ଆର୍ଜେଣ୍ଟିନାରେ ଭୂକମ୍ପ, ତୀବ୍ରତା ୬.୦…
ବ୍ୟୁଏନ୍ସ ଆରିସ,୫।୮ : ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ଶନିବାର ଆର୍ଜେଣ୍ଟିନାରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରେକର୍ଡ କରାଯାଇଛି। ଭୂପୃଷ୍ଠର ୫୮୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା। ମଧ୍ୟାହ୍ନ ୧୨ଟା…
ମେଟଲ୍ ମିଟ୍-୨୦୨୩ର ପ୍ରଥମ ଦିବସ କାର୍ଯ୍ୟକ୍ରମ ଶେଷ, ଫିନାଲେରେ ୧୬ଟିମ୍
ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା ‘ମେଟଲ ମିଟ୍-୨୦୨୩’ ଶନିବାର ଭୁବନେଶ୍ୱରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍ଠାରେ ଆରମ୍ଭ ହୋଇଯାଇଛି। ୨ଦିନ ଧରି ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ରାଜ୍ୟର ବିଭିନ୍ନ…
ଇମ୍ରାନଙ୍କୁ ଗିରଫ ପରେ ପାକିସ୍ତାନରେ ସାଧାରଣ ନିର୍ବାଚନ ସ୍ଥଗିତ…
ଇସଲାମାବାଦ,୫।୮ : ପାକିସ୍ତାନରେ ତୋଶଖାନା ମାମଲାରେ ଦଣ୍ଡିତ ହେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ପାକିସ୍ତାନର ଲାହୋରରେ ଅବସ୍ଥିତ ତାଙ୍କ ଘର ଜମାନ ପାର୍କରୁ ଇମ୍ରାନଙ୍କୁ ଗିରଫ କରାଯାଇଥିଲା। ତେବେ ଇମ୍ରାନ ଖାନଙ୍କ ଗିରଫଦାରୀ ମଧ୍ୟରେ ପାକିସ୍ତାନରେ…
ଆଫଗାନିସ୍ତାନର ସଙ୍କଟ ବୃଦ୍ଧି ପାଇଲା,ବ୍ରିଟେନ ୫୯ ପ୍ରତିଶତ ସହାୟତା ହ୍ରାସ କଲା…
କାବୁଲ,୫।୮ : ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଆସିବା ଦିନଠାରୁ ସେଠାରେ ଦିନକୁ ଦିନ ସ୍ଥିତି ଖରାପ ହେବାରେ ଲାଗିଛି। ଏହି ସମୟରେ ଆଫଗାନିସ୍ତାନ ଏକ ବଡ଼ ଧରଣର ସଙ୍କଟର ସମ୍ମୁଖୀନ ହୋଇଛି। ରିପୋର୍ଟ ଅନୁଯାୟୀ, ଆଫଗାନିସ୍ତାନକୁ ସରକାରୀ ବିକାଶ ସହାୟତା (ଓଡିଏ)…
କିଏ ହେବେ କାର୍ଯ୍ୟ ନିର୍ବାହୀ ପ୍ରଧାନମନ୍ତ୍ରୀ: ପାକିସ୍ତାନରେ ଚର୍ଚ୍ଚା…
ଇସଲାମାବାଦ,୫।୮ : ପିଏମଏଲ-ଏନ ଅଧ୍ୟକ୍ଷ ଶେହବାଜ ସରିଫ ସହଯୋଗୀ ଦଳର ନେତାଙ୍କ ସହ ଏକ ବୈଠକ କରି ଦେଶରେ ସାଧାରଣ ନିର୍ବାଚନର ତଦାରଖ କରିବା ପାଇଁ ଜଣେ କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀଙ୍କ ନାମ ଉପରେ ଆଲୋଚନା କରିଛନ୍ତି। ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ,…
ଥାନା ଜାଳିଦେଲେ ଉତ୍ୟକ୍ତ ଲୋକ: ଏସ୍ଡିପିଓ, ତହସିଲଦାରଙ୍କୁ ଗୋଡେଇ ପିଟିଲେ
ଫୁଲବାଣୀ/ଫିରିଙ୍ଗିଆ, ୫।୮(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଇଛନ୍ତି। ଶନିବାର ଫିରିଙ୍ଗିଆ-ବାଲିଗୁଡା ମୁଖ୍ୟ ରାସ୍ତାକୁ ଉତ୍ୟକ୍ତ ଲୋକ ଅବରୋଧ କରିଛନ୍ତି। ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର…
ମୁଁ ବାଚସ୍ପତିଙ୍କୁ ରାହୁଲଙ୍କ ସଦସ୍ୟତା ନେଇ କରିଛି ଫୋନ: ଅଧୀର ରଞ୍ଜନ…
ନୂଆଦିଲ୍ଲୀ,୫।୮ : ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିବା ପରେ ଏବେ ତାଙ୍କ ଲୋକସଭା ସଦସ୍ୟତା ଫେରାଇ ଆଣିବା ପାଇଁ ଦାବି ଜୋର ଧରିଛି। ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଗୃହରେ ଦେଖିବାକୁ କଂଗ୍ରେସ କଠିନ ଚେଷ୍ଟା କରୁଛି। ଏହି…
ଡୁରାଣ୍ଡ କପ ୨୦୨୩: ଫୁଟବଲ କେବଳ ଏକ ଖେଳ ନୁହେଁ, ଏକ ଭାବନା ମଧ୍ୟ. କହିଲେ ରାଜନାଥ…
କୋକରାଝର,୫।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଆସାମର କୋକରାଝରରେ ଡୁରାଣ୍ଡ-କପ ୨୦୨୩ ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ’ମୁଁ ଶୁଣିଥିଲି ଭାରତର ସମଗ୍ର ଉତ୍ତର ପୂର୍ବ ଅଞ୍ଚଳ ଫୁଟବଲ ପ୍ରତି ଉତ୍ସାହ…
୨୦୦୨ ଗୁଜରାଟ ଦଙ୍ଗା ଘଟଣା: ଜାମିନ ପାଇଲେ ପୋଲିସ ମହାନିର୍ଦ୍ଦେଶକ ଆର.ବି ଶ୍ରୀକୁମାର
ଅହମ୍ମଦବାଦ,୫।୮: ଚର୍ଚ୍ଚିତ ୨୦୦୨ ଗୁଜରାଟ ଦଙ୍ଗା ଘଟଣାରେ ଲୋକଙ୍କୁ ମିଛ ପ୍ରମାଣ ଯୋଗାଡ କରି ଲୋକଙ୍କୁ ଫସେଇବା ମାମଲାରେ ଗୁଜୁରାଟ ହାଇକୋର୍ଟ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଆର.ବି ଶ୍ରୀକୁମାରଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାରେ ସୁପ୍ରିମକୋର୍ଟ ପ୍ରାୟ ଦୁଇ ସପ୍ତାହ…
ମେଟଲ୍ ମିଟ୍-୨୦୨୩: ଗ୍ରାଣ୍ଡ୍ ଫିନାଲେକୁ ଗଲେ ସିନିୟର ୮ ଟିମ୍
ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ୍ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୨୩’ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମ୍ରେ ଆୟୋଜିତ ହୋଇଛି। ଏହି…
ନୀତୀଶ କୁମାରଙ୍କର କୌଣସି ନିର୍ବାଚନ ଲଢ଼ିବାର ସାହସ ନାହିଁ: ପିକେ…
ପାଟନା,୫।୮ : ଜନ ସୁରାଜ ପଦଯାତ୍ରାର ସଂଯୋଜକ ପ୍ରଶାନ୍ତ କିଶୋର(ପିକେ) ବିହାରର ସାମସ୍ତିପୁରରେ ପଦଯାତ୍ରା ଜାରି ରଖିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହା ସହିତ ଲୋକସଭା ନିର୍ବାଚନରେ ନୀତୀଶ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେଇ ସେ କଟାକ୍ଷ…
ଉଦ୍ଧବ ହିଁ ବଡ଼ ବିଶ୍ୱାସଘାତକ: ଶିନ୍ଦେ…
ମୁମ୍ବାଇ,୫।୮ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କାହାର ନାମ ନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଉଦ୍ଧବ ବାରମ୍ବାର ଆମକୁ ବିଶ୍ୱାସଘାତକ ବୋଲି କୁହନ୍ତି। କିନ୍ତୁ ସେ ନିଜେ ଜଣେ ବଡ଼ ବିଶ୍ୱାସଘାତକ। ଯାହାଙ୍କ…
Archives


