୩କୁ ବୃଦ୍ଧି
ଓ୍ବାଶିଂଟନ,୧୧ା୮: ଆମେରିକାର ପ୍ରଶାନ୍ତ ମହାସାଗରରେ ଅବସ୍ଥିତ ହାଓ୍ବାଇ ଦ୍ୱୀପପୁଞ୍ଜର ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। କାରଣ ଏଠାରେ ଜଙ୍ଗଲ ଜଳୁଛି। ଏହି ଅଗ୍ନିକାଣ୍ଡରେ ଶୁକ୍ରବାର ସୁଦ୍ଧା ଅତି କମ୍ରେ ୫୩ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। ମାଉଇ କାଉଣ୍ଟି ଅନୁଯାୟୀ, ରିଲିଫ ଓ…
୪୭ ବର୍ଷ ପରେ ରୁଷିଆ ଲଞ୍ଚ୍ କଲା ଲୁନା-୨୫
ମସ୍କୋ,୧୧।୮: ଭାରତ ପରେ ରୁଷିଆ ମଧ୍ୟ ଚନ୍ଦ୍ର ମିଶନ ଲୁନା-୨୫ ଲଞ୍ଚ କରିଛି। ୪୭ ବର୍ଷ ପରେ ରୁଷିଆ ଏହାର ଯାନ ପଠାଇଛି। ମସ୍କୋଠାରୁ ପ୍ରାୟ ୫୫୦୦ କିଲୋମିଟର ପୂର୍ବରେ ଅବସ୍ଥିତ ମୁର ଓବ୍ଲାଷ୍ଟର ଭୋଷ୍ଟୋନି କସମୋଡ୍ରୋମରୁ ଲୁନା ୨୫ ଲଞ୍ଚ…
ଲୋକ ସଭାରୁ ଗୋଟିଏ ଦିନ ପାଇଁ ସସ୍ପେଣ୍ଡ ହେଲେ ଅଧୀର ରଞ୍ଜନ
ନୂଆଦିଲ୍ଲୀ,୧୦।୮: କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଲୋକ ସଭାରୁ ଗୋଟିଏ ଦିନ ପାଇଁ ସସ୍ପେଣ୍ଡ ହୋଇଛନ୍ତି। ଯେପର୍ଯ୍ୟନ୍ତ ପ୍ରାଇଭେଲିଜ କମିଟିରେ ମାମଲା ବିଚାରାଧୀନ ଅଛି ଏବଂ ତଦନ୍ତ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସେ ଗୃହରୁ ନିଲମ୍ବିତ ରହିବେ। ସଂସଦୀୟ ବ୍ୟାପାର…
ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟବେଳେ ବିରୋଧୀଙ୍କ କକ୍ଷତ୍ୟାଗ
ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ନିଜ ମନ୍ତବ୍ୟ ରଖୁଛନ୍ତି। ଏହି ସମୟରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମଧ୍ୟରେ ବିରୋଧୀ କକ୍ଷତ୍ୟାଗ କରିଛନ୍ତି। ମଣିପୁରକୁ ନେଇ ବିରୋଧୀମାନେ ଲଗାତାର ନାରାବାଜି…
‘କ୍ଷେତକୁ ଯାଇ ଭିଡିଓ ଶୁଟିଂ କରାଯାଉଛି…’, ରାହୁଲଙ୍କୁ ମୋଦିଙ୍କ ଟାର୍ଗେଟ୍
ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ହୋଇଥିବା ଆଲୋଚନାର ଜବାବ ଦେଇଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ନାମ ନ ନେଇ ସେ କହିଛନ୍ତି ଯେ, କ୍ଷେତରେ…
୨୦୨୪ରେ ପୁଣି କ୍ଷମତାକୁ ଫେରିବ ଭାଜପା: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ମନ୍ତବ୍ୟ ରଖୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ୨୦୨୪ ରେ ପୁଣି କ୍ଷମତାକୁ ଭାଜପା ଫେରିବ। ୨୦୧୮ରେ ବି ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଥିଲେ, ତାହା ସେମାନଙ୍କର ଫ୍ଲୋରଟେଷ୍ଟ…
