Home Middle

ଲେବାନନରେ ପାଲେଷ୍ଟାଇନ ଶରଣାର୍ଥୀ ଶିବିରରେ ହିଂସା, ସଂଘର୍ଷରେ ୫ ମୃତ, ୭ ଆହତ…

ବେରୁଟ,୩୧।୭ : ଲିବାନନରେ ଏକ ପାଲେଷ୍ଟାଇନ ଶରଣାର୍ଥୀ ଶିବିରରେ ହିଂସାତ୍ମକ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଅତି କମରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ପିଲାମାନେ ମଧ୍ୟ ଅଛନ୍ତି। ଲିବାନନର…

ସ୍ପେନ୍‌କୁ ୩-୦ରେ ହରାଇଲା ଭାରତ

ବାର୍ସିଲୋନା, ୩୧।୭ (ପି.ଟି.): ସ୍ପାନିଶ ହକି ଫେଡେରେଶନର ଶତବାର୍ଷିକୀ ଅବସରରେ ଚାଲିଥିବା ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ଏକ ମ୍ୟାଚରେ ଭାରତ ୩-୦ ଗୋଲରେ ସ୍ପେନ୍‌କୁ ପରାସ୍ତ କରିଛି। ମ୍ୟାଚରେ ସମ୍ପୂର୍ଣ୍ଣ ଆଧିପତ୍ୟ ବିସ୍ତାର କରି ଖେଳିଥିବା ଭାରତ ପକ୍ଷରୁ…

ପୁରୁଷ ହକି: ନେଦରଲାଣ୍ଡ୍ସକୁ ହରାଇଲା ଭାରତ

ବାର୍ସିଲୋନା, ୩୧ା୭ (ପି.ଟି.): ସ୍ପାନିଶ୍‌ ହକି ମହାସଂଘର ଶତବାର୍ଷିକୀ ଅବସରରେ ଆୟୋଜିତ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପୁରୁଷ ହକି ଦଳ ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌ ଚାମ୍ପିୟନ ନେଦରଲାଣ୍ଡ୍ସକୁ ୨-୧ ଗୋଲ୍‌ରେ ପରାସ୍ତ କରିଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ତରଫରୁ…

ଭର୍ଷ୍ଟାପେନ ଜିତିଲେ ବେଲଜିଆନ ଗ୍ରାଁ ପ୍ରି

ସ୍ପା-ଫ୍ରାଙ୍କୋଚାମ୍ପ୍ସ (ବେଲଜିୟମ), ୩୧।୭ (ଏପି): ଡିଫେଣ୍ଡିଂ ଫର୍ମୁଲାଓ୍ବାନ ଚାମ୍ପିୟନ ମ୍ୟାକ୍ସ ଭର୍ଷ୍ଟାପେନ ରବିବାର ଅନୁଷ୍ଠିତ ବେଲଜିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂ ବିଜେତା ହୋଇଛନ୍ତି। ପୂରା ସିଜନରେ ଆଧିପତ୍ୟ ବିସ୍ତାର କରିଥିବା ଏହି ରେଡ୍‌ବୁଲ୍‌ ଡ୍ରାଇଭର କ୍ରମାଗତ ୮ମ ଏବଂ ଓଭରଅଲ୍‌…

ଅଷ୍ଟ୍ରେଲିଆ ପଥରେ ବର୍ଷା ବାଧା

ଲଣ୍ଡନ, ୩୧।୭: ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଆଶେଷ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆର ବିଜୟ ପଥରେ ବର୍ଷା ବାଧା ସୃଷ୍ଟି କରିଛି। ଇଂଲଣ୍ଡ ପକ୍ଷରୁ ୩୮୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଅଷ୍ଟ୍ରେଲିଆ ରବିବାର ୪ର୍ଥ ଦିବସରେ…

‘ନିର୍ଦ୍ଦିଷ୍ଟ ମ୍ୟାଚ କିମ୍ବା ସିରିଜକୁ ନେଇ ଚିନ୍ତିତ ନୋହୁଁ’

ବ୍ରିଜଟାଉନ୍‌, ୩୧।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ପରାସ୍ତ ହୋଇଛି। ଭାରତ ୪୦.୫ ଓଭରରେ ୧୮୧ ରନ୍‌କରି ଅଲ୍‌ଆଉଟ ହୋଇଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୮୦ଟି ବଲ୍‌ ବାକିଥାଇ ୩୬.୪ ଓଭରରେ ୪ ଉଇକେଟ ହରାଇ ୧୮୨ ରନ ସଂଗ୍ରହ…

