Home Middle

ଖବର କାଗଜ ଦ୍ୱାରା ନିଜର ଭାବମୂର୍ତ୍ତି ଉଜ୍ଜ୍ୱଳ କରିବାକୁ ଚାହୁଁଛି ଚାଇନା, ଦେଇଛି ୧୩୩ ହଜାର ଡଲାର…

ବେଜିଂ,୭।୮ : ଦୁନିଆରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବା ପାଇଁ ଚାଇନା ଖବରକାଗଜର ସାହାଯ୍ୟ ନେଉଛି। ନିଜ ବିଷୟରେ ସକାରାତ୍ମକ ଖବର ପ୍ରକାଶ କରିବାକୁ ଓସେନିଆରେ ଅବସ୍ଥିତ ସୋଲୋମନ ଦ୍ୱୀପପୁଞ୍ଜ ଖବରକାଗଜକୁ ୧୩୦ ହଜାର ଡଲାର ଦେଇଛି। ଆର୍ଥିକ ସହାୟତା ସମ୍ବନ୍ଧରେ…

ଭାରତୀୟ ରେଳରେ ଯୋଡି ହେଲା ନୂଆ ଅଧ୍ୟାୟ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୭।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ସାମିଲ ହୋଇଥିବା ଦେଶର ୧୩୦୯ ରେଳ ଷ୍ଟେଶନ ମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ଷ୍ଟେଶନର ରୂପାନ୍ତରଣ ହେବ। ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୪ ଜିଲାରେ ୬.୨୪ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଅନେକ କ୍ଷୟକ୍ଷତି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ ପ୍ରାଥମିକ ଆକଳନ ଅନୁଯାୟୀ, ରାଜ୍ୟର ୨୪ ଜିଲା ଅନ୍ତର୍ଗତ ୨୫୩ ବ୍ଲକ ଅଧୀନ ୧୧,୯୭୩ ଗଁା ଓ…

ସମୁଦ୍ରରେ ଜାହାଜ ବୁଡ଼ିଲା: ୪ ମୃତ, ୫୧ ନିଖୋଜ…

ଟ୍ୟୁନିସ,୭।୮ : ଟ୍ୟୁନିସିଆର କେରେକେନା ଦ୍ୱୀପରୁ ଏକ ଜାହାଜ ବୁଡ଼ିଯିବା ପରେ ଚାରିଜଣ ପ୍ରବାସୀଙ୍କର ମୃତ୍ୟୁ ଘଟିଛି ଏବଂ ୫୧ ଜଣ ନିଖୋଜ ଅଛନ୍ତି। ଜାହାଜରେ ଥିବା ସମସ୍ତ ପ୍ରବାସୀ ସାହାରା ଆଫ୍ରିକାର ଥିଲେ। ଜଣେ ନ୍ୟାୟିକ ଅଧିକାରୀ ଏହି ସୂଚନା…

ଭାରତୀୟ ରେଳରେ ଯୋଡି ହେଲା ନୂଆ ଅଧ୍ୟାୟ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୭।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ସାମିଲ ହୋଇଥିବା ଦେଶର ୧୩୦୯ ରେଳ ଷ୍ଟେଶନ ମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ଷ୍ଟେଶନର ରୂପାନ୍ତରଣ ହେବ। ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଇମ୍ରାନ୍‌ଙ୍କ ନୂଆ ଠିକଣା ଆଡିଆଲା ଜେଲ

ଇସ୍‌ଲାମାବାଦ,୭ା୮(ପି.ଟି.): ତାଷାଖାନା ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ରାଓ୍ବଲପିଣ୍ଡିର ଆଡିଆଲା ଜେଲରେ ରଖିବା ପାଇଁ ଇସ୍‌ଲାମାବାଦର ଏକ ଅଦାଲତ ରବିବାର ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଇମ୍ରାନ୍‌ଙ୍କୁ ଗିରଫ କରାଯିବା ପରେ କଡ଼ା ସୁରକ୍ଷା ମଧ୍ୟରେ ଥିବା…

ପାକିସ୍ତାନରେ ଟ୍ରେନ୍‌ ଦୁର୍ଘଟଣା: ୩୩ ମୃତ

କରାଚୀ,୭ା୮ : ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ରବିବାର ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ୩୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୮୦ ଜଣ ଆହତ ହୋଇଛନ୍ତି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ହାଜରା ଏକ୍ସପ୍ରେସ୍‌ ଟ୍ରେନ୍‌ ସିନ୍ଧ୍‌ ପ୍ରଦେଶ ନଓ୍ବାବଶାହ ଜିଲାର ସର୍‌ହରି…

ଉଛୁଳୁଛି ସୀମାପାର ପ୍ରେମ

ନୂଆଦିଲ୍ଲୀ/ମୁମ୍ବାଇ/ ଇସ୍‌ଲାମାବାଦ,୭ା୮: (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ପୂର୍ବରୁ କେବଳ ସିନେମାରେ ଦେଖିବାକୁ ମିଳୁଥିଲା। କିନ୍ତୁ ପ୍ରଯୁକ୍ତିର ପ୍ରଗତି ଏବେ ଦରିଆପାରି ପ୍ରେମରେ ଡେଣା ଯୋଡ଼ିଦେଲା। ପାକିସ୍ତାନର ସୀମା ହାଇଦର ହୁଅନ୍ତୁ କି ଭାରତର ଅଞ୍ଜୁ ଥୋମାସ୍‌ ସୀମାପାର ସମ୍ପର୍କ ଗଢ଼ି ଚର୍ଚ୍ଚା…

ମଣିପୁର ସରକାରରୁ ଓହରିଲେ ୨ କୁକି ବିଧାୟକ

ଇମ୍ଫାଲ,୭ା୮ : ଭାଜପା ଶାସିତ ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲାଗିରହିଥିବା ଜାତିଆଣ ଓ ଯୌନ ହିଂସା ଯୋଗୁ ଅଚଳାବସ୍ଥା ଦୂର ହେଉନାହିଁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ ଉଦାସୀନତା ଓ ସ୍ଥାଣୁତାକୁ ଦାୟୀ କରାଯାଉଛି। ଜାତୀୟ…

ମା’ଙ୍କ ଉତ୍ତମ ଖାଦ୍ୟ ନାତିନାତୁଣୀଙ୍କ ମସ୍ତିଷ୍କକୁ ସୁସ୍ଥ ରଖେ

ନୂଆଦିଲ୍ଲୀ,୭ା୮(ପି.ଟି.): ଜଣେ ମହିଳା ଗର୍ଭଧାରଣର ପ୍ରଥମ ଭାଗରେ ଯଦି ସେଓ ଏବଂ ଗୁଳ୍ମଜାତୀୟ ଖାଦ୍ୟ ଖାଇଥାନ୍ତି, ତେବେ ତାଙ୍କ ପିଲା ଏବଂ ନାତିନାତୁଣୀଙ୍କ ମସ୍ତିଷ୍କ ସ୍ବାସ୍ଥ୍ୟକୁ ସୁରକ୍ଷିତ ରଖିପାରିବ। ମେଲବୋର୍ନର ମୋନାଶ ୟୁନିଭର୍ସିଟିରେ ଜେନେଟିକ୍‌ ମଡେଲ୍‌ ବ୍ୟବହାରରେ କରାଯାଇଥିବା ଅଧ୍ୟୟନରୁ ଏହା…

‘ମେଟଲ୍‌ ମିଟ୍‌ ୨୦୨୩’: ଜୁନିୟରରେ ସିଡିଏ ଡିଏଭି, ସିନିୟରରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ

ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ ସ୍ଥିତ…

ମେଟଲ୍‌ ମିଟ୍‌-୨୦୨୩: ଜୁନିୟର ଗ୍ରୁପ୍‌ର ସିଡିଏ ଡିଏଭି ପ୍ରଥମ

ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ ମିଟ୍‌-୨୦୨୩’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଅନୁଷ୍ଠିତ ହୋଇଥିଲା। ଏହି ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଗ୍ରୁପ୍‌ କଟକର ସିଡିଏ ଡିଏଭି ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?