Home Middle

ଏମ୍‌ଏଲ୍‌ଏସ୍‌ର ମହଙ୍ଗା ଖେଳାଳି ମେସି

ନୂଆଦିଲ୍ଲୀ, ୬ା୭: ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ ମେସି ନିକଟରେ ମେଜର ଲିଗ୍‌ ସକର (ଏମ୍‌ଏଲ୍‌ଏସ୍‌) ଦଳ ଇଣ୍ଟର ମାୟାମିରେ ଯୋଗ ଦେଇଥିଲେ। ପ୍ରାରମ୍ଭିକ ଭାବରେ ମେସିଙ୍କ ବେତନ ସମ୍ପର୍କରେ କୌଣସି ସୂଚନା ନ ଥିବା ବେଳେ ସେ ବାର୍ଷିକ…

ପଶ୍ଚିମାଞ୍ଚଳ ତାରକା ବ୍ୟାଟର ବିଫଳ

ଅଲୁର, ୬।୭ (ପି.ଟି.): ଦୁଲିପ ଟ୍ରଫି କ୍ରିକେଟର ପ୍ରଥମ ସେମିଫାଇନାଲ ଏଠାରେ ବୁଧବାର ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଆରମ୍ଭ ହୋଇଛି। ତାରକା ବ୍ୟାଟରଙ୍କ ବିଫଳତା ଯୋଗୁ ପଶ୍ଚିମାଞ୍ଚଳ ପ୍ରଥମ ଦିବସ ଖେଳ ଶେଷ ବେଳକୁ ପ୍ରଥମ ଇନିଂସରେ ୨୧୬ ରନ…

ରିହାତିରେ ତେଲ କିଣି ତୈଳ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ,୬।୭ (ଅଭୟ ଦାଶ): ଗତ କିଛି ବର୍ଷ ହେବ ଭାରତୀୟ ତୈଳ କମ୍ପାନୀଗୁଡିକ ରୁଷିଆରୁ ତେଲ କିଣି ବ୍ୟାପକ ଲାଭବାନ ହୋଇଛନ୍ତି। ବିଶେଷ କରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ବିଭିନ୍ନ ରାଷ୍ଟ୍ର ରୁଷିଆ ଉପରେ…

ମରୁଭୂମିରେ ବନ୍ୟା: ୧୨୩ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ଜୟପୁର,୬।୭: ଗତ ଜୁନ୍‌ରେ ରାଜସ୍ଥାନରେ ରେକର୍ଡ ପରିମାଣର ବର୍ଷା ହୋଇଛି। ରାଜ୍ୟରେ ବର୍ଷା ୧୨୩ ବର୍ଷର ରେକର୍ଡ ଭାଙ୍ଗିଥିବା ମଙ୍ଗଳବାର ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତମାସରେ ୧୫.୯ ଏମ୍‌.ଏମ୍‌. ବର୍ଷା ରେକର୍ଡ କରାଯାଇଥିବାବେଳେ ହାରାହାରି ୧୮୫% ଅଧିକ ବର୍ଷା…

ସହଯୋଗୀଙ୍କ ବିନାଶ କରୁଛି ଭାଜପା: ପାଓ୍ବାର

ମୁମ୍ବାଇ,,୬ା୭: ଭାରତୀୟ ଜନତା ପାର୍ଟି (ଭାଜପା)ର ପ୍ରତ୍ୟେକ ସହଯୋଗୀ ଦଳର ବିନାଶ ଘଟିଛି। ଗୈରିକ ଦଳକୁ ସମର୍ଥନ କରୁଥିବା ଦଳ ଶେଷରେ ଧ୍ୱଂସ ହୋଇଯାଏ। ତୁମେ ବି ସମଦଶା ଭୋଗିବ ବୋଲି ପୁତୁରା ଅଜିତ ପାଓ୍ବାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ବୁଧବାର ଚେତାବନୀ…

ଆଦିବାସୀଙ୍କ ଉପରେ ପରିସ୍ରା କରିଥିବା ଭାଜପା କର୍ମୀ ଗିରଫ

ଭୋପାଳ/ନୂଆଦିଲ୍ଲୀ,୬।୭: ମଧ୍ୟପ୍ରଦେଶ ସିଦ୍ଧି ଜିଲାରେ ଆଦିବାସୀ ଶ୍ରମିକ ପାଲେ କୋଲଙ୍କ ଉପରେ ପରିସ୍ରା କରିଥିବା ଭାଜପା କର୍ମୀ ପ୍ରଭେଶ ଶୁକ୍ଳାଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ଗିରଫ କରିଛି। ପ୍ରଭେଶ ଜମି ଜବରଦଖଲ କରି ବେଆଇନ ଭାବେ ନିର୍ମାଣ କରିଥିବା ଘରକୁ…