ଆୟୋଜକ ନ୍ୟୁଜିଲାଣ୍ଡର ବିଦାୟ

ଡୁନେଡିନ୍‌/ସିଡ୍‌ନୀ, ୩୧ା୭ (ଏପି): ଚଳିତ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ର ଗ୍ରୁପ୍‌ ‘ଏ’ରେ ରବିବାର ନ୍ୟୁଜିଲାଣ୍ଡ ଓ ସୁଇଜରଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ ଗୋଲ୍‌ଶୂନ୍ୟ ଭାବେ ଶେଷ ହୋଇଛି। ଏଥି ସହିତ ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଦଳ ଭାବେ…

ହିଜାବରେ ପ୍ରଥମ ଖେଳାଳି ବେନ୍‌ଜିନା

ଆଡିଲେଡ୍‌, ୩୧ା୭ (ଏପି): ସିନିୟର ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ହିଜାବ ପରିଧାନ କରି ଖେଳିବାରେ ମରକ୍କୋ ଡିଫେଣ୍ଡର ନୌହେଲା ବେନ୍‌ଜିନା ପ୍ରଥମ ଖେଳାଳି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଖେଳି ସେ ଇତିହାସ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ଓ…

ବିମାନରେ ମାଆ,ଝିଅଙ୍କୁ ମଦ୍ୟପ ଯାତ୍ରୀଙ୍କ ଯୌନ ନିର୍ଯାତନା

ନ୍ୟୁୟର୍କ,୩୧ା୭: ଡେଲ୍ଟା ଏୟାରଲାଇନ୍ସର ଏକ ବିମାନରେ ଜଣେ ମଦ୍ୟପ ଯାତ୍ରୀ ଜଣେ ମହିଳା ଓ ତାଙ୍କ ନାବାଳିକା ଝିଅଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଉକ୍ତ ଏୟାରଲାଇନ୍ସ ବିରୋଧରେ ୨ ନିୟୁତ ଡଲାରର ମୋକଦ୍ଦମା ରୁଜୁ ହୋଇଛି। ଏୟାରଲାଇନର ଅବହେଳା…

ଏନ୍‌ଡିଏକୁ ୩୧୮ ଆସନ ମିଳିବ

ନୂଆଦିଲ୍ଲୀ,୩୧ା୭ : ଏବେ ଯଦି ଲୋକ ସଭା ନିର୍ବାଚନ ହୁଏ, ତେବେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ୩୧୮ ଆସନ ସହ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ। ୫୪୩ ଆସନ ବିଶିଷ୍ଟ ଲୋକ ସଭାରେ କଂଗ୍ରେସ ନେତୃତାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ୧୭୫ ଆସନ…

ଛୁଟିରେ ଥିବା ସେନା ଯବାନ ନିଖୋଜ

ଶ୍ରୀନଗର,୩୧ା୭: ଦକ୍ଷିଣ କଶ୍ମୀରର କୁଲ୍‌ଗାମ ଜିଲାର ଅସ୍ଥାଲ ଅଞ୍ଚଳରୁ ଜଣେ ସେନା ଯବାନ ଶନିବାର ସନ୍ଧ୍ୟାରେ ନିଖୋଜ ହୋଇଯାଇଛନ୍ତି। ଯବାନଙ୍କ ନାଁ ଜାଭେଦ୍‌ ଅହମଦ ଓ୍ବାନି ଓ ଘର ଅସ୍ଥାଲରେ। ସେ ଲଦାଖରେ ଲେହରେ ଜମ୍ମୁ-କଶ୍ମୀର ଲାଇଟ୍‌ ଇନ୍‌ଫ୍ୟାଣ୍ଟ୍ରି ରେଜିମେଣ୍ଟରେ ଜଣେ…

ପାକିସ୍ତାନରେ ବିସ୍ଫୋରଣ: ୩୯ ମୃତ

ପେଶାଓ୍ବର,୩୧ା୭ : ଆଫଗାନିସ୍ତାନ ସୀମାକୁ ଲାଗିଥିବା ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶ ଅନ୍ତର୍ଗତ ଏକ ଆଦିବାସୀ ଜିଲାରେ ରବିବାର ଅପରାହ୍ନରେ ଆତ୍ମଘାତୀ ବିସ୍ଫୋରଣ ଘଟି ୩୯ ଜଣଙ୍କ ମୃତ୍ୟୁ ହେବା ସହ ୧୨୩ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri