Home Middle

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ ନିବେଶ) ପାଇଁ ସର୍ତ୍ତାବଳୀରେ ଅନେକ ଛାଡ଼କୁ ମଞ୍ଜୁରୀ ଦେଇଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘକାଳୀନ ଯୁଦ୍ଧ ସିଧାସଳଖ ଆମେରିକାକୁ କ୍ଷତି…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହି ହତ୍ୟା ପୂର୍ବରୁ ମଧ୍ୟ ନେପାଳ ସରକାରରେ ସ୍ଥିରତା ନ…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…

ଭାଜପାର ଭିତିରି ଚାଲ୍‌: ରାଜ୍ୟ ସଭାର ଚତୁର୍ଥ ଆସନ ପାଇଁ ଚାଲିଛି…

ଭୁବନେଶ୍ୱର,୧୦।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନ ଏବେ ଧୀରେ ଧୀରେ ରୋଚକ ମୋଡ଼ ନେବାକୁ ଲାଗିଲାଣି। ପ୍ରାର୍ଥତ୍ପତ୍ର ଦାଖଲ ଯାଏ ରାଜ୍ୟ ସଭା ନିର୍ବାଚନ ନେଇ ସବୁ ଦଳର ବିଧାୟକମାନଙ୍କର ଯେଉଁ ଆଭିମୁଖ୍ୟ ଥିଲା, ଏବେ…

ଆମେରିକା ଛାଡୁନି, ଇରାନ ନରମୁନି

ଓ୍ବାଶିଂଟନ୍‌ ,୧୦ା୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ରବିବାର ଇସ୍ରାଏଲ ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ରହିଥିବା…

ତୈଳ ଡିପୋ ଉପରେ ବୋମାମାଡ଼ ପରେ ଇରାନରେ ଏସିଡ୍‌ ବର୍ଷା

ତେହରାନ୍‌,୧୦ା୩: ଇରାନ ରାଜଧାନୀ ତେହରାନ୍‌ରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ ରାଜଧାନୀ ସହରକୁ ଘନ କଳାଧୂଆଁର ବାଦଲ ଢାଙ୍କି ରହିଥିବାବେଳେ ଦୃଶ୍ୟମାନତା ହ୍ରାସ…

ଯୁଦ୍ଧ ପ୍ରଭାବରେ ସୃଷ୍ଟି ହୋଇଛି ୩୫ ଟ୍ରିଲିୟନ ଡଲାରର ସୁନା ବଜାର

ଲଣ୍ଡନ,୧୦ା୩: ଇରାନ-ଆମେରିକା ଯୁଦ୍ଧକୁ ନେଇ ବୈଶ୍ୱିକ ପୁଞ୍ଜି ବଜାର ବେଳକୁ ବେଳ ଧରାଶାୟୀ ହେବାରେ ଲାଗିଛି। ତୈଳ ସଙ୍କଟକୁ ନେଇ ପେଟ୍ରୋଲୟିମ ବଜାରରେ ଅସ୍ଥିରତା ଏବଂ ଭୂ-ରାଜନୈତିକ ସ୍ତରରେ ଦେଖାଯାଇଥିବା ଅସାମଞ୍ଜସ୍ୟ ନିବେଶକଙ୍କୁ ଘୋର ଆଶଙ୍କା ମଧ୍ୟକୁ ଠେଲି ଦେଇଥିବାବେଳେ ଏବେ…

ରାଜ୍ୟରେ ଶିଶୁ ମୃତ୍ୟୁହାର ଅଧିକ, ଆଦିବାସୀବହୁଳ ୬ ଜିଲା ପ୍ରଭାବିତ

ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ଜାତୀୟସ୍ତରରେ ଶିଶୁ ମୃତ୍ୟୁହାର (ଆଇଏମ୍‌ଆର୍‌) ଉଲ୍ଲେଖନୀୟ ଭାବେ ହ୍ରାସ ପାଉଛି। ୨୦୨୩ ରିପୋର୍ଟ ଅନୁଯାୟୀ, ପ୍ରତି ୧୦୦୦ ଶିଶୁଙ୍କ କ୍ଷେତ୍ରରେ ୨୫ଜଣଙ୍କ ମୃତ୍ୟୁ ହେଉଛି। ୨୦୨୨ରେ ଏହି ହାର ୨୬ ରହିଥିବାବେଳେ ୨୦୧୫ରେ ୩୭ ଥିଲା। ତେବେ ଏହି…

ଟ୍ରମ୍ପଙ୍କ ବଡ଼ ବୟାନ: ଯୁଦ୍ଧ ଶେଷ, ଇରାନକୁ କଡ଼ା ଚେତାବନୀ ଦେଇ କହିଲେ ପରିଣାମ ଭୟାବହ….

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ ଯୁଦ୍ଧ ଏବେ ପ୍ରାୟ ଶେଷ। ସେ ଇରାନକୁ ଆଉ କୌଣସି…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏବଂ ପୁଷ୍ପ କମଳ ଦହଲ ପ୍ରଚଣ୍ଡଙ୍କୁ ପରାସ୍ତ କରିଛି। ଏପରିକି…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ ରାଜଧାନୀ ସହରକୁ ଘନ କଳାଧୂଆଁର ବାଦଲ ଢାଙ୍କି ରହିଥିବାବେଳେ ଦୃଶ୍ୟମାନତା ହ୍ରାସ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?