Home Middle

ସ୍ବର୍ଣ୍ଣିମ ଯାତ୍ରା ସଂଘର୍ଷପୂର୍ଣ୍ଣ ଥିଲା: ଚିନ୍ମୟୀ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କାନାଡ଼ାରେ ଅନୁଷ୍ଠିତ ବିଶ୍ୱ ପୋଲିସ ଆଣ୍ଡ ଫାୟାର ଗେମ୍‌ରେ ୨ଟି ସ୍ବର୍ଣ୍ଣ ପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ଚିନ୍ମୟୀ ଭୂୟାଁଙ୍କୁ ବୁଧବାର ରାଜ୍ୟ କରାଟେ ଆସୋସିଏଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଚିନ୍ମୟୀ ୬୦ କେଜି…

ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂ ଦେଖିଲା ଭାରତୀୟ ଦଳ

ନୂଆଦିଲ୍ଲୀ, ୨୪ା୮ (ପି.ଟି.): ଭାରତୀୟଙ୍କ ପାଇଁ ଐତିହାସିକ ମୂହୁର୍ତ୍ତ ଭାବରେ ବିଶ୍ୱର ଚତୁର୍ଥ ଦେଶ ଭାବରେ ଚନ୍ଦ୍ରପୃଷ୍ଠରେ ଓ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି ଭାରତ। ଭାରତର ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୩ ସଫଳତାର ସହିତ ଅବତରଣ…

ମୁଖ୍ୟ କୋଚ୍‌ଙ୍କ ଭିଡିଓ ଭାଇରାଲ

ମାଡ୍ରିଡ୍‌,୨୪ା୮(ପି.ଟି.): ଫିଫା ମହିଳା ବିଶ୍ୱକପ୍‌ରେ ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିବା ସ୍ପେନ୍‌ ଫୁଟବଲ ଦଳର ପିଛା ଛାଡୁନି ବିବାଦ। ଷ୍ଟ୍ରାଇକର ଜେନ୍ନି ହର୍ମୋସୋ ଓ ଫୁଟବଲ ମହାସଂଘ ସଭାପତି ଲୁଇସ୍‌ ରୁବେଲଙ୍କ ଚୁମ୍ବନକୁ ନେଇ ବିବାଦ ଥମି ନ…

ଇଣ୍ଡିପେଣ୍ଡେଣ୍ଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଫାଓ ଲିଗ୍‌ ସିଲଭର ଗ୍ରୁପ୍‌ର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଣ୍ଡିପେଣ୍ଡେଣ୍ଟ କ୍ଲବ ୪-୦ ଗୋଲରେ ସନ୍‌ସାଇନ୍‌ କ୍ଲବକୁ ହରାଇ ଚାମ୍ପିୟନ ହୋଇଛି। ବିଜୟୀ ଦଳ ପକ୍ଷରୁ ପ୍ରକାଶ ନାଏକ…

ପ୍ରି କ୍ୱାର୍ଟରରେ ଗାୟତ୍ରୀ-ତ୍ରିସା

କୋପେନ୍‌ହାଗେନ୍‌, ୨୪ା୮(ପି.ଟି.): କୋପେନହାଗେନରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମହିଳା ଡବଲ୍ସର ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ଗାୟତ୍ରୀ ଗୋପୀଚାନ୍ଦ ଓ ତ୍ରିସା ଜୋଲି। ପ୍ରଥମ ରାଉଣ୍ଡରେ ବାଇ…

୫୨୧ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ କ୍ରୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୪।୮: ଚଳିତ ଆର୍ଥିକ ବର୍ଷର ଖରିଫ ବିପଣନ ଋତୁ ( କେଏମ୍‌ଏସ୍‌) ମଧ୍ୟରେ ଆବଶ୍ୟକ ପରିମାଣର ଚାଉଳ କ୍ରୟ ସହ ଅନ୍ୟାନ୍ୟ ଦିଗ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ…

କୁଳପତି ନିଯୁକ୍ତି ଲାଗି ନିଜସ୍ବ ବିଜ୍ଞାପନ ଦେଲେ ନୀତୀଶ ସରକାର

ପାଟନା,୨୪ା୮ : ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ଲାଗି ବିହାର ସରକାର ପ୍ରଥମ ଥର ପାଇଁ ନିଜସ୍ବ ବିଜ୍ଞାପନ ପ୍ରକାଶ କରିଛନ୍ତି। ପୂର୍ବରୁ କୁଳପତିମାନଙ୍କ ନିଯୁକ୍ତି ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତିଙ୍କ କାର୍ଯ୍ୟାଳୟ ଦ୍ୱାରା ହେଉଥିଲା। ରାଜ୍ୟର ୭ ବିଶ୍ୱବିଦ୍ୟାଳୟରେ କୁଳପତି…

ଉତ୍ତର-ପୂର୍ବାଞ୍ଚଳର ସ୍ବତନ୍ତ୍ର ବ୍ୟବସ୍ଥାରେ ହସ୍ତକ୍ଷେପ ଉଦ୍ଦେଶ୍ୟ ନାହିଁ

ନୂଆଦିଲ୍ଲୀ,୨୪ା୮(ପି.ଟି.): ଉତ୍ତର-ପୂର୍ବ କିମ୍ବା ଅନ୍ୟ କୌଣସି ଅଞ୍ଚଳକୁ ମିଳିଥିବା ସମ୍ବିଧାନର ସ୍ବତନ୍ତ୍ର ବ୍ୟବସ୍ଥା ଉପରେ ହସ୍ତକ୍ଷେପ କରିବାର କୌଣସି ଉଦ୍ଦେଶ୍ୟ କେନ୍ଦ୍ର ସରକାରଙ୍କର ନାହିଁ। ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ବୁଧବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର…

ଦୁର୍ଘଟଣାରୁ ବର୍ତ୍ତିଲା ୨ ବିମାନ

ନୂଆଦିଲ୍ଲୀ,୨୪ା୮ : ଦିଲ୍ଲୀ ବିମାନବନ୍ଦରରେ ବୁଧବାର ଅପରାହ୍ନରେ ଭିସ୍ତାରା ଏୟାରଲାଇନ୍ସର ଦୁଇଟି ବିମାନ ଏକ ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଭୟ ବିମାନରେ ପ୍ରାୟ ୩୦୦ ଯାତ୍ରୀ ଥିଲେ। ଅହମ୍ମଦାବାଦରୁ ଆସିଥିବା ବିମାନର ମହିଳା ପାଇଲଟ୍‌ଙ୍କ ସତର୍କ ପଦକ୍ଷେପ ପାଇଁ ଦୁର୍ଘଟଣାକୁ…

ବ୍ରିକ୍ସ ସମ୍ପ୍ରସାରଣକୁ ଭାରତର ପୂର୍ଣ୍ଣ ସମର୍ଥନ ରହିଛି: ମୋଦି

ଜୋହାନ୍ସବର୍ଗ,୨୪ା୮(ପି.ଟି.) : ବ୍ରିକ୍ସର ସମ୍ପ୍ରସାରଣକୁ ଭାରତ ପୂର୍ଣ୍ଣ ସମର୍ଥନ କରେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ଏନେଇ ଅନ୍ୟ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସହମତିକୁ ସ୍ବାଗତ କରିଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହଯୋଗ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ମହାକାଶ ଆବିଷ୍କାର…

ରାତିରେ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍‌ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା ଉଠାପାରିବେ…

ଚନ୍ଦ୍ର ମିଶନ ସଫଳ

ଭାରତର ତୃତୀୟ ଲୁନାର ମିଶନ୍‌ ଚନ୍ଦ୍ରୟାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ନୂଆ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରର ଏହି ଦୂର ପାର୍ଶ୍ୱରେ ଅବତରଣ କରିବାରେ ଭାରତ ପ୍ରଥମ ଦେଶ। ପୂର୍ବରୁ ସୋଭିଏଟ୍‌ ରୁଷ, ଆମେରିକା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?