Home Middle

ଭାରତର ଆଉ ଏକ କଫ ସିରପକୁ ନେଇ ଆଲର୍ଟ ଜାରି କଲା ଡବ୍ଲୁଏଚଓ

ଜେନେଭା,୮।୮: ଭାରତରେ ପ୍ରସ୍ତୁତ ହେଉଥିବା ନକଲି ଔଷଧ ଓ କଫ ସିରପକୁ ନେଇ କିଛିଦିନ ହେବା ଲଗାତାର ପ୍ରଶ୍ନ ଉଠିଛି। ଏହି ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଏବ୍ଲୁଏଚଓ) ଅନ୍ୟ ଏକ ଭାରତୀୟ କଫ ସିରପ ସମ୍ପର୍କରେ ସତର୍କ ସୂଚନା ଜାରି…

ସ୍ବାଧିନତା ଦିବସରେ ଲାଲ କିଲାରେ ମୋଦିଙ୍କ ହୁଙ୍କାର ଶୁଣିବେ ଆମେରିକା ସାଂସଦ

ନୂଆଦିଲ୍ଲୀ,୮।୮: ଅଗଷ୍ଟ ୧୫ ଅର୍ଥାତ୍‌ ସ୍ବାଧିନତା ଦିବସରେ ଲାଲ କିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ସ୍ବାଧୀନତା ଦିବସ ଅବସରରେ ଆମେରିକୀୟଙ୍କ ଏକ ଦ୍ୱିଦଳ ଗ୍ରୁପ ଭାରତ ଗସ୍ତ କରୁଛନ୍ତି। ଦ୍ୱିଦଳୀୟ ସଂସଦୀୟ…

ଭାରତର ସ୍ବାଧୀନତା ଦିବସକୁ ଆମେରିକାରେ ବି ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯିବ

ଓ୍ବାଶିଂଟନ,୮।୮: ଭାରତର ସ୍ବାଧୀନତା ଦିବସ ଖୁବ ଶୀଘ୍ର ଆମେରିକାରେ ଏକ ଜାତୀୟ ଦିବସ ଭାବେ ପାଳନ କରାଯାଇପାରେ। ସାଂସଦ ଶ୍ରୀ ଥାନେଦରଙ୍କ ନେତୃତ୍ୱରେ ଏକ ଭାରତୀୟ-ଆମେରିକୀୟ ସାଂସଦ ଆମେରିକାର ସଂସଦର ନିମ୍ନ ଗୃହରେ ଲୋକ ସଭାରେ ଭାରତର ସ୍ବାଧୀନତା ଦିବସକୁ ବିଶ୍ୱର…

ଅବିଶ୍ୱାସ ପ୍ରସ୍ତାବ ଉପରେ ଆଜି ପାର୍ଲାମେଣ୍ଟରେ ହେବ ବିତର୍କ, ସରକାରଙ୍କୁ ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ,୮।୮: ବିରୋଧୀଙ୍କ ଦ୍ୱାରା ସରକାରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ମଙ୍ଗଳବାର ଲୋକ ସଭାରେ ଆଲୋଚନା ହେବ। ଆଜି ଅନୁଷ୍ଠିତ ହେବାକୁ ଥିବା ଏହି ଆଲୋଚନାର ବିଶେଷତ୍ୱ ହେଉଛି ୧୩୩ ଦିନ ଧରି ପୂର୍ବତନ ଏମପି ଥିବା ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରୁ…

‘୨୦୨୪ ନିର୍ବାଚନ ସ୍ଥିର କରିବ ଦେଶରେ ଗଣତନ୍ତ୍ର ରହିବ ନା ନାହିଁ’, ଏମକେ ଷ୍ଟାଲିନଙ୍କ ବଡ ଦାବି

ଚେନ୍ନାଇ,୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋମବାର ଚେନ୍ନାଇରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି। ଷ୍ଟାଲିନ କହିଛନ୍ତି ଯେ ୨୦୨୪ ସାଧାରଣ ନିର୍ବାଚନ ଦେଶରେ ଗଣତନ୍ତ୍ର ରହିବ କି ନାହିଁ ତାହା ସ୍ଥିର କରିବ। ସେ…

ରୁଷିଆରୁ ତେଲ କିଣି ଭାରତୀୟ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ୮।୮ : ଗତ କିଛି ବର୍ଷ ହେବ ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ଉଭୟ ତୈଳ ଉତ୍ପାଦନ ଓ ଦର ମଧ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଦର ବୃଦ୍ଧି ଓ ଉତ୍ପାଦନ ହ୍ରାସ କାରଣରୁ ଭାରତୀୟ ତୈଳ…

କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି

ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ଏକ ୩ ଜଣିଆ କମିଟି ଗଠନ କରିଛନ୍ତି। କମିଟିରେ ହାଇକୋର୍ଟର…

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ ୨୪…

ସିକିମ୍‌ର ନାମ୍‌ଚି ସହରରେ ରାଲିବେଳେ ହିଂସା

ଗାଙ୍ଗଟକ୍‌,୮ା୮: ସିକିମ୍‌ରେ ୨୧ ବର୍ଷୀୟ ଯୁବନେତାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତୁରନ୍ତ ନ୍ୟାୟ ଦାବି କରି ସୋମବାର ନାମ୍‌ଚି ସହରରେ ବିକ୍ଷୋଭ ରାଲି କରାଯାଉଥିବାବେଳେ ଏହା ହିଂସାକାଣ୍ଡର ରୂପ ନେଇଥିଲା। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ କେତେଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସ୍ଥିତିକୁ…

ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି।…

ଲୋକ ସଭାକୁ ଫେରିଲେ ରାହୁଲ

ନୂଆଦିଲ୍ଲୀ, ୮ା୮: ଅଯୋଗ୍ୟ ଘୋଷିତ ହୋଇ ଚାରି ମାସରୁ ଊର୍ଦ୍ଧ୍ୱ ସମୟ ଲୋକ ସଭାରୁ ଦୂରେଇ ରହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ପାର୍ଲାମେଣ୍ଟର ନିମ୍ନ ସଦନକୁ ଫେରିଛନ୍ତି। ଏକ ମାନହାନି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଦିଆଯାଇଥିବା…

ଭାରତୀୟ ମୂଳ ବାସିନ୍ଦା ଶନମୁଗରତ୍ନମ ହୋଇପାରନ୍ତି ସିଙ୍ଗାପୁରର ରାଷ୍ଟ୍ରପତି, ପ୍ରମାଣ ପତ୍ର ପାଇଁ କଲେ ଆବେଦନ

ସିଙ୍ଗାପୁର,୭।୮: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସିଙ୍ଗାପୁରର ପୂର୍ବତନ ଭାରତୀୟ ମୂଳବାସିନ୍ଦା ଥର୍ମନ ଶନମୁଗରତ୍ନମ ସୋମବାର ଆବେଦନ କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଆବଶ୍ୟକ ସାର୍ଟିଫିକେଟ ପାଇବା ପାଇଁ ଶନମୁଗରତ୍ନମ ଏହି ଆବେଦନ କରିଛନ୍ତି। ଗତ ମାସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri