Home Middle

କୋଇଲା ଖଣିରେ ଭୟଙ୍କର ଅଗ୍ନିକାଣ୍ଡ: ଜଣେ ମୃତ, ୪ ନିଖୋଜ

କାଜାକିସ୍ତାନ,୧୮ା୮: କାଜାକିସ୍ତାନର ଆର୍ସେଲର ମିତ୍ତଲ କୋଇଲା ଖଣିରେ ଅଗ୍ନିକାଣ୍ଡ ଘଟି ଜଣେ ଖଣି ମାଲିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ନିଖୋଜ ଅଛନ୍ତି। ଶୁକ୍ରବାର କମ୍ପାନୀ କହିଛି, ଉଦ୍ଧାରକାରୀମାନେ ନିଖୋଜ ଥିବା ବ୍ୟକ୍ତିଙ୍କୁ ଖୋଜାଖୋଜି କରୁଛନ୍ତି। ଏହି ଖଣିରେ ମୋଟ୍‌…

ଇସ୍ତଫା ଦେଲେ ମାଉଇ ଜରୁରୀକାଳିନ ମୁଖ୍ୟ

ନ୍ୟୁୟର୍କ,୧୮ା୮: ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମାଉଇ ଜରୁରୀକାଳିନ ମୁଖ୍ୟ ହରମାନ ଆଣ୍ଡାୟା ଇସ୍ତଫା ଦେଇଥିବା ମେୟର ରିଚାର୍ଡ ବିସେନ କହିଛନ୍ତି। ହରମାନ ଦ୍ୱୀପପୁଞ୍ଜର ଆଲାର୍ମ ସିଷ୍ଟମକୁ ସକ୍ରିୟ ନ କରିବାରୁ ୧୧୧ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଲୋକେ ତାଙ୍କୁ…

କାବୁ ହେଉନି ଜଙ୍ଗଲ ନିଆଁ, କାନାଡା ସହର ଖାଲି କରିବାକୁ ନିର୍ଦ୍ଦେଶ

ଓଟାଓ୍ବା,୧୮ା୮: ଜଙ୍ଗଲରେ ବ୍ୟାପିଥିବା ନିଆଁ ଥମିବାର ନାଁ ନେଉନି। ଏହି ନିଆଁ ବର୍ତ୍ତମାନ କାନାଡାର ଉତ୍ତର-ପଶ୍ଚିମ ଅଞ୍ଚଳର ରାଜଧାନୀ ଆଡ଼କୁୁ ଗତି କରୁଛି। ବନ୍ୟପ୍ରାଣୀ ଭୟରେ ହଜାର ହଜାର ବାସିନ୍ଦା କାନାଡାର ଉତ୍ତର-ପଶ୍ଚିମ ଅଞ୍ଚଳର ରାଜଧାନୀ ଛାଡ଼ି ପଳାଇଛନ୍ତି। କେତେକ ନିରାପତ୍ତା…

୫ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ନିଶ୍ଚିନ୍ତକୋଇଲି,୧୮ା୮(ଅଶୋକ କୁମାର ମହାପାତ୍ର): ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇ ଦେବା ଓ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନ କଟିକଟା ପଞ୍ଚାୟତର ପାରସାଇଲୋ…

ଉଦ୍ଧାରକାର୍ଯ୍ୟ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ଥ: ୧୨ ନାଇଜେରିଆ ସୈନିକ ମୃତ

ଅବୁଜା,୧୮।୮: ନାଇଜେରିଆର ରାଜଧାନୀ ଅବୁଜାରେ ଏକ ମିଶନରୁ ମୃତ ଓ ଆହତସସୈନିକମାନଙ୍କୁ ନେଇ ଯାଉଥିବା ଏକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସମୟ ମଧ୍ୟରେ ନାଇଜେରିଆର ୧୨ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି। ନାଇଜର ଚୁକୁବା ଗ୍ରାମରେ ସଶସ୍ତ୍ର ଗ୍ୟାଙ୍ଗଙ୍କ ଆକ୍ରମଣରେ ଆହତ…

ଲେହ-ଲଦାଖରେ ପିତାଙ୍କ ଜନ୍ମଦିନ ପାଳିବେ ରାହୁଲ

ନୂଆଦିଲ୍ଲୀ,୧୮।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲେହ-ଲଦାଖ ଯାତ୍ରା ବର୍ତ୍ତମାନ ଦୁଇ ଦିନରୁ ୨୫ ଅଗଷ୍ଟକୁ ବୃଦ୍ଧି ପାଇଛି। ପାର୍ଟି ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ରାହୁଲ ତାଙ୍କ ପିତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମଦିନ…

ଏକ୍ସପ୍ରେସ ୱେ’ରେ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ: ୧୦ ମୃତ

କୁଆଲାଲମ୍ପୁର,୧୭।୮: ଗୁରୁବାର ମାଲେସିଆର କୁଆଲାଲମ୍ପୁରରେ ଏକ୍ସପ୍ରେସ ୱେ’ରେ ଏକ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମାଲେସିଆର ବେସାମରିକ ବିମାନ ଚଳାଚଳ ପ୍ରାଧିକରଣର ଏକ ବୟାନରେ କୁହାଯାଇଛି ଯେ, ବିମାନରେ ୬…

ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୭।୮: ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଭାଜପା ମଧ୍ୟପ୍ରଦେଶ ପାଇଁ ୩୯ ଜଣ ଏବଂ ଛତିଶଗଡ ପାଇଁ ୨୧ ଜଣ ପ୍ରାର୍ଥୀ ଘୋଷଣା କରିଛି। ଚଳିତ ବର୍ଷ ଉଭୟ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ।…

ଦକ୍ଷିଣ କୋରିଆର ଦାବି, ମହାକାଶରୁ ଶତ୍ରୁ ଉପରେ ନଜର ରଖିବ ନର୍ଥ କୋରିଆ

ସିଓଲ,୧୭।୮: ଉତ୍ତର କୋରିଆ ଏକ ଗୁଇନ୍ଦା ସାଟେଲାଇଟ ଲଞ୍ଚ କରିବାକୁ ଯାଉଛି। ଦକ୍ଷିଣ କୋରିଆର ଜଣେ ସାଂସଦ ଦେଶର ଗୁଇନ୍ଦା ଏଜେନ୍ସି ସୂତ୍ରକୁ ଆଧାର କରି ଏହି ସୂଚନା ଦେଇଛନ୍ତି କି ଉତ୍ତର କୋରିଆ ଅଗଷ୍ଟ ଶେଷ ସପ୍ତାହରେ ଅଥବା ସେପ୍ଟେମ୍ବର…

ମହିଳାଙ୍କୁ କବରରେ ଜୀବନ୍ତ ପୋତିଥଲେ ଲୋକ, ୧୧ଦିନ ପରେ ଘଟିଲା ଏପରି ଘଟଣା…

ବ୍ରାଜିଲ୍‌,୧୭।୮: ଜୀବନ୍ତ ମହିଳାଙ୍କୁ କବର ଦେଇଦେଲେ ଲୋକେ। ଅନେକ ଦିନ ଧରି ସେ କଫିନ ଭିତରେ ଜୀବିତ ଅବସ୍ଥାରେ ଥିଲେ। କଫିନରେ ଥିବା ଭିତରେ ମହିଳା ଜଣକ ବାହାରକୁ ବାହାରିବା ପାଇଁ ଯଥାସମ୍ଭବ ଚେଷ୍ଟା କରିଥିଲେ। ପରେ, ତାଙ୍କର କ୍ରନ୍ଦନ ଶୁଣି…

ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ପାଇଁ ମୋତେ କଂଗ୍ରେସର ଅଧ୍ୟକ୍ଷ ପଦ ମିଳିଛି: ଖାର୍ଗେ

ନୂଆଦିଲ୍ଲୀ,୧୭।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ନିଜକୁ ଦଳର ମୁଖ୍ୟ ହେବା ନେଇ ଏକ ବଡ଼ ଖୁଲାସା କରିଛନ୍ତି। ମହିଳା କଂଗ୍ରେସର କାର୍ଯ୍ୟକ୍ରମରେ ଖାର୍ଗେ କହିଛନ୍ତି ଯେ, ମୁଁ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପାଇଁ ଅଧ୍ୟକ୍ଷ ପଦ ପାଇଛି।…

ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଳ ଓଭରବ୍ରିଜ୍‌: ଲୋକଙ୍କଠାରୁ ସିଧାସଳଖ ଜମି କିଣିବେ ସରକାର

ଭୁବନେଶ୍ୱର,୧୭ା୮(ଅସମାପିକା ସାହୁ): ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?