Home Middle

‘୨୦୨୪ ନିର୍ବାଚନ ସ୍ଥିର କରିବ ଦେଶରେ ଗଣତନ୍ତ୍ର ରହିବ ନା ନାହିଁ’, ଏମକେ ଷ୍ଟାଲିନଙ୍କ ବଡ ଦାବି

ଚେନ୍ନାଇ,୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋମବାର ଚେନ୍ନାଇରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି। ଷ୍ଟାଲିନ କହିଛନ୍ତି ଯେ ୨୦୨୪ ସାଧାରଣ ନିର୍ବାଚନ ଦେଶରେ ଗଣତନ୍ତ୍ର ରହିବ କି ନାହିଁ ତାହା ସ୍ଥିର କରିବ। ସେ…

ରୁଷିଆରୁ ତେଲ କିଣି ଭାରତୀୟ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ୮।୮ : ଗତ କିଛି ବର୍ଷ ହେବ ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ଉଭୟ ତୈଳ ଉତ୍ପାଦନ ଓ ଦର ମଧ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଦର ବୃଦ୍ଧି ଓ ଉତ୍ପାଦନ ହ୍ରାସ କାରଣରୁ ଭାରତୀୟ ତୈଳ…

କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି

ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ଏକ ୩ ଜଣିଆ କମିଟି ଗଠନ କରିଛନ୍ତି। କମିଟିରେ ହାଇକୋର୍ଟର…

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ ୨୪…

ସିକିମ୍‌ର ନାମ୍‌ଚି ସହରରେ ରାଲିବେଳେ ହିଂସା

ଗାଙ୍ଗଟକ୍‌,୮ା୮: ସିକିମ୍‌ରେ ୨୧ ବର୍ଷୀୟ ଯୁବନେତାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତୁରନ୍ତ ନ୍ୟାୟ ଦାବି କରି ସୋମବାର ନାମ୍‌ଚି ସହରରେ ବିକ୍ଷୋଭ ରାଲି କରାଯାଉଥିବାବେଳେ ଏହା ହିଂସାକାଣ୍ଡର ରୂପ ନେଇଥିଲା। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ କେତେଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସ୍ଥିତିକୁ…

ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି।…

ଲୋକ ସଭାକୁ ଫେରିଲେ ରାହୁଲ

ନୂଆଦିଲ୍ଲୀ, ୮ା୮: ଅଯୋଗ୍ୟ ଘୋଷିତ ହୋଇ ଚାରି ମାସରୁ ଊର୍ଦ୍ଧ୍ୱ ସମୟ ଲୋକ ସଭାରୁ ଦୂରେଇ ରହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ପାର୍ଲାମେଣ୍ଟର ନିମ୍ନ ସଦନକୁ ଫେରିଛନ୍ତି। ଏକ ମାନହାନି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଦିଆଯାଇଥିବା…

ଭାରତୀୟ ମୂଳ ବାସିନ୍ଦା ଶନମୁଗରତ୍ନମ ହୋଇପାରନ୍ତି ସିଙ୍ଗାପୁରର ରାଷ୍ଟ୍ରପତି, ପ୍ରମାଣ ପତ୍ର ପାଇଁ କଲେ ଆବେଦନ

ସିଙ୍ଗାପୁର,୭।୮: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସିଙ୍ଗାପୁରର ପୂର୍ବତନ ଭାରତୀୟ ମୂଳବାସିନ୍ଦା ଥର୍ମନ ଶନମୁଗରତ୍ନମ ସୋମବାର ଆବେଦନ କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଆବଶ୍ୟକ ସାର୍ଟିଫିକେଟ ପାଇବା ପାଇଁ ଶନମୁଗରତ୍ନମ ଏହି ଆବେଦନ କରିଛନ୍ତି। ଗତ ମାସରେ…

ରାଜ୍ୟ ସଭାରେ ଦିଲ୍ଲୀ ସେବା ବିଲ ଆଗତ

ନୂଆଦିଲ୍ଲୀ,୭।୮: ସଂସଦର ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିରହିଛନ୍ତି ବିରୋଧୀ। ଆଜି ବି ମଣିପୁର, ନୁହ ଏବଂ ଦିଲ୍ଲୀ ସେବା ବିଲକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ଲୋକ ସଭାରେ ଦିଲ୍ଲୀ ସେବା ବିଲ ପାରିତ ହୋଇସାରିଥିବା ବେଳେ କେନ୍ଦ୍ର ସ୍ବରାଷ୍ଟ୍ର…

ଗୁଜରାଟରେ ହେବ ଏଏପି-କଂଗ୍ରେସର ମେଣ୍ଟ: ଏଏପି ନେତାଙ୍କ ଘୋଷଣା

ନୂଆଦିଲ୍ଲୀ,୭।୮: ଲୋକ ସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଥିବାବେଳେ ଉଭୟ ବିରୋଧୀ ଏବଂ ଶାସକ ଦଳ ଛୋଟ ଦଳ ସହ ମେଣ୍ଟ କରୁଛନ୍ତି। ଗୁଜରାଟରେ ମଧ୍ୟ ଆମ ଆଦମୀ ପାର୍ଟି ଲୋକ ସଭା ନିର୍ବାଚନ ସମ୍ପର୍କରେ ଏକ…

ଆମେରିକାର ଚାପ: ଇରାନ ସହିତ ପାକିସ୍ତାନ ବିଲିୟନ ଡଲାର ଗ୍ୟାସ ପାଇପଲାଇନ ପ୍ରକଳ୍ପ ବନ୍ଦ କଲା ପାକିସ୍ତାନ…

ଇସଲାମାବାଦ,୭।୮ : ଇରାନ ସହିତ ପାକିସ୍ତାନ ସାମୟିକ ଭାବେ ଏକ ବିଲିୟନ ଡଲାର ଗ୍ୟାସ ପାଇପଲାଇନ ଚୁକ୍ତି ବନ୍ଦ କରି ଦେଇଛି। ଆମେରିକାର ଚାପ ଯୋଗୁଁ ପାକିସ୍ତାନ ଏହି ନିଷ୍ପତ୍ତି ନେଇଛି ବୋଲି ମିଡିଆ ରିପୋର୍ଟରେ ଦର୍ଶାଯାଇଛି। ପାକିସ୍ତାନ ଇରାନ ସହିତ…

ଭାଜପା ଏମପି ରାମଶଙ୍କର ସଦସ୍ୟ ପଦ ଯିବା ଆଶଙ୍କା, ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ……

ନୂଆଦିଲ୍ଲୀ,୭।୮ : ଉତ୍ତରପ୍ରଦେଶର ଇଟାୱାର ଭାଜପା ଲୋକସଭା ଏମପି ରାମଶଙ୍କର କାଠେରିଆଙ୍କୁ ଆଗ୍ରା ସ୍ପେଶାଲ କୋର୍ଟ ଦ୍ୱାରା ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସେହି ଆଦେଶର ନକଲ ଏପର୍ଯ୍ୟନ୍ତ ଲୋକସଭା ସଚିବାଳୟ ଗ୍ରହଣ କରି ନାହିଁ। କୋର୍ଟଙ୍କ ଆଦେଶର ନକଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?