୬୫ ପ୍ରତିଶତ ଅଧିକ ହାରରେ ତରଳୁଛି ହିମାଳୟ..
କାଠମାଣ୍ଡୁ,୨୦।୬ : ପ୍ରାୟ ଦୁଇ ବିଲିୟନ ଲୋକଙ୍କ ପାଇଁ ଜଳ ଯୋଗାଣର ଗୁରୁତ୍ୱପୂର୍ଣ୍ଣ ଉତ୍ସ ପାଲଟିଥିବା ହିମାଳୟ ଗ୍ଲେସିୟର ଜଳବାୟୁ ପରିବର୍ତ୍ତନ ଯୋଗୁ ପୂର୍ବ ଅପେକ୍ଷା ଶୀଘ୍ର ତରଳି ଯାଉଛି ବୋଲି ବୈଜ୍ଞାନିକମାନେ ମଙ୍ଗଳବାର ଚେତାବନୀ ଦେଇଛନ୍ତି। ହିମାଳୟ ଗ୍ଲେସିୟର ତରଳିବା…
ଆରମ୍ଭ ହେଲା ରଥ ଟଣା
ପୁରୀ,୨୦।୬(ଅଜିତ୍ ମହାନ୍ତି): ତିନିରଥରେ ଘୋଡା ଲାଗି ପରେ ବଡଠାକୁର ବଳଭଦ୍ରଙ୍କର ରଥ ଟଣା ଆରମ୍ଭ ହୋଇଛି। ଘଣ୍ଟ ଘଣ୍ଟା, ଝାଞ୍ଜ, ମୃଦଙ୍ଗ ଓ କରତାଳ ମାଡରେ ବଳଭଦ୍ରଙ୍କ ରଥ ବଡଦାଣ୍ଡରେ ଘର୍ଘର ନାଦରେ ମାଡି ଚାଲିଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁ ବଡ ଠାକୁରଙ୍କର…
ସରିଲା ଛେରାପହଁରା, ତିନି ରଥରେ ଘୋଡା ଲାଗି
ପୁରୀ,୨୦।୬(ଅଜିତ୍ ମହାନ୍ତି): ରଥାଋଢ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପୂର୍ଣ୍ଣ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ହାତରେ ସୁବର୍ଣ୍ଣ ଖଡିକା ଧରି ୩ରଥରେ ଛେରାପହଁରା କରିଛନ୍ତି। ବର୍ତ୍ତମାନ ତିନି ରଥରେ ଚାରମାଳ ଫିଟା ହେବା ସହ ଘୋଡା ଏବଂ ସାରଥୀ ବନ୍ଧା…
ଟାଇଟାନିକର ଧ୍ୱଂସାବଶେଷ ଦେଖିବାକୁ ଯାଇଥିବା ପର୍ଯ୍ୟଟନ ବୁଡ଼ାଜାହାଜ ନିଖୋଜ…
ଓ୍ବାଶିଂଟନ,୨୦।୬ : ରବିବାର ଦିନ ଆଟଲାଣ୍ଟିକ ମହାସାଗରରେ ଟାଇଟାନିକର ଧ୍ୱଂସାବଶେଷ ଦେଖିବାକୁ ଯାଇଥିବା ଏକ ପର୍ଯ୍ୟଟନ ବୁଡ଼ାଜାହାଜ ନିଖୋଜ ହୋଇଯାଇଥିଲା। କୁହାଯାଉଛି ଯେ ଏହି ବୁଡ଼ାଜାହାଜରେ ଜଣେ ପାଇଲଟ ଏବଂ ଚାରିଜଣ ପର୍ଯ୍ୟଟକ ଥିଲେ। ଏହି ଲୋକମାନଙ୍କ ମଧ୍ୟରେ ବ୍ରିଟିଶ ବିଲିୟନେୟାର…
ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଇମ୍ଫାଲ, ୨୦।୬: ବିଭିନ୍ନ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ କରାଯାଇଥିବା ଅନୁରୋଧ ପରେ ମଣିପୁର ହାଇକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ଆଦେଶରେ ମଙ୍ଗଳବାର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ସେମାନଙ୍କ ନିୟନ୍ତ୍ରଣରେ ଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ଜନସାଧାରଣଙ୍କୁ ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁନ…
ପଶ୍ଚିମବଙ୍ଗ ସରକାର, ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା
ନୂଆଦିଲ୍ଲୀ, ୨୦।୬: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ମମତା ସରକାର ଏବଂ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଏକ ବଡ଼ ଝଟକା ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କଲିକତା ହାଇକୋର୍ଟ ୪୮ ଘଣ୍ଟା…
ଶେଷ ହେଲା ପହଣ୍ଡି ବିଜେ: ରଥାରୂଢ଼ ହେଲେ ଶ୍ରୀଜିଉ
ପୁରୀ,୨୦।୬(ଅଜିତ୍ ମହାନ୍ତି): ଆଜି ପବିତ୍ର ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ପରେ ରଥ ପ୍ରତିଷ୍ଠା କାର୍ଯ୍ୟ ହୋଇଥିଲା। ଏହାପରେ ଆରମ୍ଭ…
କୁକି ସମ୍ପ୍ରଦାୟର ସୁରକ୍ଷା ଦାବିରେ ଦାଖଲ ହୋଇଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦।୬: ହିଂସା ପ୍ରଭାବିତ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ ସଫଳ ହେଉନାହିଁ। ସୁରକ୍ଷା ବାହିନୀ ବହୁ ନିୟୋଜିତ ସତ୍ତ୍ୱେ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହି ସମୟରେ କୁକି ସମ୍ପ୍ରଦାୟର ସୁରକ୍ଷା ଦାବିରେ ଦାଖଲ ହୋଇଥିବା ଏକ ଆବେଦନକୁ ଶୀଘ୍ର…
ଭାଜପା ସହିତ ଲଢିବୁ ନିର୍ବାଚନ: ଶିବସେନା ପ୍ରତିଷ୍ଠା ଦିବସରେ ଶିନ୍ଦେଙ୍କ ଘୋଷଣା
ମୁମ୍ବାଇ,୨୦।୬: ଶିବସେନାର ପ୍ରତିଷ୍ଠା ଦିବସରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦଳ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଭାଜପା ସହିତ ଲଢିବ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେ…
କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ…
ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଧାଡ଼ି ପହଣ୍ଡିରେ ଆସି ରଥରେ…
ଦେଶବାସୀଙ୍କୁ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୬: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁ ଜଗନ୍ନାଥଙ୍କ ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ସ୍ବାାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧତା କାମନା…
Archives