ଅନାସ୍ଥା ପ୍ରସ୍ତାବ ଈଶ୍ୱରଙ୍କ ଆଶୀର୍ବାଦ: ମୋଦି
ନୂଆଦିଲ୍ଲୀ,୧୦।୮: ଶେଷରେ ଅନାସ୍ଥା ପ୍ରସ୍ତାବକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଲୋକ ସଭାରେ ମତ ରଖିଛନ୍ତି। ଏହି ସମୟରେ ସେ କଂଗ୍ରେସ ସମେତ ପ୍ରାୟ ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆଜି ମୁଁ ଦେଶର…
ସିଦ୍ଦାରାମାୟା-ଶିବକୁମାରଙ୍କ ବିରୋଧରେ ଥିବା ୯ଟି ମାମଲା ପ୍ରତ୍ୟାହାର କଲେ ସରକାର
ଉଭୟ ନେତାଙ୍କ ବିରୋଧରେ ପଞ୍ଜୀକୃତ କୋଭିଡ ୧୯ ନିୟମ ଉଲ୍ଲଂଘନ ମାମଲାକୁ ରାଜ୍ୟ ସରକାର ପ୍ରତ୍ୟାହାର କରି ନେଇଛନ୍ତି। ସୂଚନାଯୋଗ୍ୟ, ୨୦୨୨ରେ କର୍ନାଟକ ମହାମାରୀ ରୋଗ ଅଧିନିୟମ ଅନୁଯାୟୀ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପ ମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ଏବଂ ଅନ୍ୟମାନଙ୍କ…
ମୋଦିଙ୍କ ଲୋକ ସଭା ସ୍ପିଚ ପୂର୍ବରୁ ଭାଜପା ସେୟାର କଲା ପୁରୁଣା ଭିଡିଓ
ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନାସ୍ଥା ପ୍ରସ୍ତାବର ଜବାବ ଦେବା ପୂର୍ବରୁ ବିରୋଧୀଙ୍କୁ ଟାର୍ଗେଟ କରି ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଏକ ପୁରୁଣା ଭିଡିଓ ସେୟାର କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକ ସଭାରେ ପୁରୁଣା…
କ୍ୟାନସର ପୀଡ଼ିତା ସ୍ତ୍ରୀଙ୍କୁ ନିଜ ହାତରେ ଖୁଆଇଦେଲେ ନବଜୋତ୍ ସିଂ ସିଦ୍ଧୁ
ନୂଆଦିଲ୍ଲୀ,୧୦ା୮: ରୋଡ୍ ରେଜ୍ ମାମଲାରେ ଜେଲରୁ ବାହାରିବା ପରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ ନେତା ନବଜୋତ୍ ସିଂ ସିଦ୍ଧୁ ଆଜିକାଲି ଏକ କଠିନ ପରିସ୍ଥିତି ଦେଇ ଗତି କରୁଛନ୍ତି। ଯେତେବେଳେ ସେ ଜାଣିବାକୁ ପାଇଲେ ଯେ, ତାଙ୍କ ସ୍ତ୍ରୀ ଡକ୍ଟର…
ନିର୍ବାଚନ କମିଶନ ନିଯୁକ୍ତିରେ ହେବ ପରିବର୍ତ୍ତନ
ନୂଆଦିଲ୍ଲୀ,୧୦ା୮: ଦେଶର ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ ଆୟୋଗ (ଇସି )ଙ୍କ ନିଯୁକ୍ତି ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ଖଣ୍ଡପୀଠର ନିଷ୍ପତ୍ତି ବଦଳାଇବାକୁ କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ଏକ ବିଲ୍ ଆଗତ କରିଛନ୍ତି। ସିସି ଏବଂ ଇସି ନିଯୁକ୍ତି ପାଇଁ ଗଠିତ…
ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।…
Archives