ସବୁଠୁ ଉତ୍ତପ୍ତ ମାସ ହୋଇପାରେ ଜୁଲାଇ

ଓ୍ବାଶିଂଟନ୍‌,୬ା୭: ଗତ ସୋମବାର ବିଶ୍ୱର ସବୁଠୁ ଉତ୍ତପ୍ତ ଦିନ ଭାବେ ରେକର୍ଡ କରାଯାଇଥିବା ବିଶେଷଜ୍ଞମାନେ କହିଛନ୍ତି। ଗ୍ରୀଷ୍ମପ୍ରବାହ ବଢ଼ୁଥିବା ଯୋଗୁ ଜୁଲାଇ ସବୁଠୁ ଉତ୍ତପ୍ତ ମାସ ହୋଇପାରେ ବୋଲି ବୈଜ୍ଞାନିକଙ୍କ ପକ୍ଷରୁ ସତର୍କ କରାଯାଇଛି। ଆମେରିକା ସରକାରଙ୍କ ଦ୍ୱାରା ପରିଚାଳିତ ନ୍ୟାଶନାଲ…

ଉତ୍ତରଦାୟିତ୍ୱରୁ ଖସିବା ପାଇଁ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର

ନୂଆଦିଲ୍ଲୀ,୬ା୭(ପି.ଟି.): ୨୯୪ ଯାତ୍ରୀଙ୍କ ଜୀବନ ନେଇଥିବା ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗରେ ଉତ୍ତରଦାୟିତ୍ୱରୁ ଖସିଯିବା ପାଇଁ ରେଳ ମନ୍ତ୍ରଣାଳୟ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର ଚଳାଇଥିବା କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଦେଶରେ…

ଡିଏନ୍‌ ଗ୍ରୁପ ଉପରେ ଆୟକର ଚଢ଼ାଉ: କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ଆୟକର ବିଭାଗ ପକ୍ଷରୁ ଓଡ଼ିଶାର ବଡ଼ ରିଏଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ ଉପରେ ବୁଧବାର ଚଢ଼ାଉ କରାଯାଉଛି। ଭୁବନେଶ୍ୱର ସମେତ ପ୍ରାୟ ୨୦ଟି ସ୍ଥାନରେ ଥିବା ସଂସ୍ଥାର ବ୍ୟବସାୟିକ ପ୍ରତିଷ୍ଠାନ, ଅଧ୍ୟକ୍ଷ ଜଗଦିଶ୍‌ ପ୍ରସାଦ ନାୟକଙ୍କ ସମେତ…

ଦଳଭେଦୀ ଅଜିତଙ୍କ ଉପରେ ବର୍ଷିଲେ ଶରଦ ପାଓ୍ବାର, କହିଲେ ଅସୁବିଧା ଥିଲା ଯଦି…

ମୁମ୍ବାଇ,୫।୭: ଅଜିତ ପାୱାରଙ୍କ ବିଦ୍ରୋହ ପରେ ବୁଧବାର ଦିନ ଶରଦ ପାୱାର ପ୍ରଥମ ଥର ପାଇଁ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ସମଗ୍ର ଦେଶ ଆମକୁ ଦେଖୁଛି। ଆଜିର ବୈଠକ ଏନସିପି ପାଇଁ ଐତିହାସିକ। ବାଟରେ ଆସୁଥିବା ଅନେକ…

ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପାଙ୍କର ନୁହେଁ: ସୁପ୍ରିୟା ସୁଲେ

ମୁମ୍ବାଇ,୫।୭: ମହାରାଷ୍ଟ୍ର ରାଜନୀତିରେ ଚାଲିଥିବା ଉଠା ପକା ମଧ୍ୟରେ ଏନସିପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଏବଂ ସାଂସଦ ସୁପ୍ରିୟା ସୁଲେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମୋର ଅସମ୍ମାନ କରନ୍ତୁ କିନ୍ତୁ ବାପା ଶରଦ ପାଓ୍ବାରଙ୍କ ବିରୋଧରେ କିଛି କୁହନ୍ତୁ ନାହିଁ।…

ମୁଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି: ଅଜିତ ପାଓ୍ବାର…

ମୁମ୍ବାଇ,୫।୭ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ମହାରାଷ୍ଟ୍ର ସରକାରରେ ଯୋଗଦେବା ପରେ ଶେଷରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ତାଙ୍କର ରାଜନୈତିକ ଅଭିଳାଷ ପ୍ରକାଶ କରିଛନ୍ତି। ଅଜିତ ପାୱାର କହିଛନ୍ତି ସେ ମହାରାଷ୍ଟ୍ରର ସିଏମ ହେବାକୁ ଚାହୁଁଛନ୍ତି ଯାହା ଦ୍ୱାରା ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri